ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ

ଭୁବନେଶ୍ୱର,୭।୩: ଭୁବନେଶ୍ୱର ଲୋୟର ପିଏମ୍‌ଜିରେ ପାଚିକା ସଂଘର ହାଣ୍ଡିଛାଡ ଆନ୍ଦୋଳନ। ରାଜ ରାସ୍ଥାରେ ନିଖିଳ ଓଡ଼ିଶା ମଧ୍ୟାହ୍ନ ଭୋଜନ ପାଚିକା ମହାସଂଘ ୧୦ ଦଫା ଦାବିରେ ବିକ୍ଷୋଭ କରିଛନ୍ତି। ଦୈନିକ ୪୫୨ ଟଙ୍କା ହିସାବରେ ମାସିକ ଦରମା ଦେବାକୁ ଦାବି କରିଛନ୍ତି। ଦାବି ପୁରାଣ ନ ହେଲେ ଆନ୍ଦୋଳନ ଚାଲୁ ରହିବ ବୋଲି ଚେତାବନୀ ଦେଇଛନ୍ତି। ମଧ୍ୟାହ୍ନ ଭୋଜନ, ଶିକ୍ଷା ବିକାଶ ଭଳି ଗୁରୁତ୍ବପୂର୍ଣ ଭିତ୍ତିଭୂମିରେ ଦୀର୍ଘ ବର୍ଷ କାର୍ଯ୍ୟକରି ପାଚିକା ମହାସଂଘ ଆସୁଛନ୍ତି । କିନ୍ତୁ […]

Read More Text.

ଭାଇରାଲ ହେଉଛି ବିଧାୟକଙ୍କ ନିଆଁ ଲିଭାଇବା ଫଟୋ

ଭୁବନେଶ୍ୱର,୭।୩: ବଡ଼ପଣ ଦେଖାଇଲେ ବଡ଼ଚଣା ବିଧାୟକ ଅମର ନାୟକ। ବିଭିନ୍ନ ସାମାଜିକ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଳମ୍ବିତ ରାତିରେ ସେ ଭୁବନେଶ୍ୱର ଫେରୁଥିବା ସମୟରେ ଚଣ୍ଡିଖୋଲ ନେଳିଆ ଛକରେ କାଳିଆ ଜଳଖିଆ ଦୋକାନରେ ସର୍ଟସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟିଥିବା ଦେଖିବାକୁ ପାଇଥିଲେ। ସେଠାରେ ବିଧାୟକ ତାଙ୍କ ଗାଡ଼ି ଅଟକାଇଥିଲେ। ପରେ ତାଙ୍କ ସୁରକ୍ଷାକର୍ମୀଙ୍କ ସହ ଭାଜପା ଦଳୀୟ କର୍ମୀ ସେଠାରେ ରହି ନିଆଁ ଲିଭାଇଥିଲେ। ବିଧାୟକ ଏକ ବାଉଁସରେ ନିଆଁକୁ ଲିଭାଉଥିବା ଫଟୋ ବର୍ତ୍ତମାନ ସୋସିଆଲ ମିଡିଆରେ […]

Read More Text.

ପ୍ରିୟଙ୍କା ଗାନ୍ଧୀଙ୍କୁ ଭେଟିଲେ ପିସିସି ସଭାପତି

ନୂଆଦିଲ୍ଲୀ/ ଭୁବନେଶ୍ୱର,୭।୩: କଂଗ୍ରେସ ମହା ସଚିବ ପ୍ରିୟଙ୍କା ଗାନ୍ଧୀଙ୍କୁ ଶୁକ୍ରବାର ଶନୂଆଦିଲ୍ଲୀ ସ୍ଥିତ ଇନ୍ଦିରା ଭବନରେ ପିସିସି ସଭାପତି ଭକ୍ତ ଚରଣ ଦାସ ସାକ୍ଷାତ କରିଛିନ୍ତି। ଏହି ସମୟରେ ରାଜ୍ୟରେ ମହିଳା ନିର୍ଯ୍ୟାତନା ସମ୍ପର୍କରେ ଆଲୋଚନା କରିଛନ୍ତି । ଅନ୍ୟପକ୍ଷେ ,୧୦ରୁ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବ କଂଗ୍ରେସ। ରାଜ୍ୟରେ ମହିଳାଙ୍କ ପ୍ରତି ଅତ୍ୟାଚାର ପ୍ରତିବାଦରେ ପ୍ରତିବାଦ କରାଯିବ। ଏନେଇ କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ ସୂଚନା ଦେଇଛନ୍ତି। ସବୁ ଜିଲାପାଳ ଏବଂ ଭୁବନେଶ୍ୱର ଏଡିଏମ୍‌ ଅଫିସ ଆଗରେ […]

Read More Text.

ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ପାଇଁ ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ: ମନ୍ତ୍ରୀ

ଭୁବନେଶ୍ବର: ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ନେଇ ଓଡ଼ିଶା ବିଧାନସଭାରେ ପ୍ରଶ୍ନ ଉଠାଇଲେ କଟକ ବିଧାୟିକା ସୋଫିଆ ଫିରଦୋସ କ୍ରୀଡ଼ା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇ କହିଛନ୍ତି ଯେ, ବାରବାଟୀ କ୍ରିକେଟ ଷ୍ଟାଡିୟମର ନବୀକରଣ ପାଇଁ ସରକାରଙ୍କ କୌଣସି ପ୍ରସ୍ତାବ ନାହିଁ। କଟକର ଐତିହାସିକ ଷ୍ଟାଡିୟମର ନବୀକରଣ ପାଇଁ ସରକାରଙ୍କ ଯୋଜନା ବିଷୟରେ ଜାଣିବା ପାଇଁ କଟକ ବିଧାୟିକା ସୋଫିଆ ଫିରଦୋସ ବିଧାନସଭାରେ ଏକ ପ୍ରଶ୍ନ ଉଠାଇଥିଲେ। ସୋଫିଆ ଏକ ଲିଖିତ ପ୍ରଶ୍ନରେ ପଚାରିଥିଲେ, କ୍ରୀଡା […]

Read More Text.

ପୁଲିସ ବିଭାଗର ଆଧୁନିକୀକରଣ ଓ ସଂସ୍କାର ପାଇଁ ଆମ ସରକାର ପ୍ରତିଶ୍ରୁତିବଦ୍ଧ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:: ପୁଲିସ ଚାକିରିରେ ନିଜର ବ୍ୟକ୍ତିଗତ ଜୀବନରେ ଅନେକ ତ୍ୟାଗ ଦେବାକୁ ପଡିଥାଏ । ସାଧାରଣତ ଗରିବ, ମହିଳା ଏବଂ ପିଲାମାନଙ୍କର ସୁରକ୍ଷା ପୁଲିସ ଉପରେ ନିର୍ଭର କରେ। ୟୁନିଫର୍ମ ସର୍ଭିସ୍‌କୁ ଗର୍ବ ଏବଂ ଜନସାଧାରଣଙ୍କ ସେବାର ଏକ ମାଧ୍ୟମ ଭାବେ ଗ୍ରହଣ କରିବାକୁ ଆପଣମାନଙ୍କୁ ସଦା ସର୍ବଦା ପ୍ରସ୍ତୁତ ହେବାକୁ ପଡିବ ଓ ସାଧାରଣ ଲୋକମାନଙ୍କର ବିଶ୍ଵାସ ଭାଜନ ହେବାକୁ ପଡିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଭୁବନେଶ୍ୱର ସ୍ଥିତ ବିଜୁ ପଟ୍ଟନାୟକ […]

Read More Text.

ବିଜୁ ପଟ୍ଟନାୟକଙ୍କୁ ବିଜେଡି ନିଜର ପେଟେଣ୍ଟ ବୋଲି ବିଚାର କରୁଛି: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ବର: ଶୁକ୍ରବାର ଦିନ ବିଧାନସଭାର ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନ ଆରମ୍ଭ ହେବା ମାତ୍ରେ ବିରୋଧୀ ଦଳ ସଦସ୍ୟମାନେ ହୋହଲ୍ଲା କରିବାରୁ ଓଡ଼ିଶା ବିଧାନସଭା ଅଚଳ ହୋଇପଡ଼ିଥିଲା। ବିଜୁ ଜନତା ଦଳର ବିଧାୟକମାନେ ପଞ୍ଚାୟତିରାଜ ଦିବସ ପାଳନକୁ ବିଜୁ ପଟ୍ଟନାୟକଙ୍କ ଜନ୍ମବାର୍ଷିକୀ ମାର୍ଚ୍ଚ ୫ ରୁ ଏପ୍ରିଲ ୨୪କୁ ସ୍ଥାନାନ୍ତର କରିବା ନେଇ ପ୍ରବଳ ହଟ୍ଟଗୋଳ କରିଥିଲେ। ବିଜୁ ପଟ୍ଟନାୟକଙ୍କ ପ୍ରତି ଅସମ୍ମାନ ଯୋଗୁ ଓଡ଼ିଶାର ଲୋକମାନେ ଅସନ୍ତୁଷ୍ଟ ବୋଲି ପ୍ରକାଶ କରି, ବିଜେଡି ବିଧାୟକ ଅରୁଣ […]

Read More Text.

ବାଇଡେନଙ୍କ ପାଇଁ ଫସିଛନ୍ତି ସୁନୀତା: ଏଲନ ମସ୍କ

ୱାସିଂଟନ ଡିସି: ମହାକାଶରୁ ସୁନୀତା ୱିଲିୟମସଙ୍କ ଫେରିବା ପଛରେ ବିଳମ୍ବକୁ ନେଇ ଏଲନ ମସ୍କଙ୍କ ବଡ଼ ବୟାନ । କହିଲେ ମହାକାଶଚାରୀଙ୍କ ଫେରିବାରେ ବିଳମ୍ବ ପଛରେ ପୂର୍ବ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଭୁଲ୍‌ ଥିଲା । ଦୁଇ ନାସା ମହାକାଶଚାରୀଙ୍କୁ ଫେରାଇ ଆଣିବା ପାଇଁ ଦିଆଯାଇଥିବା ପ୍ରସ୍ତାବକୁ ପ୍ରତ୍ୟାଖାନ କରିଥିଲା ନାସା । ରାଜନୈତିକ କାରଣ ଯୋଗୁ ସୁନୀତା ଏବଂ ତାଙ୍କ ସହଯୋଗୀ ଇଣ୍ଟରନ୍ୟାସନାଲ ସ୍ଫେଶ ଷ୍ଟେସନରେ ଫଶି ରହିଛନ୍ତି । ଗତବର୍ଷ ଜୁନ ମାସରେ ଇଣ୍ଟରନ୍ୟାସନାଲ […]

Read More Text.

ଇ-ମେଲ ଠାରୁ ସୋସିଆଲ୍ ମିଡିଆ ଆକାଉଣ୍ଟ, ସବୁ ଯାଞ୍ଚ କରିପାରିବ ଆୟକର ବିଭାଗ

ନୂଆଦିଲ୍ଲୀ: ୨୦୨୬ ମସିହା ଏପ୍ରିଲ ୧ ତାରିଖରୁ ଆୟକର ଅଧିକାରୀମାନେ ଯେକୌଣସି ବ୍ୟକ୍ତିଙ୍କ ସୋସିଆଲ ମିଡିଆ ଆକାଉଣ୍ଟ, ବ୍ୟକ୍ତିଗତ ଇମେଲ୍, ବ୍ୟାଙ୍କ, ଅନଲାଇନ୍ ନିବେଶ, ବିଜନେସ୍ ଆକାଉଣ୍ଟକୁ ଯାଞ୍ଚ କରିବା ସହିତ ଏହାର ତଦନ୍ତ କରିପାରିବେ। ମିଳିଥିବା ସୂଚନା ଅନୁସାରେ, ଯଦି କୌଣସି କର୍ତ୍ତୃପକ୍ଷ ସନ୍ଦେହ କରନ୍ତି ଯେ, କୌଣସି ବ୍ୟକ୍ତି ଆୟକର ଫାଙ୍କି ଦେଇଛନ୍ତି ଏବଂ ସେହି ବ୍ୟକ୍ତିଙ୍କ ପାଖରେ କୌଣସି ଅଘୋଷିତ ଆୟ, ଟଙ୍କା, ସୁନା, ଅଳଙ୍କାର କିମ୍ବା ମୂଲ୍ୟବାନ ଜିନିଷ କିମ୍ବା ସମ୍ପତ୍ତି […]

Read More Text.

ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଲଣ୍ଡନରେ ଆକ୍ରମଣ ଉଦ୍ୟମ

ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଲଣ୍ଡନ ଗସ୍ତରେ ରହିଛନ୍ତି । ଲଣ୍ଡନରେ ଚଥାମ ହାଉସ ଥିଙ୍କ ଟ୍ୟାଙ୍କରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଆଉ କାର୍ଯ୍ୟକ୍ରମ ସ୍ଥଳକୁ ଯାଉଥିବା ବେଳେ ଖଲିସ୍ତାନୀ ଆତଙ୍କବାଦୀମାନେ ଜୟଶଙ୍କରଙ୍କ କାରକୁ ଅଟକାଇ ଆକ୍ରମଣ କରିବା ସହିତ ଗାଡ଼ି ସାମ୍ନାରେ ଭାରତୀୟ ପତାକାକୁ ଚିରି ଦେଇଥିଲେ । ଏହା ସହିତ ବହୁ ଖଲିସ୍ତାନୀ ଆତଙ୍କୀ ରାସ୍ତାପାର୍ଶ୍ବରେ ବିରୋଧ ପ୍ରଦର୍ଶନ କରିଥିଲେ । ଯାହାର ଭିଡିଓ ଭାଇରଲ ହେଉଛି । ଜୟଶଙ୍କରଙ୍କୁ […]

Read More Text.

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ

କଟକ : ଓଡିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ହରିଶ ଟଣ୍ଡନ। ଜଷ୍ଟିସ ଟଣ୍ଡନଙ୍କୁ ମୁଖ୍ୟ ବିଚାରପତି ନିଯୁକ୍ତି ପାଇଁ ସୁପ୍ରିମକୋର୍ଟଙ୍କ କଲେଜିୟମ କେନ୍ଦ୍ର ସରକାରଙ୍କୁ ସୁପାରିଶ କରିଛନ୍ତି । ଏବେ କଲିକତା ହାଇକୋର୍ଟରେ ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ ଟଣ୍ଡନ । ଜାନୁଆରୀ ୧୯ ରୁ ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଅଵସର ନେବା ପରେ ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ପଦବୀ ଖାଲି ରହିଛି । ସେବେଠାରୁ ଜଷ୍ଟିସ ଅରିନ୍ଦମ ସିହ୍ନା କାର୍ଯ୍ୟକାରୀ […]

Read More Text.