ଉନ୍ନୟନମୂଳକ କାର୍ଯ୍ୟରେ ସମସ୍ୟା, ବିଭାଗୀୟ ଅଧିକାରୀଙ୍କ ଅଣଦେଖାକୁ ନେଇ ଚର୍ଚ୍ଚା

ଆଗରପଡ଼ା :ପଂଚାୟତର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟରେ ବନ୍ତ ତହସିଲଦାରଙ୍କ ଅଣଦେଖା ତାଙ୍କ କାର୍ଯ୍ୟପନ୍ଥା ଉପରେ ଅଙ୍ଗୁଳନିର୍ଦ୍ଦେଶ କରୁଛି । ଏହିପରି ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ବନ୍ତ ବ୍ଳକ ବଡ଼ହାଟ ତ୍ରିଲୋଚନପୁର(ବିଟିପୁର)ପଂଚାୟତରେ । ଗତ ଜୁଲାଇ ମାସରେ ବିଟିପୁର ସରପଂଚ ଓ ପଂଚାୟତବାସୀ ପଂଚାୟତର ଉନ୍ନୟନ ମୂଳକ କାର୍ଯ୍ୟ ପାଇଁ ସରକାରୀ ଜାଗାର ଆବଶ୍ୟକତା ଥିବାରୁ ଉକ୍ତ ଆବଶ୍ୟକତାକୁ ପୂରଣ ନିମନ୍ତେ ପତ୍ର ମାଧ୍ୟମରେ ସ୍ଥାନୀୟ ବିଧାୟକ ସଂଜୀବ ମଲ୍ଲିକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ୭ଟି […]

Read More Text.

ନିଆଁ ଗିଳିଦେଲା ୨ବଖରା

ଆଗରପଡ଼ା :ବନ୍ତ ବ୍ଳକ ପଧାନପଡ଼ା ପଂଚାୟତ ଅନ୍ତର୍ଗତ ପଧାନପଡ଼ା ଗ୍ରାମର ରବୀନ୍ଦ୍ର ସାହୁଙ୍କ ସ୍ତ୍ରୀ ପାଂଚାଳୀ ରୋଷେଇ କରୁଥିବା ସମୟରେ ଚୁଲିରୁ ନିଆଁ ଲାଗି ୨ବଖରା ଘର ସହ ଧାନ,ଚାଉଳ, ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି । ଅଗ୍ନିକାଣ୍ଡ ଦେଖି ଗ୍ରାମବାସୀ ନିଆଁ ଲିଭାଇବାକୁ ଉଦ୍ୟମ ଜାରି ରଖିଥିବା ବେଳେ ଖବର ପାଇ ଆଗରପଡ଼ା ଦମକଳ ବାହିନୀ ଘଟଣା ସ୍ଥଳରେ ପହଞ୍ଚଚି ନିଆଁକୁ ଆୟତ୍ତ କରିଥିଲେ ସୁଦ୍ଧା ସବୁ କିଛି ଜଳି ପୋଡ଼ି ପାଉଁଶ ହୋଇଯାଇଥିଲା । […]

Read More Text.

ବ୍ରିଜ୍ ଉପରେ ବାଇକ୍ ଜଳିଗଲା

ଆଗରପଡ଼ା:ଗତ ରବିବାର ସନ୍ଧ୍ୟାରେ କୌଣସି କାରଣବଶତଃ ଏକ ବାଇକ୍ ଚଳନ୍ତା ଅବସ୍ଥାରେ ଜଳି ଯାଇଛି । କାନପୁର ଗ୍ରାମର ଜନୈକ ବ୍ୟକ୍ତି ନିଜ ଡିସକଭର ବାଇକ୍ ଚଳାଇ କୁପାରୀ ଆଡ଼କୁ ଯାଉଥିଲେ ।ଆଗରପଡ଼ାସ୍ଥିତ କାଣ୍ଡବା ସାଳନ୍ଦୀ ନଦୀ ବ୍ରିଜ୍ ଉପରେ କୌଣସି ଯାନ୍ତ୍ରିକ ତୃଟିରୁ ହଠାତ୍ ଇଞ୍ଜିନ୍ ରୁ ଧୂଆଁ ବାହାରିଥିଲା ।ଏହାକୁ ଦେଖି ଭୟଭୀତ ହୋଇ ଚାଳକ ବାଇକ୍ ଛାଡ଼ି ଡେଇଁ ପଡ଼ିଥିଲେ । ତାପରେ ଆଖିପିଛୁଳାକେ ବାଇକ୍ ହୁତହୁତ ହୋଇ ଜଳିବାକୁ ଆରମ୍ଭ କରିଥିଲା […]

Read More Text.

ଓଡିଶା ରକ୍ତଦାତା ମହାସଂଘର ଦାବି, ରକ୍ତ କୋଷିକା ଉପାଦାନ ସଂଗ୍ରହ ଉପରେ ଦିଆଯାଉ ଗୁରୁତ୍ବ

ଭୁବନେଶ୍ବର ୩|୩: ଗୋଟିଏ ରକ୍ତ ଦାନ ତିନି ଜଣଙ୍କ ଜୀବନ ବଞ୍ଚେଇ ପାରେ ଯାହାକି ରକ୍ତ କୋଷିକା ଉପାଦାନ ସଂଗ୍ରହ ଦ୍ଵାରା ସମ୍ଭବ ହୋଇପାରୁଛି। ତେବେ ରାଜ୍ୟ ର ରାଜଧାନୀ ର ପ୍ରମୁଖ ସରକାରୀ ଡାକ୍ତରଖାନା ଏବଂ ମେଡିକାଲ କଲେଜ ରେ ଅବସ୍ଥିତ କ୍ୟାପିଟାଲ ରକ୍ତ କେନ୍ଦ୍ର ରେ ଏହି ସୁବିଧାରୁ ଅନେକ ଲୋକ ବଞ୍ଚିତ ହେଉଛନ୍ତି କାହିଁକି ? ଆବଶ୍ୟକତା ସମୟରେ ରକ୍ତ ଯୋଗାଡ଼ କରିବାରେ ଏବେ ବି ଓଡ଼ିଶା ସ୍ଵୟଂ ସମ୍ପୂର୍ଣ୍ଣ ହୋଇପାରୁ ନାହିଁ […]

Read More Text.

ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଟାଟୁ ବିବାଦ: ଦୋକାନୀ ଓ ଚିତ୍ରକର ଗିରଫ

ଭୁବନେଶ୍ୱର: ଜଣେ ବିଦେଶିନୀଙ୍କ ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ ଆଙ୍କିବା ଘଟଣାରେ କମିସନରେଟ ପୁଲିସ ଆଜି ୨ ଜଣଙ୍କୁ ଗିରଫ କରିଛି। ଗିରଫ ହୋଇଥିବା ଦୁଇ ଜଣଙ୍କ ମଧ୍ୟରୁ ଜଣେ ସମ୍ପୃକ୍ତ ଟାଟୁ ଦୋକାନର ମାଲିକ ହୋଇଥିବା ବେଳେ ଅନ୍ୟ ଜଣେ ହେଉଛନ୍ତି ଟାଟୁ ଆଙ୍କୁଥିବା ବ୍ୟକ୍ତି। ଗିରଫ ଦୁଇ ଜଣ ହେଉଛନ୍ତି ରକି ଟାଟୁର ମାଲିକ ରକି ରଂଜନ ବିଶୋଇ ଓ ଅଶ୍ୱିନୀ କୁମାର ପ୍ରଧାନ। ସୂଚନା ଅନୁଯାୟୀ, ଗତକାଲି ସୁବ୍ରତ କୁମାର ମହାନ୍ତି ନାମକ ଜଣେ ବ୍ୟକ୍ତି […]

Read More Text.

IIT ବାବା ଅଭୟ ସିଂଙ୍କୁ ହୋଟେଲରୁ ଉଠାଇନେଲା ପୋଲିସ, ପାଖରୁ ଗଂଜେଇ ଜବତ

ପ୍ରୟାଗରାଜରେ ହୋଇଥିବା ମହାକୁମ୍ଭ ମେଳାରେ ବେଶ ଚର୍ଚ୍ଚାକୁ ଆସିଥିଲେ ଆଇଆଇଟି ବାବା ଅଭୟ ସିଂ । ଏବେ ଆଇଆଇଟି ବାବାଙ୍କୁ ଅଟକ ରଖିଛି ଜୟପୁର ପୋଲିସ । ସେ ସୋସିଆଲ ମିଡିଆରେ ଜୀବନ ହାରିବାକୁ ଧମକ ଦେଇଥିଲେ । ଏହାପରେ ସେ ରହୁଥିବା ହୋଟେଲକୁ ଯାଇ ବାବାଙ୍କୁ ଅଟକ ରଖିଛି ପୋଲିସ । ବାବାଙ୍କ ନିକଟରେ ଗଂଜେଇ ମଧ୍ୟ ମିଳିଛି । ତାଙ୍କ ବିରୋଧରେ ଏନଡିପିଏସ ଆକ୍ଟ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯିବ । ଜୟପୁର ପୋଲିସ ଏବେ […]

Read More Text.

ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ: ୮୪ ପ୍ରତିଶତ ଅଭିଯୋଗର ସମାଧାନ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫ସ୍ଥିତ ନିଜ ଅଭିଯୋଗ ପ୍ରକୋଷ୍ଠରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିଛନ୍ତି। ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବ୍ରୁଆରି ୨୮ତାରିଖ ପୂର୍ବାହ୍‌ଣ ୧୧ଟାରୁ ଆରମ୍ଭ ହୋଇଥିଲା। ଆଜି ୪ ଜଣଙ୍କୁ ତତ୍‌କାଳ ଆର୍ଥିକ ସହାୟତା ଦିଆଯାଇଛି । ଲୋକଙ୍କ ସମସ୍ୟାର ସମାଧାନ ପାଇଁ ତ୍ୱରିତ ପଦକ୍ଷେପ ଗ୍ରହଣ କରାଯାଉଛି । ଦିନେ ଦୁଇଦିନ ଭିତରେ ‘ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି’ରୁ ସେମାନଙ୍କୁ ଟଙ୍କା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ସୂଚନା […]

Read More Text.

ଚମୋଲି ହିମସ୍ଖଳନ : ବଞ୍ଚିଲା ୪୬ ଜୀବନ, ସମସ୍ତ ଉଦ୍ଧାରକାରୀ ଦଳକୁ ପ୍ରଶଂସା କଲେ ମୁଖ୍ୟମନ୍ତ୍ରୀ ଧାମି

ଉତ୍ତରାଖଣ୍ଡ ଚମୋଲିର ମାଣାରେ ୩ ଦିନ ପୂର୍ବରୁ ହୋଇଥିବା ହିମସ୍ଖଳନର ଉଦ୍ଧାର କାର୍ଯ୍ୟ ଶେଷ ହୋଇଛି । ୩ ଦିନ ଧରି ଚାଲିଥିବା ଉଦ୍ଧାର କାର୍ଯ୍ୟ ଆଜି ଶେଷ ହୋଇଛି । ହିମଖଣ୍ଡ ତଳୁ ୪୬ ଜଣଙ୍କୁ ମିଳିଲା ନୂଆ ଜୀବନ । ଉତ୍ତରାଖଣ୍ଡ ବଦ୍ରିନାଥ ହିମସ୍ଖଳନରେ ଫସିଥିବା ୫୪ ଶ୍ରମିକଙ୍କ ମଧ୍ୟରୁ ୮ ଜଣଙ୍କ ମୃତ୍ୟୁ ଘଟିଛି । ଆହତ ଶ୍ରମିକଙ୍କୁ ଅଧିକ ଚିକିତ୍ସା ପାଇଁ ଯୋଶୀମଠରେ ଥିବା ଆର୍ମୀ ହସ୍ପିଟାଲକୁ ଏୟାରଲିଫ୍ଟ କରାଯାଇଛି । […]

Read More Text.

ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ

ଭୁବନେଶ୍ବର: ରାଜ୍ୟରେ ଏପ୍ରିଲରୁ ଆରମ୍ଭ ହେବ ପାର୍ଟ ପ୍ଲଟ ପଞ୍ଜୀକରଣ । ଏନେଇ ରାଜସ୍ବ ବିଭାଗକୁ ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ଦେଇଛି । ମାର୍ଚ୍ଚ ସୁଦ୍ଧା ବିଚାର ବିମର୍ଷ କରି ଏହାକୁ ଏପ୍ରିଲରୁ କାର୍ଯ୍ୟକାରୀ କରାଯିବ । ଏନେଇ ନିଷ୍ପତ୍ତି ହୋଇଥିବା ନେଇ ସୂଚନା ଦେଇଛନ୍ତି, ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ । ଏନେଇ ମନ୍ତ୍ରୀ କହିଛନ୍ତି, ପାର୍ଟ ପ୍ଲଟ୍ ବିକ୍ରି ସମସ୍ୟା ଯୋଗୁଁ ରାଜସ୍ବ ହାନି ହେଉଛି । ଏଥିପାଇଁ କିପରି ପାର୍ଟ ବିକ୍ରି […]

Read More Text.

ନିର୍ମାଣାଧୀନ ଘରର ସ୍ଲାବ ଭୁଶୁଡି ଦୁଇ ଶ୍ରମିକଙ୍କ ମୃତ୍ୟୁ

ଭଞ୍ଜନଗର : ନିର୍ମାଣାଧୀନ ଘରର ସ୍ଲାବ ଭୁଶୁଡି ଦୁଇ ଶ୍ରମିକଙ୍କ ମୃତ୍ୟୁ । ଗଂଜାମ ଜିଲ୍ଲା ଆସିକା ଥାନା କର୍ପୁର ନୁଆଁ ଗାଁରେ ଘଟିଛି ଏଭଳି ଘଟଣା । ଘଟଣାସ୍ଥଳରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଅନ୍ୟ ଜଣେ ଶ୍ରମିକ । ଘରର ଛାତ ପଡ଼ିଥିବା ବେଳେ, ତାହାର ସ୍ଲାବ ଖୋଲିବା ସମୟରେ, ସ୍ଲାବ ଖସିପଡିବାରୁ ଦୁଇ ଜଣ ଶ୍ରମିକ ଗୁରୁତର ହୋଇଥିଲେ । ସେମାନଙ୍କୁ ଆସିକା ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଡ଼ାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି ।

Read More Text.