ସାନ ଯା’ଙ୍କୁ ବଡ ଯା’ ଲିଭର ଦେବା ଘଟଣା, ସାନ ଯା’ଙ୍କ ମୃତ୍ୟୁ
ସମ୍ବଲପୁର: ଝାଙ୍କରପାଲି ଅଞ୍ଚଳର ସାନ ଯାଆକୁ ବଡ ଯାଆ ଲିଭର ଦେବା ଘଟଣା । ଲିଭର ଦେବା ପରେ ବି ବଞ୍ଚିଲେନି ସାନ ଯାଆ । ଚିକିତ୍ସାଧୀନ ଅବସ୍ଥାରେ ହାଇଦ୍ରାବାଦରେ ସାନ ଯାଆର ମୃତ୍ୟୁ ହୋଇଥିବା ନେଇ ସୂଚନା ମିଳିଛି । ଗତକାଲି ରାତିରେ ମୃତ୍ୟୁ ନେଇ ସୂଚନା ଦେଇଛନ୍ତି ମହିଳାଙ୍କ ସ୍ବାମୀ । ସୂଚନା ଅନୁସାରେ, ଝାଙ୍କରପାଲି ଅଞ୍ଚଳର ଜଣେ ମହିଳାଙ୍କ ପେଟରେ ସେପଟିକ୍ ହେବାରୁ ସାନ ଯାଆଙ୍କ ଲିଭର ନଷ୍ଟ ହୋଇଯାଇଥିଲା । ଗୁରୁତର […]
Read More Text.