ବର୍ତ୍ତମାନ ସୁଦ୍ଧା ଓଡ଼ିଶାରେ ସୃଷ୍ଟି ହେଲେ ୮ ଲକ୍ଷରୁ ଅଧିକ ଲକ୍ଷପତି ଦିଦି

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ନିର୍ଦ୍ଦେଶକ୍ରମେ ଆଜି ସମଗ୍ର ରାଜ୍ୟରେ ଲକ୍ଷପତି ଦିଦି ଯୋଜନା ଉପରେ ଏକ ଦିବସୀୟ ଜିଲ୍ଲାସ୍ତରୀୟ କର୍ମଶାଳା ଆୟୋଜିତ ହୋଇଯାଇଛି । ସମନ୍ୱୟ ଓ ସହଭାଗିତା ମାଧ୍ୟମରେ ବିଭିନ୍ନ ଜୀବନ ଜୀବିକା କାର୍ଯ୍ୟକଳାପକୁ ତ୍ୱରାନ୍ୱିତ କରିବା ଏବଂ ସମସ୍ତ ହିତାଧିକାରୀମାନଙ୍କୁ ସେମାନଙ୍କର ଭୂମିକା ଓ ଦାୟିତ୍ୱ ବିଷୟରେ ସଚେତନ କରାଇବା ଏହି କର୍ମଶାଳାର ମୁଖ୍ୟ ଉଦ୍ଦେଶ୍ୟ ଅଟେ । ଜିଲ୍ଲାସ୍ତରୀୟ ଏହି କାର୍ଯ୍ୟକ୍ରମରେ ଉପ ମୁଖ୍ୟମନ୍ତ୍ରୀ ତାଙ୍କ ଭିଡିଓ ବାର୍ତ୍ତାରେ କହିଲେ ଯେ […]

Read More Text.

ଦୁଇ ବିଧାୟକଙ୍କ ବିରୋଧରେ ଚାଲିବ ନିର୍ବାଚନୀ ଅନିୟମିତତା ମାମଲା

କଟକ: ଜଳେଶ୍ଵର ବିଜେଡି ବିଧାୟକ ଅଶ୍ୱିନୀ ପାତ୍ର ଓ ନର୍ଲା ବିଜେଡି ବିଧାୟିକା ମନୋରମା ମହାନ୍ତିଙ୍କୁ ହାଇକୋର୍ଟରୁ ଝଟକା ମିଳିଛି । ବିଧାନସଭା ନିର୍ବାଚନୀ ଅନିୟମିତତା ଅଭିଯୋଗ ମାମଲାରେ ଏହି ଦୁଇ ବିଧାୟକଙ୍କୁ ନିରାଶ ହେବାକୁ ପଡିଛି । ନିର୍ବାଚନ ଅନିୟମିତତା ନେଇ ସେମାନଙ୍କ ବିରୁଦ୍ଧରେ ହୋଇଥିବା ଆବେଦନକୁ ଖାରଜ କରିବା ପାଇଁ ଉଭୟେ ହାଇକୋର୍ଟଙ୍କୁ ନିବେଦନ କରିଥିଲେ । ହେଲେ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ଜଳେଶ୍ଵର ବିଧାୟକ ଅଶ୍ୱିନୀ ପାତ୍ରଙ୍କ ବିରୋଧରେ ଅନିୟମିତତା […]

Read More Text.

ଦେଶରେ ବଢୁଛି ସ୍ବାଇନ ଫ୍ଲୁ ମାମଲା, ୧୬ ରାଜ୍ୟରେ ୫୧୬ ଆକ୍ରାନ୍ତ

ନୂଆଦିଲ୍ଲୀ : ଦେଶରେ ସ୍ୱାଇନ୍ ଫ୍ଲୁ ବା ଏଚ୍୧ଏନ୍୧ ଭୂତାଣୁ ସଂକ୍ରମଣ ପୁଣି ବ୍ୟାପିବାରେ ଲାଗିଛି। ଦେଶର ୮ଟି ରାଜ୍ୟରେ ଏହାର ପ୍ରସାର ଦ୍ରୁତ ଗତିରେ ବୃଦ୍ଧି ପାଇଛି। ଜାନୁଆରୀ ୨୦୨୫ରେ ୧୬ଟି ରାଜ୍ୟରେ ୫୧୬ ଜଣ ସ୍ୱାଇନ୍ ଫ୍ଲୁରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସାଧୀନ ଅବସ୍ଥାରେ ୬ ଜଣଙ୍କ ମୃତ୍ୟୁ ଘଟିଛି। କେରଳରେ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କର୍ଣ୍ଣାଟକ ଓ ହିମାଚଳ ପ୍ରଦେଶରେ ଜଣେ ଲେଖାଏଁ ପ୍ରାଣ ହରାଇଛନ୍ତି। ଜାତୀୟ ରୋଗ ନିୟନ୍ତ୍ରଣ […]

Read More Text.

କାହିଁକି ‘ବନ୍ଦେ ଉତ୍କଳ ଜନନୀ’ ଗାଇବେ? ‘ବନ୍ଦେ ଓଡିଶା ଜନନୀ’ ଗାଇଲେ ଆପତ୍ତି ନାହିଁ

ଭୁବନେଶ୍ବର: ‘କାହିଁକି ବନ୍ଦେ ଉତ୍କଳ ଜନନୀ ଗାଇବେ? ବନ୍ଦେ ଓଡିଶା ଜନନୀ ଗାଇଲେ ମୋର କିଛି ଆପତ୍ତି ନାହିଁ ।’ କିଛି ଏଭଳି କହି ଉତ୍କଳ ଏବଂ କୋଶଳ ଓ କଳିଙ୍ଗ ପ୍ରସଙ୍ଗ ଉଠାଇଥିବା ଜୟନାରାୟଣ ଏବେ ଏନେଇ ସ୍ପଷ୍ଟିକରଣ ଦେଇଛନ୍ତି । କହିଛନ୍ତି, ମୁଁ ବିଭାଜନ ନେଇ କୌଣସି କଥା କହିନାହିଁ । ମୁଁ କେବଳ ଯୁକ୍ତି କରିଛି, କାହିଁକି କେବଳ ଉତ୍କଳର ଜୟଗାନ ହେବ, ଆଉ କୋଶଳ ଏବଂ କଳିଙ୍ଗର ହେବ ନାହିଁ ବୋଲି… […]

Read More Text.

ବିଦାୟୀ ଭାଷଣ ପରେ ଜିଭ ଦେଖାଇ ଚେୟାର ଉଠାଇ ନେଲେ ଟ୍ରୁଡୋ

ନୂଆଦିଲ୍ଲୀ: କାନାଡାର ପୂର୍ବତନ ପ୍ରଧାନମନ୍ତ୍ରୀ ଜଷ୍ଟିନ୍ ଟ୍ରୁଡୋ ଓଟାୱାସ୍ଥିତ ହାଉସ୍ ଅଫ୍ କମନ୍ସରେ ମାର୍କ କାର୍ନିଙ୍କୁ ଉତ୍ତରାଧିକାରୀ ଭାବରେ ଘୋଷଣା କରିଛନ୍ତି। ମାର୍କ କାର୍ନି କାନାଡାର ନୂତନ ପ୍ରଧାନମନ୍ତ୍ରୀ ହେବେ। ଜଷ୍ଟିନ୍ ଟ୍ରୁଡୋ ଆନୁଷ୍ଠାନିକ ଭାବରେ ହାଉସ୍ ଅଫ୍ କମନ୍ସରେ ଇସ୍ତଫା ପ୍ରଦାନ କରିବା ପରେ ଦେଶର ପ୍ରଧାନମନ୍ତ୍ରୀ ଏବଂ କାନାଡୀୟ ସଂସଦର ସଦସ୍ୟ ଭାବରେ ତାଙ୍କର କାର୍ଯ୍ୟକାଳ ଶେଷ ହୋଇଥିଲା। ଏହା ପରେ ଟ୍ରୁଡୋଙ୍କୁ ଆନୁଷ୍ଠାନିକ ଭାବରେ ବିଦାୟ ଦିଆଯାଇଥିଲା। ବିଦାୟୀ ଭାଷଣ ପରେ ଜଷ୍ଟିନ୍ […]

Read More Text.

ଦିଲ୍ଲୀରେ ବନ୍ଦ ହେବ ପେଟ୍ରୋଲ-ଡିଜେଲ୍ ଗାଡି !

ନୂଆଦିଲ୍ଲୀ : ଦିଲ୍ଲୀ ସରକାର ଇଭି ପଲିସି ୨.୦ ନେଇ ଘୋଷଣା କରିଦେଇଛନ୍ତି । ଏହି ନୂଆ ନିୟମ ଅନୁସାରେ ୨୦୨୭ ସୁଦ୍ଧା ଦିଲ୍ଲୀରେ ପଞ୍ଜୀକରଣ ହୋଇଥିବା ଗାଡିରୁ ୯୫ ପ୍ରତିଶତ କେବଳ ଇଲେକ୍ଟ୍ରିକ୍ ଗାଡି ଭାବେ ପଞ୍ଜୀକୃତ ହେବାକୁ ଲକ୍ଷ୍ୟ ରଖିଛନ୍ତି ।  ଦିଲ୍ଲୀରେ ଇଭି ନିୟମ ପ୍ରଥମ ଥର ୨୦୨୦ ମସିହାରେ ଆସିଥିଲା ଯାହା ୨୦୨୪ରେ ସମାପ୍ତ ହୋଇଯାଇଥିଲା । କିନ୍ତୁ ଏବେ ଏହି ନୂଆ ନିୟମ ପୁରୁଣା ନିୟମ ବଦଳରେ ଲାଗୁ ହେବ […]

Read More Text.

୧୦ ବର୍ଷରେ ହାତୀ ନେଲାଣି ହଜାରରୁ ଅଧିକ ମୁଣ୍ଡ

ଭୁବନେଶ୍ବର: ବଢି ଚାଲିଛି ହାତୀଙ୍କ ଉପଦ୍ରବ । ଜଙ୍ଗଲ ଛାଡି ଗାଁ ଏବଂ ସହର ମୁହାଁ ହେଉଛନ୍ତି ହାତୀପଲ । ପ୍ରତିଦିନ ହାତୀ ଆତଙ୍କରେ ଧନଜୀବନ କ୍ଷତି ହେଉଛି । ଯାହାକୁ ନେଇ ଆଜି ବିଧାନସଭାରେ ଉତ୍ତର ରଖିଛନ୍ତି ଜଙ୍ଗଲ ପରିବେଶ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆ । ଏନେଇ ମନ୍ତ୍ରୀ ଲିଖିତ ଉତ୍ତରରେ ସୂଚନା ଦେଇଛନ୍ତି, ୧୦ ବର୍ଷରେ ହାତୀ ୧୨୦୯ ମୁଣ୍ଡ ନେଲାଣି । ୧୦ ବର୍ଷରେ ହାତୀ ଆକ୍ରମଣରେ ୧୨୦୯ ଲୋକଙ୍କ ଜୀବନ […]

Read More Text.

ଭୁବନେଶ୍ବର ଏମ୍ସ ନିକଟରେ ବୁଲୁଛି ହାତୀ, ଘଉଡ଼ାଇବାକୁ ବନ ବିଭାଗ ପକ୍ଷରୁ ଉଦ୍ୟମ

ଭୁବନେଶ୍ବର : ରାଜଧାନୀରେ ବୁଲୁଛି ହାତୀ। ଭୁବନେଶ୍ବର ଏମ୍ସ ନିକଟ କାଜୁ ବଗିଚାରେ କାଲି ରାତିରୁ ଫସି ରହିଛି ଦନ୍ତାହାତୀ । ଲୋକଙ୍କୁ ସତର୍କ ରହିବା ସହ ହାତୀ ପାଖକୁ ନଯିବାକୁ ସଚେତନ କରାଯାଉଛି। ଡାକବାଜି ଯନ୍ତ୍ର ଦ୍ବାରା ଲୋକଙ୍କୁ ସଚେତନ କରାଯାଉଛି। ହାତୀର ଗତିଵିଧି ଉପରେ ବନ ବିଭାଗ କର୍ମଚାରୀ ନଜର ରଖିଛନ୍ତି। ଆବଶ୍ୟକ ପଡିଲେ ଟ୍ରାଙ୍କୁଲାଇଜ କରାଯିବ । ଖୋର୍ଦ୍ଧା ବରୁଣେଇ ଅଞ୍ଚଳରୁ ଭୁବନେଶ୍ୱରକୁ ଚାଲିଆସିଛି ହାତୀ। ବନ ବିଭାଗର ଅଧିକାରୀଙ୍କ ସହ ସ୍ଥିତି ଅନୁଧ୍ୟାନ […]

Read More Text.

ପାକିସ୍ତାନରେ ଟ୍ରେନ୍‌ ଅପହରଣ, ୧୨୦ ଯାତ୍ରୀ ପଣବନ୍ଦୀ ସୂଚନା

ଇସଲାମାବାଦ: ପାକିସ୍ତାନରେ ମଙ୍ଗଳବାର ଏକ ଟ୍ରେନ୍ ଅପହରଣ କରାଯାଇଛି। ଗଣମାଧ୍ୟମ ରିପୋର୍ଟ ଅନୁସାରେ, ବେଲୁଚିସ୍ତାନର ମାଚ୍ ଅଞ୍ଚଳରେ କେତେକ ସଶସ୍ତ୍ର ବ୍ୟକ୍ତି କ୍ୱେଟାରୁ ପେଶାୱର ଯାଉଥିବା ଜାଫର ଏକ୍ସପ୍ରେସ ଟ୍ରେନ୍ ଉପରେ ଆକ୍ରମଣ କରିଛନ୍ତି। ଆତଙ୍କବାଦୀ ସଂଗଠନ ବେଲୁଚ ଲିବରେସନ ଆର୍ମୀ(ବିଏଲଏ) ଏହି ଆକ୍ରମଣ କରିଥିବା ଜଣାପଡ଼ିଛି। ଟ୍ରେନରେ ଯାତ୍ରା କରୁଥିବା ୧୨୦ ଜଣ ଯାତ୍ରୀଙ୍କୁ ପଣବନ୍ଦୀ ଥିବା ସୂଚନା ମିଳିଛି। ଏମାନଙ୍କ ମଧ୍ୟରେ ଅନେକ ସେନା ଅଧିକାରୀ ରହିଛନ୍ତି। ଘଟଣା ସମ୍ପର୍କରେ ସୂଚନା ପାଇବା ପରେ […]

Read More Text.

ରାଜ୍ୟରେ ବର୍ତ୍ତମାନ ମୋଟ ୮୫୫ ଟି ଆମ୍ବୁଲାନ୍ସ କାର୍ଯ୍ୟକ୍ଷମ ଅଛି: ମନ୍ତ୍ରୀ

ଭୁବନେଶ୍ୱର: ବିଧାନସଭାରେ ବିଧାୟକ ମାନସ କୁମାର ଦତ୍ତ ପ୍ରଶ୍ନ କରିଥିଲେ ଯେ, ଓଡିଶାରେ ୧୦୮ ଆମ୍ବୁଲାନ୍ସ ସେବା ଉପଲବ୍ଧ କରାଇବା କେତେଗୋଟି ଆମ୍ବୁଲାନ୍ସ ବର୍ତ୍ତମାନ କାର୍ଯ୍ୟକ୍ଷମ ଅଛି; କେତେଗୋଟି ନୂଆ ଆମ୍ବୁଲାନ୍ସ ଆଣିବାର ଯୋଜନା ରହିଛି ? ଯାହାର ଉତ୍ତର ଦେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ କହିଛନ୍ତି ଯେ, ରାଜ୍ୟରେ ପ୍ରଥମେ ଜରୁରୀକାଳୀନ ମେଡିକାଲ ସେବା ଯୋଗାଇବା ପାଇଁ ମୋଟ ୮୬୦ ଗୋଟି ଆମ୍ବୁଲାନ୍ସ ଚାଲୁଥିବାବେଳେ ବର୍ତ୍ତମାନ ୮୫୫ ଟି […]

Read More Text.