“ଏସପାଇଆର ରାଇରଙ୍ଗପୁର” ମାଧ୍ୟମରେ ଫ୍ରି କୋଚିଂ ଜିଲ୍ଲାପାଳଙ୍କ ଦ୍ବାରା ଶୁଭ ଉଦଘାଟିତ
ବାରିପଦା : ମୟୂରଭଞ୍ଜ ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ପ୍ରୋତ୍ସାହନରେ ବାମନଘାଟୀ ଉପଖଣ୍ଡ ର ଶିକ୍ଷିତ ଯୁବକ ଯୁବତୀ ମାନଙ୍କ ଭବିଷ୍ୟତ ଲକ୍ଷ୍ୟ ପୂରଣ ନେଇ ମୟୁରଭଞ୍ଜ ଜିଲ୍ଲାର ବାମନଘାଟୀ ଉପଜିଲ୍ଲାପାଳ ଶ୍ରୀ ସୌମ୍ୟରଂଜନ ପ୍ରଧାନଙ୍କ ତତ୍ୱାବଧାନରେ ଉପଖଣ୍ଡ ପ୍ରଶାସନ ତରଫରୁ “ଏସପାଇଆର ରାଇରଙ୍ଗପୁର “(Aspire Rairangpur ) ଏକ ଅଭିନଵ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହି କାର୍ଯ୍ୟକ୍ରମ ଜରିଆରେ କେବଳ ମୟୂରଭଞ୍ଜ ଜିଲ୍ଲାର ବାମନଘାଟି ଉପଖଣ୍ଡ ଅନ୍ତର୍ଗତ ୭ ଗୋଟି ବ୍ଲକ ଓ ରାଇରଙ୍ଗପୁର ପୌରପାଳିକା ଅଂଚଳର […]
Read More Text.