ନାବାଳିକା ଦୁଷ୍କର୍ମକାରୀ କୁ କୋଡିଏ ବର୍ଷ ସଶ୍ରମ କାରାଦଣ୍ଡ ସମେତ ଜୋରିମାନା
ବାରିପଦା: 2023 ଡିସେମ୍ବର 10 ତାରିଖ ରେ ମୟୁରଭଞ୍ଜ ଜିଲ୍ଲା ବାଦାମପାହାଡ଼ ଥାନା ଅଞ୍ଚଳରେ ହୋଇଥବା ଜନୈକ ନାବାଳିକା ସିହିତ ଏକ ଦୁଷ୍କର୍ମ ମାମଲାର ବିଚାର କରି ମାନ୍ୟବର ଆଡ଼-ହକ ଅତିରିକ୍ତ ଜିଲ୍ଲା ଓ ଦୌରାଜଜ ଫାଷ୍ଟ ଟ୍ରାକ ସ୍ପେଶାଲ କୋର୍ଟ ଆଣ୍ଡର ପୋକ୍ସ ଆକ୍ଟ, ମୟୁରଭଞ୍ଜ, ବାରିପଦା ସନ୍ତୋଷ କୁମାର ନାୟକ ଅଭିଯୁକ୍ତ କୁ ଭାରତୀୟ ନ୍ୟାୟ ସଂହିତା 6 ଅଫ ଦା ପକ୍ସ ଆକ୍ଟ ଅନୁଯାୟୀ କୋଡିଏ ବର୍ଷ ସଶ୍ରମ କାରାଦଣ୍ଡ ସମେତ ଦଶ […]
Read More Text.