ଶାରିରୀକ ପରୀକ୍ଷା ବେଳେ ଚାଲିଗଲା ଦୁଇ ଜୀବନ, ୪ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର/ସୁନ୍ଦରଗଡ଼: ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍ ଷ୍ଟକ ଇନ୍ସ୍ପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରିରୀକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡ଼ର ପ୍ରବୀଣ କୁମାର ପଣ୍ଡାଙ୍କ ଦେହାନ୍ତ ହୋଇଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ସେମାନଙ୍କ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି। ଏହା ସହିତ ମୁଖ୍ୟମନ୍ତ୍ରୀ ଏହି ଦୁଇ ମୃତକଙ୍କ ପରିବାରର ନିକଟତମ ଆତ୍ମୀୟଙ୍କ ପାଇଁ ୪ […]
Read More Text.