ବିବେକାନନ୍ଦ ଶିକ୍ଷାକେନ୍ଦ୍ର ବାର୍ଷିକ ଉତ୍ସବ ଓ ପୁରସ୍କାର ବିତରଣୀ ସଭା
ଆଗରପଡ଼ା :ବନ୍ତ ବ୍ଲକ ରାମକୃଷ୍ଣପୁର ପଂଚାୟତ ବାଲୋ ଶାସନ ଠାରେ ଅବସ୍ଥିତ ବିବେକାନନ୍ଦ ଶିକ୍ଷାକେନ୍ଦ୍ରରେ ବାର୍ଷିକ ଓ ପୁରସ୍କାର ବିତରଣୀ ସଭା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଉତ୍ସବରେ ଶିକ୍ଷାକେନ୍ଦ୍ରର ସମ୍ପାଦକ ବିଷ୍ଣୁ ମୋହନ ପଣ୍ଡାଙ୍କ ତତ୍ୱାବଧାନରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଧାନଆଚାର୍ଯ୍ୟ ସୋମନାଥ ସୂତାରଙ୍କ ସଭାପତିରେ ବିଆର ପି ସିମୁଳିଆ ବିଶ୍ୱମ୍ବର ପଣ୍ଡା, ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ସନ୍ତୋଷ କୁମାର ମଲ୍ଲିକ,ଓଡ଼ିଶା ଶିକ୍ଷା ବିକାଶ ପରିଷଦର ସଂଯୋଜକ ସୁଦର୍ଶନ ପ୍ରଧାନ,ପ୍ରାକ୍ତନ ଆଞ୍ଚଳିକ ସାଧନକେନ୍ଦ୍ର ସଂଯୋଜକ ସୁଧୀର […]
Read More Text.