ଆସନ୍ତାକାଲି ମହିଳାମାନେ ଘରେ ଜାଳନ୍ତୁ ସୁଭଦ୍ରା ଦୀପ: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଆସିଲା ସୁଭଦ୍ରାର ପଞ୍ଚମ କିସ୍ତି ଟଙ୍କା । ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ପାଇଲେ ହିତାଧିକାରୀ । ଏହାସହିତ ଆଜି ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ଛୁଇଁଲା ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ । ଏଥିସହ ମହିଳାଙ୍କୁ ସଶକ୍ତ କରିବା ପାଇଁ ଏବଂ ସଶକ୍ତ ଓଡ଼ିଶା ଗଠନ ପାଇଁ ବହୁ ଲକ୍ଷପତି ଦିଦି ସୃଷ୍ଟି କରାଯିବ । ପ୍ରତି ଗାଁରେ ୫ ଜଣ ଲେଖାଏଁ ଲକ୍ଷପତି ଦିଦି ସୃଷ୍ଟି କରିବା ଲକ୍ଷ୍ୟ ରଖିଛୁ ବୋଲି କହିଛନ୍ତି […]

Read More Text.

ପୁଣି ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା

ଭୁବନେଶ୍ବର: ପୁଣି ମହିଳାଙ୍କ ଖାତାକୁ ଗଲା ସୁଭଦ୍ରାର ଆଉ ଏକ ପର୍ଯ୍ୟାୟ ଟଙ୍କା । ଆଜି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ କରି, ମହିଳାଙ୍କ ଖାତାକୁ ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ଡିବିଟି ମାଧ୍ୟମରେ ପଠାଇଛନ୍ତି ରାଜ୍ୟ ସରକାର । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା । ଏନେଇ ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ପଞ୍ଚମ ପର୍ଯ୍ୟାୟରେ ୨ ଲକ୍ଷ ୩୦ ହଜାରରୁ ଅଧିକ ମହିଳାଙ୍କ ଖାତାକୁ ୫୦୦୦ ଲେଖାଏଁ ଟଙ୍କା ଯାଇଛି । ଆଜିକୁ […]

Read More Text.

ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ । ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂଜା ଅର୍ଚ୍ଚନା ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରଥମେ ଗୋମାତାଙ୍କ ପ୍ରବେଶ ପରେ ଗୃହ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ଗାନ୍ଧି ମାର୍ଗ କ୍ବାର୍ଟରରେ ରହୁଥିବା ବେଳେ ଏବେ ନୂତନ ବାସଭବନକୁ ପ୍ରବେଶ କରିଛନ୍ତି ମୁଖ୍ୟମନ୍ତ୍ରୀ । ସୂଚନା ଅନୁସାରେ, ଭୁବନେଶ୍ବର ଏଜି ଅଫିସରୁ ରାଜଭବନ […]

Read More Text.

ଆସନ୍ତା ମେ’ ମାସରେ ବାହାରିବ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ବର: ଆଜି ଶେଷ ପରୀକ୍ଷା । ପରୀକ୍ଷା କେନ୍ଦ୍ରରେ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଆଜି ଶେଷ ପରୀକ୍ଷା ଦେଇଛନ୍ତି, ଲକ୍ଷ ଲକ୍ଷ ଛାତ୍ରଛାତ୍ରୀ । ଆଜି ପରୀକ୍ଷା ସରିବା ପରେ ଛାତ୍ର ଛାତ୍ରୀଙ୍କ ମୁଣ୍ଡରେ ବଡ ଚିନ୍ତା, କେବେ ବାହାରିବ ଫଳାଫଳ । ତେବେ ଏନେଇ ପରୀକ୍ଷା ସରୁ ସରୁ ବୋର୍ଡ ପକ୍ଷରୁ ସୂଚନା ଜାରି କରାଯାଇଛି । ଆସନ୍ତା ମେ’ ମାସରେ ମାଟ୍ରିକ୍ ରେଜଲ୍ଟ ବାହାରିବ । ବୋର୍ଡ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, […]

Read More Text.

ଅବଧିର 2ବର୍ଷ ପରେ ବି ପ୍ରଧାନମନ୍ତ୍ରୀ ସଡ଼କ କାମ ସରୁ ନାହିଁ , କଂଟ୍ରାକଟର ଏବଂ ପ୍ରଶାସନ ର ମଧୁଚନ୍ଦ୍ରିକା

ରାସ୍ତା ପାଇଁ ମାଣିକପୁର ପଂଚାୟତ ବାସୀ ଙ୍କ ଚିନ୍ତା, ଲିଖିତ ପ୍ରତିଶୃତି ପାଣି ର ଗାର  ବାରିପଦା: ବାମନଘାଟି ଉପଖଣ୍ଡ ବିଜାତଳା ବ୍ଲକର ବନପାହାଡ଼ ଘେରା ଅଧ୍ୟୁଷିତ ଅଞ୍ଚଳ ମାଣିକପୁର ପଂଚାୟତର ମାଣିକପୁର ଗାଁ ମୁଣ୍ଡରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ସମ୍ପୂର୍ଣ୍ଣ ଖରାପ l ଏହି ରାସ୍ତାଟି ପାଟପୁରଠାରୁ ବିଶୋଇ ପଂଚାୟତ ସମିତି ସୀମା ଭାୟା ବଳରାମପୁର, ପାଉଁଶିଆ, ବାନ୍ଧଗାଁ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ରେ କାମ ହେବା କଥା l କାର୍ଯ୍ୟ ସରିବା […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଜୈବପ୍ରଯୁକ୍ତି ବିଭାଗର ବକ୍ତୃତା କର୍ମଶାଳା

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ “ଜୈବପ୍ରଯୁକ୍ତିବିଦ୍ୟା: ଧାରଣକ୍ଷମ ବିକାଶ ପାଇଁ ଜୈବ ବିବିଧତା ଉପରେ ପ୍ରଭାବ” ବିଷୟ ଉପରେ ବିଜ୍ଞାନ ଏକାଡେମୀର ବକ୍ତୃତା କର୍ମଶାଳାର ଉଦଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଜୈବପ୍ରଯୁକ୍ତି ବିଭାଗ ଦ୍ୱାରା ଆୟୋଜିତ ଏହି କର୍ମଶାଳା ବାଙ୍ଗାଲୋରସ୍ଥିତ ଭାରତୀୟ ବିଜ୍ଞାନ ଏକାଡେମୀ, ନୂଆଦିଲ୍ଲୀସ୍ଥିତ ଭାରତୀୟ ଜାତୀୟ ବିଜ୍ଞାନ ଏକାଡେମୀ ଏବଂ ଆଲ୍ଲାହାବାଦସ୍ଥିତ ଜାତୀୟ ବିଜ୍ଞାନ ଏକାଡେମୀ ଦ୍ୱାରା ପ୍ରାୟୋଜିତ ହୋଇଥିଲା । ଉଦ୍‌ଘାଟନୀ ସମାରୋହରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ […]

Read More Text.

ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟରେ ଜାତୀୟ କର୍ମଶାଳା ଉଦଯାପିତ

ବାରିପଦା : ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ବବିଦ୍ୟାଳୟର ଶିକ୍ଷା ବିଭାଗ ଓ ସମନ୍ବିତ ସ୍ନାତକୋତ୍ତର ଶିକ୍ଷକ ଶିକ୍ଷା ବିଭାଗର ମିଳିତ ଆନୁକୂଲ୍ୟର ଅନୁଷ୍ଠିତ ‘ଶୈକ୍ଷିକ ଗବେଷଣା ବ୍ୟବସ୍ଥା ଶାସ୍ତ୍ର’ ଶୀର୍ଷକ ପଞ୍ଚ ଦିବସୀୟ ଜାତୀୟ କର୍ମଶାଳା ଉଦ‌ଯାପିତ ହୋଇଯାଇଛି । ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ସନ୍ତୋଷ କୁମାର ତ୍ରିପାଠୀଙ୍କ ମାର୍ଗଦର୍ଶନରେ ଆୟୋଜିତ ଏବଂ କର୍ମଶାଳାର ଆବାହିକା ପ୍ରଫେସର ମିନତି ମଲ୍ଲିକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ସମାରୋହରେ ମୁଖ୍ୟଅତିଥି ଭାବେ ଫକୀରମୋହନ ବିଶ୍ଵବିଦ୍ୟାଳୟର ଶିକ୍ଷା ବିଭାଗର ମୁଖ୍ୟ ପ୍ରଫେସର […]

Read More Text.

କୁଆଁସମଢିଆ ବିଦ୍ୟାଳୟ ବାର୍ଷିକ ଉତ୍ସବ

ଆଗରପଡ଼ା :ବନ୍ତ ଶିକ୍ଷାଧିକାରୀଙ୍କ ଅଧିନସ୍ଥ ତଥା ନରାଜପୁର କ୍ଲଷ୍ଟର ଅନ୍ତର୍ଗତ ସରକାରୀ ପ୍ରକଳ୍ପ ଉ.ପ୍ରା ବିଦ୍ୟାଳୟ କୁଆଁସମଢିଆର ବାର୍ଷିକ ଉତ୍ସବ ଓ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାକୁ ବିଧାୟକ ସଂଜୀବ ମଲ୍ଲିକ ଉଦ୍‌ଘାଟନ କରିଥିବା ବେଳେ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ରାଜଲକ୍ଷ୍ମୀ ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ମୁଖ୍ୟ ଅତିଥିଭାବେ ଜିଲ୍ଲା ପରିସଦ ସଭାପତି ପ୍ରଫୁଲ୍ଲ ଜେନା, ମୁଖ୍ୟ ବକ୍ତା ଆଗରପଡ଼ା ଥାନା ଅଧିକାରୀ ଶ୍ରୀକାନ୍ତ ପତି, ସମ୍ମାନୀତ ଅତିଥି […]

Read More Text.

ଆଗରପଡାରେ ଜୋନ ସ୍ତରୀୟ ସୁଭଦ୍ରା ସଭା

ଆଗରପଡ଼ା :ଆଗରପଡା ସ୍ଥିତ ଇଲେଭେନ୍ ଷ୍ଟାର କ୍ଲବ ପରିସରରେ ଗୁରବାର ମହିଳା ମାନଙ୍କୁ ନେଇ ପଥପ୍ରାନ୍ତ ସଭା ଅନୁଷ୍ଠିତ ହୋଇଯାଇଛି । ସାମାଜିକ କର୍ମୀ ଗୋପାଳ କୃଷ୍ଣ ଦାଶଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ସଚେତନତା ସଭାରେ ସମନ୍ୱିତ ଶିଶୁ ବିକାଶ କାର୍ଯ୍ୟାଳୟ ସୁପରଭାଇଜର ପ୍ରିୟଙ୍କା ସିଂ ଅଧ୍ୟକ୍ଷତା କରିଥିଲେ । ଏଥିରେ ବ୍ଲକ ଅଧ୍ୟକ୍ଷ ମନୋରଞ୍ଜନ ଘଡ଼େଇ ଯୋଗଦେଇ ନୂତନ ସରକାର ମହିଳାମାନଙ୍କ ବିକାଶ ପାଇଁ ବିଭିନ୍ନ ଯୋଜନାମାନ ଆରମ୍ଭ କରିଛନ୍ତି ସେଥିମଧ୍ୟରୁ ସୁଭଦ୍ରା ଯୋଜନା ମହିଳାଙ୍କୁ ନୂତନ […]

Read More Text.

ଗିରିଧାରୀ ସରକାରୀ ଉ.ପ୍ରା ବିଦ୍ୟାଳୟର ବାର୍ଷିକ ଉତ୍ସବ

ଆଗରପଡ଼ା :ବନ୍ତ ବ୍ଳକ ଅଧିନ ବାଙ୍ଗୋରପଦୀର ଗିରିଧାରୀ ଉ.ପ୍ରା ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ସଭା ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟ ସଭାପତି ସଂଜୀବ ସାହୁଙ୍କ ସଭାପତିତ୍ୱରେ ଓ ଶିକ୍ଷକ ସୁଧିର କୁମାର ବାରିକଙ୍କ ପୈାରହିତ୍ୟ ରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅତିଥିଭାବେ ବ୍ଳକ ଶିକ୍ଷା ସଂଯୋଜକ ହରେକୃଷ୍ଣ ଆପଟ, ଅତିରିକ୍ତ ଶିକ୍ଷାଧିକାରୀ ପ୍ରମୋଦ କୁମାର ପଣ୍ଡା,ବନ୍ତ କଲେଜର ପ୍ରାକ୍ତନ ଅଧ୍ୟକ୍ଷ ଡ଼ ସୁଭେନ୍ଦୁ କୁମାର ମିଶ୍ର,ଜାତୀୟ ପୁରସ୍କୃତ ଶିକ୍ଷକ ଅଜୟ କୁମାର ପୃଷ୍ଟି,ଶିକ୍ଷାବିତ୍ ଜଗନ୍ନାଥ […]

Read More Text.