ଆଳମଙ୍ଗା ପ୍ରକଳ୍ପ ଉପ୍ରା ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ଆଗରପଡ଼ା :ବନ୍ତ ବ୍ଲକ ଛୟାଳସିଂ ଆଂଚଳିକ ସାଧନ କେନ୍ଦ୍ର ଅନ୍ତର୍ଗତ ଆଳମଙ୍ଗା ପ୍ରକଳ୍ପ ଉପ୍ରା ବିଦ୍ୟାଳୟ ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ସଭା ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିକ୍ଷକ ସୂର୍ଯ୍ୟମଣି ପାତ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭଣ୍ଡାରିପୋଖରୀ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ରତିକାନ୍ତ ବେହେରା, ମୁଖ୍ୟ ବକ୍ତା ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷାବିତ ଭାସ୍କର ଚନ୍ଦ୍ର ପାଢ଼ୀ, ସମ୍ମାନିତ ବକ୍ତା ଶିକ୍ଷକପ୍ରଶିକ୍ଷକ ପ୍ରଫୁଲ୍ଲ କୁମାର ଗୋଚ୍ଛାୟତ, ସାଧନ […]
Read More Text.