ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ହେଲେ ଓଡ଼ିଆ ପୁଅ ଶକ୍ତିକାନ୍ତ ଦାସ

ନୂଆଦିଲ୍ଲୀ/ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଣେ ଓଡ଼ିଆଙ୍କୁ ବଡ଼ ଦାୟିତ୍ବ ଦେଇଛନ୍ତି। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ବଡ଼ ଦାୟିତ୍ବ ମିଳିଛି। ଗତ କିଛି ମାସ ପୂର୍ବରୁ ଭାରତୀୟ ରିଜର୍ଭ ବ୍ୟାଙ୍କରୁ ଗଭର୍ଣ୍ଣର ଭାବେ ଅବସର ନେଇଥିବା ଶକ୍ତିକାନ୍ତ ଦାସଙ୍କୁ ପ୍ରମୁଖ ସଚିବ ପଦବି ମିଳିଛି। କେନ୍ଦ୍ର କ୍ୟାବିନେଟ୍‌ ଏହାକୁ ଅନୁମୋଦନ ଦେଇଛି। ସେ ପିକେ ମିଶ୍ରଙ୍କ ସହିତ ଦ୍ବିତୀୟ ପ୍ରମୁଖ ସଚିବ ଦାୟିତ୍ବ ତୁଲାଇବେ। ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ଣ୍ଣର […]

Read More Text.

ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ଖସି ପଡ଼ିଲା ବ୍ୟାଟେରୀ, ଅଧାରେ ଅଟକିଲା ଟ୍ରେନ

ସୋର: ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସରୁ ବ୍ୟାଟେରୀ ଖସିପଡ଼ିଥିବା ସୂଚନା ମିଳିଛି। ଫଳରେ ଏହି ଟ୍ରେନ୍‌‌ଟି ଅଧାରେ ଅଟକି ରହିଛିା ସବିରା ଷ୍ଟେସନ ପାଖରେ ବ୍ୟାଟେରୀ ଖସିପଡ଼ିବାରୁ ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଅଟକି ରହିଥିବା ଜଣାପଡ଼ିଛି। ନ୍ୟୁ ଜଲପାଇଗୁଡ଼ି ଏକ୍ସପ୍ରେସ ଚେନ୍ନାଇରୁ ଜଲପାଇଗୁଡ଼ି ଯିବା ବାଟରେ ଅଟକି ରହିଛି। ରେଲୱେ ବିଭାଗର ଉଚ୍ଚ କର୍ତ୍ତୃପକ୍ଷ ଏବଂ ବୈଷୟିକ ଅଧିକାରୀ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଏହି ଘଟଣାରେ କୌଣସି କ୍ଷତି ହୋଇନଥିବା ସୂଚନା ଦେଇଛନ୍ତି। ତେବେ ଟ୍ରେନରେ ବ୍ୟାଟେରୀ ଲଗାଯିବା […]

Read More Text.

ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତଙ୍କ ଦେହାନ୍ତ

ଭୁବନେଶ୍ୱର: ଓଡ଼ିଶୀ ନୃତ୍ୟ ଗୁରୁ ମାୟାଧର ରାଉତ ଦିଲ୍ଲୀ ବାସଭବନରେ ଶନିବାର ସକାଳେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି।ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ପରିବାର ବର୍ଗଙ୍କ ସୂଚନା ଅନୁଯାୟୀ, ଆଜି ସକାଳେ ସେ ନାତିନାତୁଣୀ ତଥା ପରିବାରର ଅନ୍ୟ ସଦସ୍ୟଙ୍କ ଗହଣରେ ଖିଆପିଆ କରିଥିଲେ। ତାଙ୍କର କୌଣସି ରୋଗନଥିଲା ବେଳେ ବାର୍ଦ୍ଧକ୍ୟ ଯୋଗୁଁ ତାଙ୍କର ମୃତ୍ୟୁ ହୋଇଛି। ତେବେ ତାଙ୍କର ଅନ୍ତିମ ସଂତ୍କାର ଲୋଧି ରୋଡ୍ ଶ୍ମଶାନରେ କରାଯିବ ବୋଲି ଜଣାପଡିଛି। ତାଙ୍କ […]

Read More Text.

୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଓଡ଼ିଶା ଟ୍ରାଭେଲ ବଜାର

ଭୁବନେଶ୍ୱର: ରାଜଧାନୀରେ ଆୟୋଜିତ ହେବାକୁ ଯାଉଛି ଷଷ୍ଠ ଥର ପାଇଁ ଓଡ଼ିଶା ଟ୍ରାଭେଲ ବଜାର ୨୦୨୫। ଆସନ୍ତା ୨୪ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କାର୍ଯ୍ୟକ୍ରମ। ଭୁବନେଶ୍ୱରର ମେ’ ଫେୟାର କନଭେନସନ ଓ ସ୍ୱସ୍ତି ପ୍ରିମିୟମ ହୋଟେଲଠାରେ ଲାଗିବ ଏହି ବଜାର। ଏହା ଏକ ପ୍ରମୁଖ କ୍ରେତା ଓ ବିକ୍ରେତା ସମ୍ମିଳନୀ ହୋଇପାରିବ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ ଆହୁରି କହିଛନ୍ତି, ଗୋଟିଏ ପ୍ଲାଟଫର୍ମରେ ଏକାଠି […]

Read More Text.

୧୩.୯ କୋଟିର କାମ୍ପା ଅର୍ଥରେ କିଣାଯାଇଛି ଆଇଫୋନ, ଫ୍ରିଜ, ଲାପଟପ୍‌

କ୍ଷତିପୂରକ ବନୀକରଣ ପରିଚାଳନା ଏବଂ ଯୋଜନା କର୍ତ୍ତୃପକ୍ଷ(କାମ୍ପା) ପାଣ୍ଠି ଅର୍ଥରେ କିଣା ହୋଇ ଆଇଫୋନ, ଫ୍ରିଜ ଏବଂ ଲାପଟପ। ଲକ୍ଷେ କି ୨ ଲକ୍ଷ ନୁହେଁ, ସିଧାସଳଖ ୧୩ କୋଟି ୯୦ ଲକ୍ଷ ଟଙ୍କା ଏଭଳି ଅଯଥା ଖର୍ଚ୍ଚରେ ବିନିଯୋଗ କରାଯାଇଛି। ଏହି ଦୁର୍ନୀତିକୁ ଧରିଛନ୍ତି ସିଏଜି। ଉତ୍ତରାଖଣ୍ଡରେ ଜଙ୍ଗଲ ଜମିରେ ଉନ୍ନୟନମୂଳକ କାର୍ଯ୍ୟ କରାଯିବା ପରେ ତାହାର କ୍ଷତିଭରଣା କରିବା ଲାଗି ନୂତନ ବନୀକରଣ ଯୋଜନା ସକାଶେ କାମ୍ପା ପାଣ୍ଠିରୁ ଏହି ଅର୍ଥ ବିନିଯୋଗ ହେବାର […]

Read More Text.

ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ୨ ଭାଇ ଗିରଫ

ନୂଆପଡା: ଭିଜିଲାନ୍ସ ଜାଲରେ ୨ ଭାଇ । ନୂଆପଡ଼ା ଜିଲା ଘୁଚାଗୁଡ଼ା ପିଇଓ ସତ୍ୟବ୍ରତ ବରାଳ ଏବଂ ତାଙ୍କ ଭାଇ ଉତ୍ତମ ବରାଳଙ୍କୁ ଧରିଛି ଭିଜିଲାନ୍ସ । ସରକାରୀ ଅର୍ଥ ଆତ୍ମସାତ କରିବା ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ଭିଜିଲାନ୍ସ । ଉଭୟ ଭାଇଙ୍କ ବିରୋଧରେ ୭ ଲକ୍ଷ ୨୦ ହଜାର ଟଙ୍କା ହଡ଼ପ କରିଥିବା ନେଇ ଅଭିଯୋଗ ହୋଇଛି । ସୂଚନା ଅନୁସାରେ, ହାଇମାଷ୍ଟ ଲାଇଟ ଲଗାଇବା, ରାସ୍ତା ଲାଇଟ୍ ମରାମତି କରିବା, ପାର୍କ […]

Read More Text.

ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : କିଟ୍ ବିଶ୍ୱବିଦ୍ୟାଳୟ ଘଟଣାରେ ନେପାଳ ବୈଦେଶିକ ବ୍ୟାପାର ମନ୍ତ୍ରୀଙ୍କ ସହିତ ଫୋନ୍ ଯୋଗେ କଥା ହେଲେ ମୁଖ୍ୟମନ୍ତ୍ରୀ । ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ପିଲାମାନଙ୍କ ଭରସା ଫେରାଇ ଆଣିବା ପାଇଁ ପଦକ୍ଷେପ ନେବାକୁ ପ୍ରତିଶ୍ରୁତି ଦେଲେ । ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନେପାଳ ଦୂତାବାସର ଦୁଇ ଅଧିକାରୀ । ସରକାରଙ୍କ କାର୍ଯ୍ୟନୁଷ୍ଠାନ ଉପରେ ସନ୍ତୋଷ ବ୍ୟକ୍ତକରି ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ।  ନେପାଳର ପିଲାମାନେ ହେଉଛନ୍ତି ଆମ ପିଲା, ପୁରା ସମ୍ମାନର ସହ ପିଲାମାନେ […]

Read More Text.

ମଜୁରୀ ପାଇଁ ଶିକ୍ଷକ ଛୁଟି ଦରଖାସ୍ତ ଦେବା ଘଟଣା, ମିଳିଲା ବକେୟା ଦରମା

ବଲାଙ୍ଗିର: ଖବର ବାଜିଲା ପରେ ଶିକ୍ଷକଙ୍କୁ ଦରମା ଦେବାକୁ ଶିକ୍ଷା ବିଭାଗର ଚେତା ପଶିଲା । ମଜୁରୀ ପାଇଁ ଶିକ୍ଷକ ଛୁଟି ଦରଖାସ୍ତ ଦେବା ଘଟଣାରେ ଶିକ୍ଷକଙ୍କୁ ବକେୟା ଦରମା ଦେଲା ଶିକ୍ଷା ବିଭାଗ । ୩୯୮ କୋଟି ୩୨ ଲକ୍ଷ ୮୨ ହଜାର ଟଙ୍କା ରିଲିଜ କଲା ବିଭାଗ । ପୁଇଁତଳା ବ୍ଲକର ୭୨ ଶିକ୍ଷକ ଦରମା ପାଇନଥିବା ଅଭିଯୋଗ ହୋଇଥିଲା । ଏହା ପରେ ଜଣେ ଶିକ୍ଷକ ମଜୁରୀ ପାଇଁ ପ୍ରଧାନ ଶିକ୍ଷକଙ୍କୁ ଛୁଟି […]

Read More Text.

ଏୟାରଇଣ୍ଡିଆର ଦୟନୀୟ ସେବାକୁ ନେଇ ପ୍ରଶ୍ନ ଉଠାଇଲେ କେନ୍ଦ୍ରମନ୍ତ୍ରୀ ଶିବରାଜ ଚୌହ୍ବାନ

କେନ୍ଦ୍ରୀୟ କୃଷି ଓ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂହ ଚୌହ୍ବାନ ଏୟାରଇଣ୍ଡିଆର ବିମାନ ସେବାକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ବିମାନର ସିଟ୍‌ଗୁଡ଼ିକର ଖରାପ ସ୍ଥିତିକୁ ନେଇ ଶିବରାଜ ସାମାଜିକ ଗଣମାଧ୍ୟମ ଏକ୍ସ’ରେ ଏକ ପୋଷ୍ଟ କରି ସୂଚନା ଦେଇଛନ୍ତି। ଶିବରାଜ କହିଛନ୍ତି, ସେ ଭୋପାଳରୁ ଦିଲ୍ଲୀ ଯାତ୍ରା କରିବା ପାଇଁ ଏୟାରଇଣ୍ଡିଆ ବିମାନ ଏଆଇ୪୩୬ରେ ତାଙ୍କୁ ଟିକେଟ ମିଳିଥିଲା। ବିମାନର ସିଟ୍ ସଂଖ୍ୟା ୮ସି ତାଙ୍କୁ ଆବଣ୍ଟିତ ହୋଇଥିଲା। କିନ୍ତୁ ସେ ଯେତେବେଳେ ସିଟ୍‌ ନିକଟରେ […]

Read More Text.

କିଟ୍ ପ୍ରସଙ୍ଗରେ କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କ ବିସ୍ଫୋରକ ବୟାନ

ଭୁବନେଶ୍ବର: କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବିରେ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ କିଟ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେଣେ ଏନେଇ ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ କହିଛନ୍ତି, କିଟରେ ଘଟିଥିବା ଘଟଣା ନିନ୍ଦନୀୟ। ସେ ଆହୁରି କହିଛନ୍ତି, ମୁଁ ମୁଖ୍ୟ ଶାସନ ସଚିବ ଥିବା ବେଳେ ଜମି ଜବରଦଖଲ ନେଇ ଅଭିଯୋଗ ଆସିଥିଲା। ତାର ତଦନ୍ତ ଲାଗି ବି ନିର୍ଦ୍ଦେଶ ଦିଆଯାଇଥିଲା। ପୂର୍ବ ବିଜେଡି ସରକାର ସମୟରେ କିଟକୁ ଅହେତୁକ […]

Read More Text.