ସାତକୋଶିଆ ନିଷିଦ୍ଧାଞ୍ଚଳରେ ପୁଣି ଉଡିଲା ହେଲିକପ୍ଟର
ଅନୁଗୋଳ: ସରକାର ସାତକୋଶିଆକୁ ବାଘ ଆଣିବାକୁ ଯୋଜନା ରଖିଛନ୍ତି ଓ ଏହାର ସୁରକ୍ଷା ପାଇଁ କୋଟିକୋଟି ଟଙ୍କା ମଧ୍ୟ ଖର୍ଚ୍ଚ କରୁଛନ୍ତି। କିନ୍ତୁ ୧୧ ଦିନରେ ଏହି ନିଷିଦ୍ଧାଞ୍ଚଳରେ ୩ଥର ହେଲିକପ୍ଟର ଉଡାଣ କଲାଣି। ଗତକାଲି ହେଲିକପ୍ଟରଟି ଦିନ ସାଢେ ୧୦ଟା ସମୟରେ ଆଠମଲ୍ଲିକ ଅଞ୍ଚଳରୁ ଆକାଶ ମାର୍ଗରେ ଆସି ସାତକୋଶିଆ ଦେଇ ମହାନଦୀର ତଳ ଅଞ୍ଚଳକୁ ଯାଇଥିବା ସୂଚନା ମିଳିଛି। ତେବେ କିଏ ଓ କାହାଠାରୁ ଅନୁମତି ନେଇ ଏଭଳି ଭଳି ବାରମ୍ବାର ନିଷିଦ୍ଧାଞ୍ଚଳର ଆକାଶ […]
Read More Text.