ଫେସ୍‌ବୁକ୍‌ରେ ବନ୍ଧୁତା, ଝଗଡ଼ା ଓ ମୋବାଇଲ୍ ଚାର୍ଜରରେ ତଣ୍ଟି ଚିପି ହତ୍ୟା

ନୂଆଦିଲ୍ଲୀ: ହରିୟାଣାର ରୋହତକରେ କଂଗ୍ରେସ ନେତ୍ରୀ ହିମାନୀ ନରୱାଲଙ୍କ ହତ୍ୟା ମାମଲାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସଚିନକୁ ଦିଲ୍ଲୀରୁ ଗିରଫ କରିଛି । ଜେରାରେ ସଚିନ ଅନେକ ଆଶ୍ଚର୍ଯ୍ୟଜନକ ଖୁଲାସା କରିଛି । ଏଥିରେ ଏହି ହତ୍ୟାକାଣ୍ଡର ପୂରା କାହାଣୀ ସାମନାକୁ ଆସିଛି । ହିମାନୀଙ୍କୁ ତଣ୍ଟି ଚିପି ହତ୍ୟା କରିବା ପରେ ତାଙ୍କ ମୃତ ଦେହକୁ ସୁଟ୍‌କେସରେ ଭର୍ତ୍ତି କରି ସାମ୍ପଲା ଅଞ୍ଚଳରେ ଫୋପାଡ଼ି ଦେଇଥିଲା । ପୋଲିସ ସୂଚନା ଅନୁସାରେ ଅଭିଯୁକ୍ତ ସଚିନ ପୂର୍ବରୁ […]

Read More Text.

ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେନି ଦୀପାଳି ଓ ବିଶାଲ, ହାଜର ହେବାକୁ କ୍ରାଇମବ୍ରାଞ୍ଚକୁ ମାଗିଲେ ମହଲତ

ଭୁବନେଶ୍ୱର  : ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ଆଜି କ୍ରାଇମବ୍ରାଞ୍ଚରେ ହାଜର ହେବେ ନାହିଁ ଦୀପାଳି ଦାସ ଓ ବିଶାଲ ଦାସ ।  ପରିବାରର କିଛି ଜରୁରୀ କାର୍ଯ୍ୟ ଥିବାରୁ ଆଜି ହାଜର ହେବେ ନାହିଁ ।  କେବେ ହାଜର ହେବେ ସେ ନେଇ ଜଣାଇବେ ବୋଲି ବିଶାଲ ସୂଚନା ଦେଇଛନ୍ତି ।  ଦୀପାଳି ଦାସ ମଧ୍ୟ ମହଲତ ଲୋଡ଼ିଛନ୍ତି । ବ୍ୟକ୍ତିଗତ କାରଣରୁ ଆଜି ଆସି ପାରିବେ ନାହିଁ ବୋଲି କ୍ରାଇମବ୍ରାଞ୍ଚକୁ ଜଣାଇଛନ୍ତି ଦୀପାଳି […]

Read More Text.

ରାଜ୍ୟରେ ସ୍କୁଲ, କଲେଜ ପାଇଁ ଆସିବ ଗାଇଡ୍‌ଲାଇନ

ଭୁବନେଶ୍ଵର: ସ୍କୁଲ କଲେଜ ପାଇଁ ଖୁବଶୀଘ୍ର ଆସିବ ଗାଇଡଲାଇନ୍‌ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଦିନେ ଦୁଇ ଦିନ ମଧ୍ୟରେ ଆସିବ ସ୍ବତନ୍ତ୍ର ଗାଇଡଲାଇନ୍‌ । ସ୍କୁଲ ଓ ଗଣଶିକ୍ଷା  ବିଭାଗ ଓ ଉଚ୍ଚ ଶିକ୍ଷା ବିଭାଗ ସହିତ ରାଜସ୍ବ  ବିଭାଗର ଆଲୋଚନ ସରିଛି । ବୃଦ୍ଧି ପାଉଥିବା ଗ୍ରୀଷ୍ମ ପ୍ରବାଳକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଉଛି । ଏନେଇ ସୂଚନା ଦେଇଛନ୍ତି ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ । ସୂଚନା ଅନୁସାରେ, ମାର୍ଚ୍ଚ […]

Read More Text.

ମାଛ କଲା ଲକ୍ଷପତି, ମତ୍ସ୍ୟଜୀବୀଙ୍କ ଜାଲରେ ପଡ଼ିଲା ୨ କ୍ବିଣ୍ଟାଲର ସାର୍କ ମାଛ

ଜଳେଶ୍ୱର : ଜାଲରେ ପଡ଼ିଲା ୨ କ୍ବିଣ୍ଟାଲର ମାଛ ।  ଲକ୍ଷପତି କଲା ସାର୍କ ମାଛ । ପଶ୍ଚିମବଙ୍ଗର କାଂଥୀ ଏବଂ ପେଟୁଆଘଟ ଅଞ୍ଚଳର କିଛି ମତ୍ସ୍ଯଜିବୀଙ୍କ ଜାଲରେ ପଡ଼ିଛି ସାର୍କ ମାଛ ।  ଏହି ମାଛର ଆନୁମାନିକ ମୂଲ୍ୟ ୧ ଲକ୍ଷ ହେବ ବୋଲି ଜଣା ପଡିଛି ।  ବହୁ କଷ୍ଟରେ ମାଛଟିକୁ ଦୀଘା ମତ୍ସ୍ଯ ଅବତରଣ କେନ୍ଦ୍ରକୁ ଆଣିବା ପରେ ସେଠାରେ ଆନୁମାନିକ ଏକ ଲକ୍ଷ ଟଙ୍କାରେ ମାଛଟିକୁ ନିଲାମ କରାଯାଇଛି ।  ବିଶାଳକାୟ ମାଛକୁ […]

Read More Text.

‘ସ୍କୁଲକୁ ଛାତ୍ରଛାତ୍ରୀ ସ୍ମାର୍ଟଫୋନ୍‌ ଆଣିବା ସମ୍ପୂର୍ଣ୍ଣ ବ୍ୟାନ୍ ଅସମ୍ଭବ’; ଗାଇଡଲାଇନ ଜାରି କଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ: ବିଦ୍ୟାଳୟରେ ପାଠପଢ଼ା ସମୟରେ ଛାତ୍ରଛାତ୍ରୀମାନେ ମୋବାଇଲ୍ ବ୍ୟବହାର କରିବା ଏକ ବଡ଼ ସମସ୍ୟା ଉଭା ହୋଇଛି । ସ୍କୁଲରେ ଫୋନ୍ ବ୍ୟବହାର କରିବା ବ୍ୟାନ ଥିଲା । ହେଲେ ଦିଲ୍ଲୀ ହାଇକୋର୍ଟ ଏହା ଉପରେ ଗୁରୁତ୍ବପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଛାତ୍ରଛାତ୍ରୀଙ୍କ ଦ୍ବାରା ସ୍ମାର୍ଟ ଫୋନ୍ ବ୍ୟବହାର ଉପରେ ସମ୍ପୂର୍ଣ୍ଣ ବ୍ୟାନ୍ ଲଗାଇବା ଅବାଞ୍ଛନୀୟ । ମାତ୍ର ଶିକ୍ଷା ବିଭାଗ ଏହା ଉପରେ ପୂର୍ବରୁ ପ୍ରତିବନ୍ଧକ ଲଗାଇଛି । ଶୁକ୍ରବାର ଦିଲ୍ଲୀ ହାଇକୋର୍ଟରେ ଏହି ମାମଲାର […]

Read More Text.

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଜିମ୍ ମାଲିକଙ୍କ ଝିଅକୁ ଆକ୍ରମଣ, ଜୀବନରୁ ମାରିବାକୁ ମିଳିଲା ଧମକ !

ଭୁବନେଶ୍ୱର: ରାଜଧାନୀରେ ପ୍ରତିଦିନ ଘଟୁଛି କିଛି ନା କିଛି ଘଟଣା, ଦୁର୍ଘଟଣା । ଯାହାକୁ ସମାଧାନ କରିବା ପୋଲିସ୍ ପାଇଁ ବେଳେ ବେଳେ ମୁଣ୍ଡାବିନ୍ଧାର କାରଣ ପାଲଟିଯାଏ । ତେବେ ଏହାରି ଭିତରେ ସେହିଭଳି ଏକ ଘଟଣା ବର୍ତ୍ତମାନ କିଛି ଦିନ ହେବ ବେଶ୍ ଚର୍ଚ୍ଚାରେ ରହିଛି । ଘଟଣାଟି ହେଉଛି ଘର ମାଲିକଙ୍କ ଝିଅ, ଜ୍ୱାଇଁଙ୍କ ସହ ଜିମ୍ ମାଲିକଙ୍କ ବିବାଦ । ଯାହା ଏବେ ସୀମା ଲଙ୍ଘିଛି । ଅଭିଯୋଗ ଅନୁଯାୟୀ କୁଆଡେ ପ୍ରଥମେ ଜିମରେ […]

Read More Text.

ବିଦେଶିନୀଙ୍କ ଜଂଘରେ ଜଗନ୍ନାଥଙ୍କ ଟାଟୁ, ଥାନାରେ ଏତଲା

ଭୁବନେଶ୍ବର: ଓଡିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁଙ୍କୁ କରାଯାଇଛି ଅପମାନ । ଜଣେ ବିଦେଶିନୀଙ୍କ ଆଣ୍ଠୁ ଉପରେ ଜଗନ୍ନାଥ ଟାଟୁ ଆଙ୍କିଛନ୍ତି । ଏହି ଟାଟୁକୁ ଇନ୍‌ଷ୍ଟାଗ୍ରାମ୍‌ ଓ ହ୍ୱାଟସପ୍‌ରେ ସେୟାର କରାଯାଇଥିଲା । ଯାହାକୁ ନେଇ ସୃଷ୍ଟି ହୋଇଛି ବିବାଦ । ତେବେ ସହିଦ ନଗର ଥାନାରେ ଟାଟୁ କରିଥିବା ବିଦେଶିନୀ ଏବଂ ଟାଟୁ ଆଙ୍କିଥିବା ରକି ଟାଟୁ ନାଁରେ ଏତଲା ଦେଇଛନ୍ତି ଜଗନ୍ନାଥପ୍ରେମୀ । ମିଳିଥିବା ସୂଚନା ଅନୁସାରେ, ଜଂଘରେ ଟାଟୁ ଆଙ୍କିଥିବା ବିଦେଶିନୀ ଜଣଙ୍କ […]

Read More Text.

ସରକାରୀ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନରେ ଜାତୀୟ ବିଜ୍ଞାନ ଦିବସ ପାଳିତ

ବାରିପଦା – ସରକାରୀ ଶିକ୍ଷକ ଶିକ୍ଷା ପ୍ରତିଷ୍ଠାନ, ବାରିପଦା ପରିସରରେ ଜାତୀୟ ବିଜ୍ଞାନ ଦିବସ ପାଳନ କରାଯାଇଛି। ଅନୁଷ୍ଠାନର ଅଧକ୍ଷ ରଥିନ୍ଦ୍ରନାଥ ଘୋଷଙ୍କ ପୌରହିତ୍ୟରେ ଆୟୋଜିତ ଏହି ଦିବସରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇଥିବା ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନର ବରିଷ୍ଠ ଶିକ୍ଷକ ପ୍ରଶିକ୍ଷକ ଯୋଗେଶ୍ୱର ଘୋଷ ମହାପାତ୍ର ବିଜ୍ଞାନର ଭାବାତ୍ମକ, ଜ୍ଞାନାତ୍ମକ, ବିକାଶ କ୍ରିୟାତ୍ମକ ଦିଗକୁ ବୁଝିବା ଏହି ବିଜ୍ଞାନ ଦିବସର ଲକ୍ଷ୍ୟ ବୋଲି କହିଥିଲେ । ସେହିପରି ସମ୍ମାନିତ ଅତିଥି ଜିଲ୍ଲା ବିଜ୍ଞାନ […]

Read More Text.

୧୨ ତମ ଖିଚିଂ ମହୋତ୍ସବ ଉଦଯାପନୀ ସନ୍ଧ୍ୟାରେ ଯୋଗଦାନ କଲେ ମୁଖ୍ୟମନ୍ତ୍ରୀ

ଖିଚିଂ ପ୍ରସିଦ୍ଧ କିଚକେଶ୍ବରୀ ମନ୍ଦିରର ବିକାଶ ଏବଂ ଉନ୍ନତିକରଣ ପାଇଁ ୫୦ କୋଟି ଟଙ୍କା ମଂଜୁର ଘୋଷଣା କଲେ ପାଞ୍ଚପୀଢ଼ ଉପଖଣ୍ଡ ପାଇଁ ପ୍ରାୟ ୬୫ କୋଟି ଟଙ୍କା ର ୫୩ ଟି ପ୍ରକଳ୍ପର ଶୁଭ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ୧୨ ବର୍ଷରେ ପଦାର୍ପଣ କରିଥିବା ଖିଚିଂ ମହୋତ୍ସବ ଆଜି ସାରା ରାଜ୍ୟର ମନ ମୋହିଛି ଖିଚିଂ ମନ୍ଦିର ଏବଂ ଏହି ଅଂଚଳର ବିକାଶ ସମେତ ଶିମିଳିପାଳର ସମନ୍ୱିତ ବିକାଶ ପାଇଁ ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ […]

Read More Text.

ଭିନ୍ନକ୍ଷମ ପିଲାଙ୍କ ପାଇଁ ସ୍ଵତନ୍ତ୍ର ଅଲିମ୍ପିକ ସମ୍ପର୍କିତ ତାଲିମ ଶିବିର

ବାରିପଦା: ସ୍ଥାନୀୟ ଲାଲବଜାର ପ୍ରାଥମିକ ବିଦ୍ୟାଳୟ ଠାରେ ଗତ ତା ୨୮ ଫେବୃୟାରି ଓ ୧ ମାର୍ଚ୍ଚ ୨୦୨୫ ରିଖ ଦୁଇ ଦିନ ବ୍ୟାପି ସ୍ଵତନ୍ତ୍ର ଅଲିମ୍ପିକ ଭାରତ ଓ ଏକୀକୃତ କ୍ରିଡା ସମ୍ପର୍କିତ ମୟୂରଭଞ୍ଜ ଅନ୍ତର୍ନିବେଶି ସାଧନ କର୍ମୀ ମାନଙ୍କୁ ନେଇ ଏକ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ତାଲିମ ଶିବିରଟି ସମଗ୍ର ଶିକ୍ଷା ମୟୂରଭଞ୍ଜ ଓ ଭୁବନେଶ୍ବର ସ୍ଥିତ ଓପନ ଲର୍ଣ୍ଣିଂ ସିଷ୍ଟମ (ଙକ୍ଟ୍ରରଦ୍ଭଖରବକ୍ସଦ୍ଭସଦ୍ଭଶ ଝଚ୍ଚଗ୍ଦଗ୍ଧରଜ୍ଞ) ରେ କାର‌୍ୟ୍ୟ କରୁଥିବା ସ୍ଵତନ୍ତ୍ର […]

Read More Text.