ଦୁର୍ଘଟଣାର ଶିକାର ପରେ କାର୍ଯ୍ୟକ୍ରମରେ ସାମିଲ ହୋଇ କଥା ରଖିଲେ ସୌରଭ ଗାଙ୍ଗୁଲି
ନୂଆଦିଲ୍ଲୀ: ପୂର୍ବତନ ଭାରତୀୟ ଅଧିନାୟକ ଏବଂ ପୂର୍ବତନ ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଏକ ସଡ଼କ ଦୁର୍ଘଟଣାର ଶିକାର ହୋଇଛନ୍ତି। ସୌଭାଗ୍ୟବଶତଃ ଦୁର୍ଘଟଣାରୁ ସୌରଭ ଗାଙ୍ଗୁଲି ଅଳ୍ପକେ ବର୍ତ୍ତି ଯାଇଛନ୍ତି। ତାଙ୍କୁ କୌଣସି ପ୍ରକାର ଆଘାତ ଲାଗିନାହିଁ। ପ୍ରକାଶିତ ରିପୋର୍ଟ ଅନୁସାରେ, ବର୍ଦ୍ଧମାନରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଦୁର୍ଗାପୁର ଏକ୍ସପ୍ରେସୱେ ଦେଇ ଯାଉଥିବା ସମୟରେ ଦନ୍ତନପୁରରେ ସୌରଭ ଗାଙ୍ଗୁଲି ଦୁର୍ଘଟଣାର ଶିକାର ହୋଇଥିଲେ । ଏକ ଲରି ହଠାତ୍ ସୌରଭଙ୍କ କାରକୁ ଓଭରଟେକ୍ କରିବାକୁ ଚେଷ୍ଟା […]
Read More Text.