ବାହାଘର ବେଳେ ବନ୍ଧୁକ ଧରି ପଶିଲେ ୭ ଯୁବକ, ପୋଲିସର ତଦନ୍ତ ଜାରି
ବଲାଙ୍ଗିର : ବାହାଘର ଚାଲିଥିଲା, ବନ୍ଧୁକ ଧରି ପଶିଲେ ମାତାଲ ୭ ଯୁବକ । ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ବାବିଯୋର ଗାଁରୁ ଆସିଛି ଅଭିଯୋଗ । ବାହାଘରରେ ପାଟିତୁଣ୍ଡ କରିବା ସହ ବରକୁ ଖୋଜିଥିଲେ । କାହିଁକି ଏପରି କରିଥିଲେ ଜଣା ପଡି ନଥିଲେ ବି ବର ଉପରେ ଆକ୍ରମଣ କରିବାକୁ ଆସିଥିବା ସନ୍ଦେହ କରାଯାଉଛି । ମାତାଲ୍ ଯୁବକଙ୍କୁ କାବୁ କରିଥିଲେ ଗାଁ ଲୋକ । ପୋଲିସ ମାତାଲ ଯୁବକଙ୍କୁ ଅଟକ ରଖିବା ସହ ବନ୍ଧୁକ […]
Read More Text.