ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ
ବାରିପଦା : ସ୍ଥାନୀୟ ମୁର୍ଗାବାଡି ସ୍ଥିତ ଆରତୀ ବିଦ୍ୟା ମନ୍ଦିର ପ୍ରାଥମିକ ବିଦ୍ୟାଳୟ ପରିସରରେ ବାରିପଦା ଗୋଷ୍ଠୀ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟର ସେକ୍ସନ ଅଫିସର ପତିତପାବନ ମହାପାତ୍ର ଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ପର୍ବ ଅନୁଷ୍ଠିତ ହୋଇଯାଇଛି I ଅବସରପ୍ରାପ୍ତ ଶିକ୍ଷକ ଭାଗବତ ପଣ୍ଡାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ନଳିନୀକାନ୍ତ ପ୍ରଧାନ, ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ତପସ୍ୱିନୀ ଦାଶ, ଡଃ ସ୍ନେହଲତା ବେହେରା ଓ ବ୍ରଜମୋହନ ମୁର୍ମୁ ପ୍ରମୁଖ ଉପସ୍ଥିତ ରହି ଶ୍ରୀ […]
Read More Text.