ପୁଣି ଖୋଲିଲା ନବ ଦାସ ହତ୍ୟା ମାମଲା ଡାଏରୀ, ଦୀପାଳି ଓ ବିଶାଳଙ୍କୁ କ୍ରାଇମବ୍ରାଞ୍ଚର ନୋଟିସ
ଝାରସୁଗୁଡ଼ା: ୨୦୨୩ ମସିହା ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲାରେ ପୁଣି କ୍ରାଇମବ୍ରାଞ୍ଚ ତନାଘନା ତଦନ୍ତ । ନବ ଦାସଙ୍କ ଝିଅ ଦୀପାଳି ଓ ପୁଅ ବିଶାଳଙ୍କୁ ହାଜର ହେବା ପାଇଁ ନୋଟିସ୍ କରିଛି କ୍ରାଇମବ୍ରାଞ୍ଚ । ମାର୍ଚ୍ଚ ପ୍ରଥମ ସପ୍ତାହରେ ଯେ କୌଣସି ଦିନ ସେମାନେ କ୍ରାଇମବ୍ରାଞ୍ଚରେ ହାଜର ହେବାକୁ ନୋଟିସ୍ କରାଯାଇଛି । କ୍ରାଇମବ୍ରାଞ୍ଚ୍ ତଦନ୍ତକୁ ନେଇ ସେମାନଙ୍କ କିଛି କହିବାର ଥିଲେ ବା ଆପତ୍ତି ଥିଲେ, ସେମାନେ ସେଦିନ ଜଣାଇପାରିବେ ବୋଲି କୁହାଯାଇଛି […]
Read More Text.