ଅଲଚିକି ଶିକ୍ଷାଦାନକୁ ସୁନିଶ୍ଚିତ କରିବା ପାଇଁ ରାଜ୍ୟପାଳଙ୍କୁ ଭେଟି ଦାବି ରଖିଲେ ଅର୍ଜୁନ ମୁର୍ମୁ
ବାରିପଦା: ତା-୧୯/୦୨/୦୨୫ ଓଡ଼ିଶାରେ ପ୍ରାଥମିକସ୍ତରରୁ ବିଶ୍ଵବିଦ୍ୟାଳୟ ପର୍ଯ୍ୟନ୍ତ ଅଲଚିକି ଶିକ୍ଷାଦାନ ସୁନିଶ୍ଚିତ, ମୟୂରଭଞ୍ଜରେ ସାନ୍ତାଳୀ ଶିକ୍ଷା ପରିଷଦ ବା ସାନ୍ତାଳୀ ବିଶ୍ଵବିଦ୍ୟାଳୟ ପ୍ରତିଷ୍ଠା, ମୟୂରଭଞ୍ଜ ଓ କେନ୍ଦୁଝର ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ନାମ ଫଳକରେ ଉଭୟ ଓଡିଆ, ଇଂରାଜୀ ସହିତ ଅଲଚିକିରେ ଲେଖାଯିବା, ସାନ୍ତାଳୀ ସାହିତ୍ୟ ଏକାଡେମୀ ଖୋଲିବା, ବାରିପଦାରେ ପଣ୍ଡିତ ରଘୁନାଥ ମୁର୍ମୁ ଟ୍ରାଇବାଲ ରିସର୍ଚ ଇନ୍ଷ୍ଟିଚ୍ୟୁଟ୍ ପ୍ରତିଷ୍ଠା, ସାନ୍ତାଳୀ ସଙ୍ଗୀତ ନାଟକ ଏକାଡେମୀ, ସୁନାରାମ ସୋରେନ ସାନ୍ତାଳୀ ପାଠାଗାର ପ୍ରତିଷ୍ଠା କରାଯିବା, ଓଡିଶାରେ […]
Read More Text.