ବନ୍ତ ଉଚ୍ଚ ବିଦ୍ୟାଳୟରେ ଚାଲିଛି ମାଟ୍ରିକ ପରୀକ୍ଷା, ମୁଖ୍ୟ ଫାଟକ ବନ୍ଦ ନେଇ ଅଭିଭାବକଙ୍କ ଅସନ୍ତୋଷ

ଆଗରପଡ଼ା :ବର୍ତ୍ତମାନ ମାଟ୍ରିକ ପରୀକ୍ଷା ଚାଲିଛି । ଏହି ପରିପ୍ରେକ୍ଷୀରେ ବନ୍ତ ହାଇସ୍କୁଲ ମାଟ୍ରିକ ପରୀକ୍ଷା କେନ୍ଦ୍ର ହୋଇଛି । ହେଲେ ବିଦ୍ୟାଳୟର ମୁଖ୍ୟ ଫାଟକ ବନ୍ଦ ରହିଥିବା ଯୋଗୁଁ ଅଭିଭାବକ ମହଲରେ ଅସନ୍ତୋଷ ଦେଖାଦେଇଛି । ଅବଶ୍ୟ ପାଖ ଅନ୍ୟ ଏକ ଫାଟକ ଦେଇ ପରୀକ୍ଷାର୍ଥୀଙ୍କୁ ଯା’ ଆସ କରିବାକୁ ପଡୁଛି । ପୂର୍ବ ରାଜ୍ୟ ସରକାର ଅମଳରେ ଉକ୍ତ ବିଦ୍ୟାଳୟକୁ ୫-ଟି ଯୋଜନାରେ ସାମିଲ କରାଯାଇ ୩୮ଲକ୍ଷ ଟଙ୍କା ବ୍ୟୟରେ ବିଦ୍ୟାଳୟର ଉନ୍ନତୀକରଣ କରାଯାଇଥିଲା […]

Read More Text.

ବନ୍ତ ପଂଚାୟତ ସମିତିର ଷଷ୍ଠ ସାଧାରଣ ଅଧିବେଶନ

ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମର ସଫଳତା ନେଇ ଆଲୋଚନା ସମସ୍ତଙ୍କ ସହଯୋଗରେ ବ୍ଲକର ବିକାଶ ହୋଇପାରିବ: ବିଧାୟକ ଆଗରପଡ଼ା :ବନ୍ତ ବ୍ଲକ ସମ୍ମିଳନୀ କକ୍ଷରେ ପଞ୍ଚାୟତ ସମିତିର ୬ଷ୍ଠ ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିକଶିତ ଗାଁ ବିକଶିତ ଓଡିଶା କାର୍ଯ୍ୟକ୍ରମ କିପରି ସଫଳ ହୋଇପାରିବ ସେ ନେଇ ଆଲୋଚନା ହୋଇଥିଲା । ଏଥିସହ ଗ୍ରାମ୍ୟ ଉନ୍ନୟନ, ବିଦ୍ୟୁତ୍‌, ଶିକ୍ଷା, ପାନୀୟଜଳ ଯୋଗାଣ, ପ୍ରାଣୀ ଚିକିତ୍ସା, ପଂଚାୟତରାଜ ଆଦି ବିଭିନ୍ନ ବିଭାଗ ସମ୍ପର୍କରେ […]

Read More Text.

ପାକିସ୍ତାନର ନୂଆ ଡ୍ରାମା, ଚାମ୍ପିଅନ୍ସ ଟ୍ରଫି ଡ୍ୟୁଟି କରିବାକୁ ମନା କରିବାରୁ ୧୦୦ ପୋଲିସକର୍ମୀ ବହିଷ୍କୃତ

ପାକିସ୍ତାନ ଦୀର୍ଘ ୨୭ ବର୍ଷ ପରେ ଆଇସିସି ଚାମ୍ପିଅନ୍ସ ଟ୍ରଫିର ଆୟୋଜନ କରୁଛି । କିନ୍ତୁ ଟୁର୍ଣ୍ଣାମେଣ୍ଟ ଆରମ୍ଭରୁ ବିବାଦରେ ରହିଛି । ଏବେ ପୁଣି ଚାମ୍ପିଅନ୍ସ ଟ୍ରଫି ସହିତ ଜଡିତ ନୂଆ ବିବାଦ ସାମ୍ନାକୁ ଆସିଛି । ପାକିସ୍ତାନର ପଞ୍ଜାବ ପ୍ରାନ୍ତରୁ ୧୦୦ରୁ ଅଧିକ ପୋଲିସକର୍ମୀଙ୍କୁ ବହିଷ୍କୃତକରାଯାଇଛି । ଏମାନେ ଚାମ୍ପିଅନ୍ସ ଟ୍ରଫି ଡିଟ୍ୟୁ କରିବାକୁ ମନା କରିଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି । ପଞ୍ଜାବ ପୋଲିସ ଅଧିକାରୀଙ୍କ ମୁତାବକ, ବହିଷ୍କୃତ ପୋଲିସକର୍ମୀଙ୍କୁ ବାରମ୍ବାର ଡ୍ୟୁଟିରୁ […]

Read More Text.

ପ୍ରେମ ପ୍ରତାରଣା କରି ଗିରଫ ହେଲେ ବ୍ୟବସାୟୀ ଆକାଶ ଅଗ୍ରୱାଲ

ବରଗଡ: ବରଗଡର ଜଣେ ଜଣଶୁଣା ବ୍ୟବସାୟୀ ଆକାଶ ଅଗ୍ରୱାଲଙ୍କ ପ୍ରେମ କାହାଣୀ ଚର୍ଚ୍ଚାରେ ରହିଛି । ନିଜେ ବିବାହିତ ହୋଇଥିଲେ ବି ଅନ୍ୟ ଜଣେ ମହିଳାଙ୍କ ସହ ଦୀର୍ଘ ବର୍ଷ ହେଲା ପ୍ରେମ ସଂପର୍କ ରଖିଥିଲେ । ଶେଷରେ ବିବାହର ପ୍ରତିଶ୍ରୁତି ଦେଇ ନିଜ ପାଖରେ ଆଣି ରଖିଥିଲେ । ବର୍ଷ ବର୍ଷ ଧରି ଶାରୀରିକ ସଂପର୍କ ରଖିବା ପରେ ସେ ଧୋକା ଦେଇଥିବା ନେଇ ପିଡିତା ମହିଳା ବରଗଡ ଟାଉନଥାନାରେ ଏତଲା ଦେଇଛନ୍ତି । ପୋଲିସ […]

Read More Text.

ମେ’ ୨ରେ ଖୋଲିବ କେଦାରନାଥଙ୍କ କପାଟ

ଖୋଲିବ ବାବା କେଦାରନାଥଙ୍କ ଧାମ । ପବିତ୍ର ମହାଶିବରାତ୍ରି ଅବସରରେ ସ୍ଥିର ହେଲା ତାରିଖ ଓ ସମୟ । ମହାଦେବ ବାବା କେଦାରନାଥଙ୍କ କପାଟ ଖୋଲିବାର ଦିନ ଓ ମୁହୂର୍ତ୍ତର ସ୍ଥିର ହୋଇଛି । ଚଳିତ ବର୍ଷ ମେ’ ୨ରେ ଖୋଲିବ କେଦାରନାଥଙ୍କ କପାଟ । ମେ’ ୨ରେ ଠିକ୍ ସକାଳ ୭ଟାରେ ଏହି ଦିବ୍ୟ କାର୍ଯ୍ୟର ଆରମ୍ଭ କରାଯିବ ଆଉ ସେହି ସମୟରୁ ହିଁ ଆରମ୍ଭ ହେବ ଚାରିଧାମ ଯାତ୍ରା । ତେବେ ଉଖୀମଠ ସ୍ଥିତ […]

Read More Text.

ସର୍ଚ୍ଚ ଅପରସନ ବେଳେ ମାଓ ଡମ୍ପରୁ ମେଡିକାଲ ସାମଗ୍ରୀ ଜବତ

ମାଲକାନଗିରି: ଛତିଶଗଡ-ମାଲକାନଗିରି ସୀମାନ୍ତ ସୁକୁମା ଜିଲ୍ଲାର ମିନାଭଟ୍ଟା ଜଙ୍ଗଲରେ ସୁରକ୍ଷା କର୍ମୀଙ୍କ ସର୍ଚ୍ଚ ଅପରେସନ ବେଳେ ଠାବ ହୋଇଛି ମାଓ ଡମ୍ପ । ଏହି ମାଓ ଡମ୍ପରୁ ବିପୁଳ ପରିମାଣର ମେଡ଼ିକାଲ ସାମଗ୍ରୀ ଜବତ କରାଯାଇଛି। ଏଥିରେ ଚକ୍ଷୁ ପରୀକ୍ଷଣ ମେସିନ ମଧ୍ୟ ଜବତ କରାଯାଇଛି। ଯାହା କେବଳ ବଡ ବଡ ଡାକ୍ତରଖାନାରେ ଉପଲବ୍ଧ ହୋଇଥାଏ। ଏହି ଚଢ଼ାଉରେ ସିଆରପିଏଫ ଓ କୋବ୍ରା ଯବାନ ସାମିଲ ଥିଲେ। ଛତିଶଗଡ଼ର ସୁକମା ଜିଲ୍ଲା ଅନ୍ତର୍ଗତ ଗୋମଗୁଡ଼ା ଠାରେ ନୂତନ […]

Read More Text.

ସୋରରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣା; ଧରାପଡ଼ିଲା ଅଭିଯୁକ୍ତ ପ୍ରେମିକ

ସୋର: ବାଲେଶ୍ବର ଜିଲ୍ଲା ସୋର ଥାନା ଅଞ୍ଚଳରେ ପ୍ରେମିକାର ଗଳାକାଟି ହତ୍ୟା ଘଟଣାର ଅଭିଯୁକ୍ତ ପ୍ରେମିକକୁ ବାସୁଦେବପୁର ଧଳସାହିରୁ ଗିରଫ କରିଛି ପୁଲିସ। ହତ୍ୟାକାଣ୍ଡ ଘଟାଇବା ପରେ ଅଭିଯୁକ୍ତ ବିଶ୍ବରଂଜନ ପୁହାଣ ଫେରାର ଥିଲେ। ପୁଲିସ ଚାରୋଟି ଟିମ ଗଠନ କରି ବିଭିନ୍ନ ସ୍ଥାନରେ ଖୋଜୁଥିବା ବେଳେ ଆଜି ସକାଳେ ଭଦ୍ରକ ଜିଲ୍ଲା ବାସୁଦେବପୁର ଥାନା ଅନ୍ତର୍ଗତ ଧଳସାହି ନିକଟ ଏକ ପଡ଼ିଆରୁ ଯୁବକଙ୍କୁ ଗିରଫ କରିଥିଲା। ହତ୍ୟା କରିବା ପରେ ଅଭିଯୁକ୍ତ ବିଭିନ୍ନ ସ୍ଥାନରେ ଲୁଚି […]

Read More Text.

ସେନା ଗାଡ଼ିକୁ ଆତଙ୍କବାଦୀଙ୍କ ଗୁଳିମାଡ଼

ଜାମ୍ମୁ-କାଶ୍ମୀରର ରଜୌରୀ ଅନ୍ତର୍ଗତ ସୁନ୍ଦରବନି ଅଞ୍ଚଳରେ ବୁଧବାର ସେନା ଗାଡ଼ି ଉପରେ ଆକ୍ରମଣ ହୋଇଛି। ସୁନ୍ଦରବନିର ଫଲ ଗ୍ରାମ ନିକଟ ନେଇ ଯବାନମାନେ ଗାଡ଼ିରେ ଯାଉଥିବାବେଳେ ଆତଙ୍କବାଦୀମାନେ ଗାଡ଼ି ଉପରକୁ ଗୁଳିମାଡ଼ କରିଥିଲେ। ଏହି ଘଟଣା​‌ରେ କେହି ମୃତାହତ ହୋଇଥିବା ନେଇ ସୂଚନା ମିଳିନାହିଁ। ସୂଚନା ଅନୁସାରେ, ଆତଙ୍କବାଦୀମାନେ ନିକଟ ଜଙ୍ଗଲରେ ଲୁଚି ରହିଥିଲେ। ସେହିବାଟ ଦେଇ ଯବାନଙ୍କ ଗାଡ଼ି ଯିବା ସମୟରେ ଗୁଳିମାଡ଼ କରିଥିଲେ। ଫଳରେ ଯବାନମାନଙ୍କ ପକ୍ଷରୁ ଆତଙ୍କବାଦୀଙ୍କ ଉପରକୁ ପାଟଲା ଗୁଳିମାଡ଼ କରାଯାଇଥିଲା। […]

Read More Text.

ମହୁମାଛି ଆକ୍ରମଣରେ ମହିଳା ମୃତ, ୨ ଗୁରୁତର

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା କିଞ୍ଜିରକେଲା ଥାନା ତିଲଡେଗା ନିକଟରେ ଅଘଟଣ । ଶିବ ମନ୍ଦିର ଯାଉଥିବାବେଳେ ଜଣେ ମହିଳା ଓ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କଲେ ବାଘୁଆ ମହୁମାଛି । ଏଥିରେ ମହିଳା ଜଣଙ୍କର ମୃତ୍ୟୁ ହୋଇଛି । ଏହା ସହ ଜଣେ କାଠୁରିଆ ମଧ୍ୟ ମହୁମାଛିଙ୍କ ଆକ୍ରମଣର ଶିକାର ହୋଇଛନ୍ତି । ମୃତ ମହିଳା ଜଣକ ହେଲେ ଗାଇଡେଗାର ଦେବକୀ ରଣା । ତେବେ ମହୁମାଛିଙ୍କ ଆକ୍ରମଣରେ ଗୁରୁତର ହୋଇଥିବା ଦୁଇ ଜଣଙ୍କର ଚିକିତ୍ସା […]

Read More Text.

ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା

ବଲାଙ୍ଗୀର: ଟାୱାର ଉପରେ ୬ ଘଣ୍ଟା ଧରି ଯୁବକଙ୍କ ହାଇଡ୍ରାମା । ୧୦୦ ଫୁଟ ଇଲେକ୍ଟ୍ରି ଟାୱାର ଉପରେ ଚଢି ଜୀବନ ହାରିବାକୁ ଧମକ ଦେଲେ ଯୁବକ ।  ବଲାଙ୍ଗୀର ଖମାରମୁଣ୍ଡା ଗାଁରେ ଏପରି କିଛି ଦୃଶ୍ୟ ଦେଖିବାକୁ ମିଳିଛି । ଯୁବକ ଜଣକ ଖମାର ମୁଣ୍ଡା ଗାଁର ଶୀଧେଶ୍ୱର ଭୋଇ ।  ତାଙ୍କୁ ଉଦ୍ଧାର କରିବାକୁ ପୋଲିସ ଓ ଅଗ୍ନିଶମ ବାହିନୀ ନାକେଦମ୍ ହୋଇପଡିଲାଣି । ତେବେ କଣ ପାଇଁ ସେ ଏପରି କରିଛନ୍ତି ଜଣାପଡିନାହିଁ । […]

Read More Text.