ବିଏସପିର ସବୁ ପଦବୀରୁ ପୁତୁରା ଆକାଶ ଆନନ୍ଦଙ୍କୁ ହଟାଇଲେ ମାୟାବତୀ
ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବହୁଜନ ସମାଜ ପାର୍ଟି(ବିଏସପି) ଅଧ୍ୟକ୍ଷ ମାୟାବତୀ ଦଳରେ ବଡ଼ ପରିବର୍ତ୍ତନ କରିଛନ୍ତି। ନିଜ ପୁତୁରା ଆକାଶ ଆନନ୍ଦଙ୍କୁ ସେ ସମସ୍ତ ପଦବୀରୁ ହଟାଇଛନ୍ତି। ଏହା ସହିତ ଆକାଶଙ୍କ ସ୍ଥାନରେ ତାଙ୍କ ବାପା ତଥା ଦଳର ସମ୍ପାଦକ ଆନନ୍ଦ କୁମାର ଏବଂ ରାଜ୍ୟସଭା ସଦସ୍ୟ ରାମଜୀ ଗୌତମଙ୍କୁ ବିଏସପିର ଜାତୀୟ ସଂଯୋଜକ ଭାବେ ନିଯୁକ୍ତ କରିଛନ୍ତି। ରବିବାର ମାୟାବତୀ ଲକ୍ଷ୍ନୌରେ ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ ଡକାଇବା ସହିତ ଏହି ନିଷ୍ପତ୍ତି ନେଇଛନ୍ତି। ଏଥିରେ […]
Read More Text.