ହୋଲି ସମୟରେ ଚଳାଚଳ କରିବ ସ୍ୱତନ୍ତ୍ର ଟ୍ରେନ୍
ଭୁବନେଶ୍ୱର: ଯାତ୍ରୀ ଚାହିଦାକୁ ଦୃଷ୍ଟିରେ ରଖି ଏବଂ ଗୁରୁତ୍ୱପୂର୍ଣ୍ଣ ଟ୍ରେନ ରୁଟରେ ଚାଲୁଥିବା ନିୟମିତ ଟ୍ରେନରେ ଯାତ୍ରୀମାନଙ୍କ ଭିଡକୁ ଦୂର କରିବା ପାଇଁ ପୂର୍ବତଟ ରେଳପଥ ପକ୍ଷରୁ ହୋଲି ଉତ୍ସବ ସମୟରେ ସ୍ୱତନ୍ତ୍ର ଟ୍ରେନ୍ ଚଳାଚଳ କରିବ। ପୂର୍ବତଟ ରେଳପଥ ପରିସୀମା ମଧ୍ୟରୁ ତିନି ଯୋଡି ହୋଲି ସ୍ପେସିଆଲ୍ ଟ୍ରେନ୍ ଚେରଲାପାଲ୍ଲୀ (ହାଇଦ୍ରାବାଦ), କୋଲକାତା ଏବଂ ବେଙ୍ଗାଲୁରୁକୁ ଚଳାଚଳ କରାଇବା ପାଇଁ ଯୋଜନା କରାଯାଇଛି।ପୂର୍ବତଟ ରେଳପଥ ପରିସୀମା ମଧ୍ୟଦେଇ ପୂର୍ବରୁ ଚଳାଚଳ କରୁଥିବା କିଛି ସ୍ୱତନ୍ତ୍ର ଟ୍ରେନର […]
Read More Text.