ହେଡ୍ କୋଚ୍ ପଦରୁ ହଟିଲେ ଅଲମ୍ପିଆନ ସ୍ବିମର

ଭୁବନେଶ୍ୱର: କଳିଙ୍ଗ ଷ୍ଟାଡିୟମରେ ଥିବା ହାଇ ପରଫର୍ମାନ୍ସ ସନ୍ତରଣ କେନ୍ଦ୍ରର ଅନ୍ତେବାସୀଙ୍କୁ ଶାରୀରିକ ଏବଂ ମାନସିକ ନିର୍ଯାତନା ଦିଆଯାଉଥିବା ଅଭିଯୋଗ ହୋଇଥିଲା। ଯାହାର ତଦନ୍ତ ପାଇଁ ଓଡ଼ିଶା ସରକାର ଏକ ତଦନ୍ତ କମିଟି ଗଠନ କରିଛନ୍ତି। କ୍ରୀଡ଼ା ଏବଂ ଯୁବ ସେବା ବିଭାଗ ପକ୍ଷରୁ ଏକ ବିବୃତ୍ତିରେ କୁହାଯାଇଛି ଯେ ଅଶୋକ କୁମାର ପଣ୍ଡା (ଅତିରିକ୍ତ ସଚିବ), ଅମିତ କୁମାର ନାୟକ (ଉପସଚିବ), ସୋନାଲି ଚାନ୍ଦ (ଓଏସଡି) ଏବଂ ରୂପାନ୍ୱିତା ପଣ୍ଡା (ଅଣ୍ଡର ସେକ୍ରେଟାରୀ)ଙ୍କୁ ନେଇ ଗଠିତ […]

Read More Text.

ହତ୍ୟା ପରେ ଯୁବକଙ୍କୁ ରାସ୍ତାରେ ଫିଙ୍ଗି ଦେଇଗଲେ ଦୁର୍ବୃତ୍ତ

ମୋହନା : କୋହ ସମ୍ଭାଳି ହେଉନି କି ଆଖିର ଲୁହ ବୋଲମାନୁନି । କାନ୍ଦ ବୋବାଳିରେ ଫାଟିପଡୁଛି ଗାଁ ଦାଣ୍ଡ । ଧର୍ଯ୍ୟହରା ପରିବାର ଲୋକେ । ତୁହାକୁ ତୁହା ଚେତାବୁଡି ଯାଉଛି ମହିଳାମାନଙ୍କର । ଏପଟେ ରାସ୍ତାଟା ସାରା ଜମିଛି ଭିଡ । ଏଡେ ବଡ ଭେଣ୍ଡିଆ ପୁଅକୁ କିଏ ଏମିତି ବିଭତ୍ସ ଭାବେ ମାରି ଶୁଆଇ ଦେଲା? ସମସ୍ତଙ୍କ ମନରେ ଏଇ ଗୋଟିଏ ପ୍ରଶ୍ନ । ଏତେ ବଡ ଦୁଃଖ ଦେଲା ଦଇବ ଯାହା ସହିବା […]

Read More Text.

ମୃତ୍ୟୁ ପରେ ବି ଅମର କୁନି ପୁଅ ଜନ୍ମେଶ

ଭୁବନେଶ୍ଵର: ଛୋଟିଆ ଜୀବନ ଦେଇଗଲା ମହାନତାର ଉଦାହରଣ । ମୃତ୍ୟୁ ପରେ ବି ଅମର ହୋଇଗଲା କୁନି ପୁଅ ଜନ୍ମେଶ । କିଡନୀ, ଲିଭର ଦାନ କରି ଅନ୍ୟ ୨ ଜଣଙ୍କ ଜୀବନ ବଞ୍ଚାଇ ଅମର ହୋଇଗଲା ଭୁବନେଶ୍ଵରର ଜନ୍ମେଶ ଲେଙ୍କା । ଶିଶୁଟି ମାତ୍ର ଏକ ବର୍ଷର ହୋଇଥିବା ବେଳେ ଶେଷକୃତ୍ୟବେଳେ ତାଙ୍କୁ ଗାର୍ଡ ଅଫ୍ ଅନର ପ୍ରଦାନ କରାଯାଇଛି । ସୂଚନା ଅନୁସାରେ, ୧୦ ଦିନ ତଳେ କାନ୍ଦୁଥିବାବେଳେ ହଠାତ୍ ଜନ୍ମେଶର ହାର୍ଟ ଚୋକ […]

Read More Text.

ଆମେରିକା ସହ ମିନେରାଲ ଡିଲ୍ ପାଇଁ ୟୁକ୍ରେନ ପ୍ରସ୍ତୁତ

ଆମେରିକା ସହ ମିନେରାଲ ଡିଲ୍ ପାଇଁ ୟୁକ୍ରେନ ରାଜି ।  ଲଣ୍ଡନ ସମ୍ମିଳନୀରେ ଅବସରରେ ଏହା କହିଛନ୍ତି ଜେଲେନସ୍କି ।  ସେ କହିଛନ୍ତି ଆମେରିକା ସହ ଖଣି ଡିଲ୍ ପାଇଁ ଆମେ ପ୍ରସ୍ତୁତ ।  ଆମେରିକା ମଧ୍ୟ ଅନୁରୂପ ଭାବେ ପ୍ରସ୍ତୁତ ବୋଲି ମୁଁ ଆଶା କରୁଛି। କାରଣ ଏହା ଏକ ଦ୍ବିପାକ୍ଷିକ କାର୍ଯ୍ୟ । ଦୁଇ ଦିନ ପୂର୍ବରୁ ଟ୍ରମ୍ପଙ୍କ ସହ ଯୁକ୍ତିତର୍କ ପରେ ହ୍ବାଇଟ ହାଉସରୁ ବିଦା ହୋଇଥିଲେ ଜେଲେନସ୍କି ।  ଖଣି ରାଜିନାମାରେ […]

Read More Text.

ଆର୍ଥିକ ସଚେତନ ହେଉଛନ୍ତି ମହିଳା – ନୀତି ଆୟୋଗ ରିପୋର୍ଟ

ପୂର୍ବ ବର୍ଷ ତୁଳନାରେ ମହିଳାମାନଙ୍କ ମଧ୍ୟରେ ଆର୍ଥିକ ସଚେତନତା ୪୨% ବୃଦ୍ଧି ପାଇଛି। ସୋମବାର ନୂଆଦିଲ୍ଲୀରେ ନୀତି ଆୟୋଗ ଦ୍ୱାରା ଉନ୍ମୋଚନ କରାଯାଇଥିବା ‘From Borrowers to Builders: Women’s Role in India’s Financial Growth Story’ ଶୀର୍ଷକ ଏକ ରିପୋର୍ଟରେ ଏହା କୁହାଯାଇଛି। ରିପୋର୍ଟ ଅନୁଯାୟୀ, ଗତ ବର୍ଷ ଡିସେମ୍ବର ସୁଦ୍ଧା ପ୍ରାୟ ୨୭ ନିୟୁତ ମହିଳା ସେମାନଙ୍କ ଆର୍ଥିକ କାରବାର ଉପରେ ନଜର ରଖିଥିଲେ। ଏହି ରିପୋର୍ଟକୁ ଉନ୍ମୋଚନ କରି ନୀତି ଆୟୋଗର […]

Read More Text.

ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡା ଚେତାବନୀ ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର :  ପଶ୍ଚିମବଙ୍ଗ ସରକାରଙ୍କୁ ରାଜସ୍ବ ମନ୍ତ୍ରୀଙ୍କ ନାଲି ଆଖି । ସୀମାରେ ଅନୁପ୍ରବେଶ ନେଇ ପଶ୍ଚିମବଙ୍ଗ ସରକାରଙ୍କୁ କଡା ଚେତାବନୀ ଦେଲେ ରାଜସ୍ବ ମନ୍ତ୍ରୀ । କହିଲେ ପଶ୍ଚିମବଙ୍ଗ ଅସଭ୍ୟ ସରକାର । ଆବଶ୍ୟକ ପଡିଲେ ପଶ୍ଚିମବଙ୍ଗକୁ ପାଠ ପଢାଇ ରାସ୍ତା ଦେଖାଇବ ଓଡିଶା । ବାଲେଶ୍ବର ଉଦୟପୁର ଏବଂ ସହାବାଜିପୁରରେ ପଶ୍ଚିମବଙ୍ଗ ସରକାରର ରାଜସ୍ୱ ମନ୍ତ୍ରୀଙ୍କ ଅନୁପ୍ରବେଶ ନେଇ ରାଜସ୍ବ ମନ୍ତ୍ରୀଙ୍କ ପ୍ରତିକ୍ରିୟା । କହିଲେ ରାଜ୍ୟରେ ସୀମାକୁ ନେଇ ଛତିଶଗଡ଼, ଝାରଖଣ୍ଡ ଏବଂ […]

Read More Text.

ମୁଖ୍ୟମନ୍ତ୍ରୀଙ୍କ OSD ହେଲେ କୌଶିକ ପଟ୍ଟନାୟକ

ଭୁବନେଶ୍ୱର: କେନ୍ଦୁଝର ବାଂଶପାଳ ତହସିଲଦାର କୌଶିକ ପଟ୍ଟନାୟକଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ।  ମୁଖ୍ୟମନ୍ତ୍ରୀଙ୍କ OSD ହୋଇଛନ୍ତି କୌଶିକ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀଙ୍କ OSD ନିଯୁକ୍ତି ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ୧୮ ଜଣ OAS ଅଫିସରଙ୍କ ବଦଳି ସଂକ୍ରାନ୍ତ ବିଜ୍ଞପ୍ତି ପ୍ରକାଶ ପାଇଛି । କୌଶିକଙ୍କର ସାଧାରଣ ପ୍ରଶାସନ ବିଭାଗକୁ ବଦଳି କରାଯାଇ ଏହି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି । ପୂର୍ବରୁ  କେନ୍ଦୁଝର ଏଡିଏମ ଥିବା  ଆଲୋକ ପ୍ରଧାନଙ୍କୁ ବଦଳି କରାଯାଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଯୁଗ୍ମ ସଚିବ ଭାବେ ଅବସ୍ଥାପିତ […]

Read More Text.

ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମୀରା ପରିଡା, କୁତ୍ସାରଟନାକୁ ନେଇ ଗଣମାଧ୍ୟମ ବିରୋଧରେ କଲେ ମାମଲା

କଟକ : ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମୀରା ପରିଡା । ସାମାଜିକ ଗଣମାଧ୍ୟମ ଓ ଗଣମାଧ୍ୟମ ବିରୋଧରେ କଲେ ମାମଲା । ମୀରାଙ୍କୁ ନେଇ ଚାଲିଥିବା କୁତ୍ସାରଟନାକୁ ନେଇ ଏହି ମାମଲା ହୋଇଛି । ଏ ସବୁ ତୁରନ୍ତ ବନ୍ଦ କରିବା ପାଇଁ ନିବେଦନ କରିଛନ୍ତି ମୀରା । ଜଣେ କ୍ୟାନ୍ସର ପୀଡ଼ିତ ଅଶୋକ ଚମ୍ପତ୍ତିଙ୍କୁ ସାହାଯ୍ୟ କରି ଆସୁଛନ୍ତି ମୀରା । ଏହାକୁ ନେଇ ବିଭିନ୍ନ ଗଣମାଧ୍ୟମ ତାଙ୍କର ଚରିତ୍ର ସଂହାର କରିଛି ବୋଲି ମୀର ଅଭିଯୋଗ […]

Read More Text.

ୟୁ-ଟ୍ୟୁବର ରଣବୀର ଆହ୍ଲାବାଦିଆଙ୍କୁ ସୁପ୍ରିମକୋର୍ଟରୁ ଆଶ୍ୱସ୍ତି, ସୋ’ ଆରମ୍ଭ କରିବାକୁ ମିଳିଲା ଅନୁମତି

ନୂଆଦିଲ୍ଲୀ ୩।୩: ୟୁ-ଟ୍ୟୁବର ରଣବୀର ଆହ୍ଲାବାଦିଆଙ୍କୁ ସୋମବାର ସୁପ୍ରିମକୋର୍ଟରୁ ଆଶ୍ୱସ୍ତି ମିଳିଛି। ମାତା-ପିତାଙ୍କୁ ନେଇ ଅଭଦ୍ର ଟିପ୍ପଣୀ କରିଥିବା ରଣବୀରଙ୍କୁ ସୁପ୍ରିମକୋର୍ଟ ଗୋଟିଏ ସର୍ତ୍ତରେ ‘ଦି ରଣବୀର ସୋ’ ପୁଣି ଆରମ୍ଭ କରିବାକୁ ଅନୁମତି ଦେଇଛନ୍ତି। ଏହା ସହିତ ସୁପ୍ରିମକୋର୍ଟ ପରବର୍ତ୍ତି ଆଦେଶ ପର୍ଯ୍ୟନ୍ତ ରଣବୀରଙ୍କ ଗିରଫ ଉପରେ ସଂରକ୍ଷଣ ବଢାଇ ଦେଇଥିବା ବେଳେ ତାଙ୍କୁ ଗୌହାଟୀରେ ଯାଞ୍ଚରେ ସାମିଲ ହେବାକୁ ନିର୍ଦ୍ଦେଶ ଦେଇଛନ୍ତି। ସୁପ୍ରିମକୋର୍ଟ ପଡକାଷ୍ଟର ରଣବୀର ଆହ୍ଲାବାଦିଆଙ୍କୁ ନିଜ ସୋ’ରେ ଶାଳିନତା ରକ୍ଷା କରିବା ସର୍ତ୍ତରେ […]

Read More Text.

ମାଟ୍ରିକ ପରୀକ୍ଷାରେ କପି ଦେବାକୁ ନେଇ ଉତ୍ତେଜନା, ୨ ଗୋଷ୍ଠୀ ମୁହାଁମୁହିଁ

କେନ୍ଦୁଝର : କପି ପାଇଁ ବାଡାବାଡ଼ି ।  ଦୁଇ ଗୋଷ୍ଠୀ ମୁହାଁମୁହିଁ  ।  ଦଶମ ଶ୍ରେଣୀ ପରୀକ୍ଷାରେ କପି ଦେବାକୁ କେନ୍ଦ୍ରକରି ଦୁଇ ଗାଁ ଯୁବକଙ୍କ ମଧ୍ୟରେ ସଂଘର୍ଷ ।  ଜଣେ ଗୁରୁତର ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି ।  କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଉପଖଣ୍ଡ ଘଷିପୁରା ବ୍ଲକ ଦେଓଗାଁ କୁଶଳେଶ୍ୱର ଉଚ୍ଚ ବିଦ୍ୟାଳୟରୁ ଆସିଛି ଅଭିଯୋଗ । ଦଶମ ଶ୍ରେଣୀ ପରୀକ୍ଷା ଚାଲିଥିବା ବେଳେ ଛାତ୍ରଙ୍କୁ କପି ଦେବାକୁ କେନ୍ଦ୍ରକରି ଘଷିପୁରା ଥାନା ବରିପାଳ ଓ […]

Read More Text.