ସୀମା ଟପୁଛି ଅନ୍ଧବିଶ୍ୱାସ, କୁସଂସ୍କାର ବଞ୍ଚି ଥାଉଥାଉ ମା’ର ଶୁଦ୍ଧିକ୍ରିୟା

ଭାପୁର: ସୀମା ଟପିଛି କୁସଂସ୍କାର ଓ ଅନ୍ଧବିଶ୍ୱାସ। ଗାଁ ମୁଖିଆଙ୍କ ଚାପରେ ୮୧ ବର୍ଷର ବୃଦ୍ଧା ମା’ ବଞ୍ଚି ଥାଉଥାଉ ପୁଅ-ବୋହୂ ଶୁଦ୍ଧି ହୋଇଛନ୍ତି। ପୁରୀ ଯାଇ ଜଗନ୍ନାଥଙ୍କୁ ଦର୍ଶନ କରିବା ପରେ ଗାଁରେ ଭୋଜିଭାତ ମଧ୍ୟ ଦେଇଛନ୍ତି। ମାତ୍ର ମା’ଙ୍କର ରୋଗ ଭଲ ହେଉନଥିବା‌ ଖବର ପାଇବା ପରେ ଗ୍ରାମବାସୀ ଅଜବ ନିୟମ କରିଛନ୍ତି। ପୁଣି ଥରେ ମା’ର ଶୁଦ୍ଧିକ୍ରିୟା ପାଇଁ ସେମାନେ ପରିବାର ଲୋକଙ୍କୁ ବାଧ୍ୟ କରୁଛନ୍ତି। ମାତ୍ର ଏଥର ରାଜି ନ ହେବାରୁ […]

Read More Text.

ଅଚ୍ୟୁତଙ୍କୁ ସୁରକ୍ଷା ଦେବାକୁ ଗୃହ ବନ୍ଦ କରୁଛନ୍ତି ବିରୋଧୀ

ଭୁବନେଶ୍ୱର,୧୯।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ ଅଚ୍ୟୁତ ସାମନ୍ତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ବୁଧବାର ବିଧାନସଭାରେ ଏହା କହିଛନ୍ତି ଜୟନାରାୟଣ ମିଶ୍ର। KIIT ପ୍ରସଙ୍ଗକୁ ନେଇ ଓଡିଶା ସାରା ବିଶ୍ୱରେ ନିନ୍ଦିତ ହୋଇଥିବା ବେଳେ ଏହାକୁ ନେଇ ବିଧାନସଭାରେ ମଧ୍ୟ ତାତି ଦେଖିବାକୁ ମିଳିଥିଲା। ଏହାରି ଉପରେ ବିଧାନସଭାରେ ବିବୃତି ରଖି ବରିଷ୍ଠ ନେତା ଜୟନାରାୟଣ ମିଶ୍ର କହିଛନ୍ତି, ଅଚ୍ୟୁତ ସାମନ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସରକାର ବଦ୍ଧ ପରିକର। ଅଚ୍ୟୁତଙ୍କୁ ସୁରକ୍ଷା ଦେବାକୁ […]

Read More Text.

ପ୍ରଥମ ଥର ପାଇଁ ବିଧାୟକ, ଏବେ ମୁଖ୍ୟମନ୍ତ୍ରୀ… ଜାଣନ୍ତୁ ଦିଲ୍ଲୀର ନୂତନ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା କିଏ

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀରେ ଭାଜପା ଏହାର ମୁଖ୍ୟମନ୍ତ୍ରୀଙ୍କ ନାମ ପ୍ରକାଶ କରିଛି ଏବଂ ବିଧାୟକ ଦଳ ବୈଠକରେ ରେଖା ଗୁପ୍ତାଙ୍କ ନାମ ଚୂଡ଼ାନ୍ତ ହୋଇଛି। ଦିଲ୍ଲୀର ଶାଲିମାର ବାଗ ଆସନରୁ ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ରେଖି ଗୁପ୍ତା ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବେ। ସମସ୍ତ କଳ୍ପନାଜଳ୍ପନାକୁ ପଛରେ ପକାଇ, ଭାଜପା ଜଣେ ମହିଳା ମୁହଁ ଉପରେ ବାଜି ଲଗାଇଛି ଏବଂ ବୈଶ୍ୟ ସମ୍ପ୍ରଦାୟରୁ ଆସିଥିବା ରେଖା ଗୁପ୍ତାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ନିଷ୍ପତ୍ତି ନେଇଛି। ଏବେ ଗୁରୁବାର ସେ […]

Read More Text.

ବିରଳରୁ ବିରଳ: ୭ ମାସର ଶିଶୁକୁ ବଳାତ୍କାର, ଅଭିଯୁକ୍ତକୁ ମୃତ୍ୟୁଦଣ୍ଡ

କୋଲକାତା,୧୯।୨: ଏକ ଐତିହାସିକ ନିଷ୍ପତ୍ତିରେ, କୋଲକାତାର ଏକ ସ୍ୱତନ୍ତ୍ର କୋର୍ଟ ସାତ ମାସର ଶିଶୁକନ୍ୟାକୁ ନିର୍ମମ ଭାବରେ ବଳାତ୍କାର କରିବା ଅଭିଯୋଗରେ ରାଜୀବ ଘୋଷକୁ ମୃତ୍ୟୁଦଣ୍ଡ ଦେଇଛନ୍ତି। ଏହି ଅପରାଧକୁ “ବିରଳରୁ ବିରଳ” ଘୋଷଣା କରି, କୋର୍ଟ ପୀଡିତାଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଭୟଙ୍କର ଘଟଣା୩୦ ନଭେମ୍ବର, ୨୦୨୪ ରେ କୋଲକାତାର ବୁର୍ଟୋଲା ଅଞ୍ଚଳରେ ଘଟିଥିଲା। ଶିଶୁଟିର ପିତାମାତା, ଯେଉଁମାନେ ଫୁଟପାଥ ରାସ୍ତାରେ ବାସ କରୁଥିବା ବେଳେ ହଠାତ […]

Read More Text.

ପରବେଶ ବର୍ମା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯।୨: ଦିଲ୍ଲୀରେ ଭାଜପା ଏହାର ମୁଖ୍ୟମନ୍ତ୍ରୀଙ୍କ ନାମ ପ୍ରକାଶ କରିଛି ଏବଂ ବିଧାୟକ ଦଳ ବୈଠକରେ ରେଖା ଗୁପ୍ତାଙ୍କ ନାମ ଚୂଡ଼ାନ୍ତ ହୋଇଛି। ଏଥିସହିତ ଦଳ ପରବେଶ ବର୍ମାଙ୍କୁ ଉପମୁଖ୍ୟମନ୍ତ୍ରୀ ନିଯୁକ୍ତ କରିଛି । ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ହରାଇବା ପରେ ଆଲୋଚନା ହେଉଥିଲା ଯେ, ତାଙ୍କୁ ଦଳ ମୁଖ୍ୟମନ୍ତ୍ରୀ କରିପାରେ। କିନ୍ତୁ ଏହା ହୋଇନାହିଁ, ତାଙ୍କୁ ଏବେ ରେଖା ଗୁପ୍ତାଙ୍କ ଅଧୀନରେ କାମ କରିବାକୁ ହେବ। ଦଳ ଦିଲ୍ଲୀରେ ଦୀର୍ଘ ୨୬ ବର୍ଷ […]

Read More Text.

ମହାକୁମ୍ଭକୁ ନେଇ ଗୁଜବ, ବିରୋଧୀଙ୍କ ଉପରେ ବର୍ଷିଲେ ଯୋଗୀ

ଲକ୍ଷ୍ନୌ: ମହାକୁମ୍ଭ ନେଇ ବିରୋଧୀଙ୍କ ଉପରେ ବର୍ଷିଲେ ଯୋଗୀ । ବଜେଟ ଅଧିବେଶନରେ ଯୋଗ ଦେଇ ଯୋଗୀ ମହାକୁମ୍ଭକୁ ନେଇ ଅପପ୍ରଚାର କରୁଥିବା ବିରୋଧୀ ଗୋଷ୍ଠୀଙ୍କ ଉପରେ ସିଧା ସଳଖ ନିଶାନା କରିଛନ୍ତି । ସପା ସହ ମମତା ବାନାର୍ଜୀ, ଲାଲୁ ପ୍ରସାଦ ଯାଦବ ଏବଂ ମଲ୍ଲିକାର୍ଜୁନ ଖଡଗେଙ୍କୁ ମଧ୍ୟ ଟାର୍ଗେଟ୍ କରିଛନ୍ତି । ତେବେ ମହାକୁମ୍ଭକୁ ପ୍ରଥମ ଦିନରୁ ହିଁ ବିରୋଧ କରି ଆସୁଛନ୍ତି ସମାଜବାଦୀ ପାର୍ଟିର ସଦସ୍ୟ । ଏଯାଏଁ ୫୬ କୋଟିରୁ ଅଧିକ […]

Read More Text.

ଟ୍ରମ୍ପଙ୍କ ଧମକ : ଭାରତୀୟ ସେୟାର ବଜାର ଦୋହଲିଲା

ୱାସିଂଟନ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟାରିଫ ବୋମା ଏବେ ଭାରତୀୟ ସେୟାର ବଜାରକୁ ବି ଦୋହଲାଇ ଦେଇଛି । ପୁଣିଥରେ ଟ୍ରମ୍ପ ତିନୋଟି ବଡ ସେକ୍ଟରକୁ ଧମକ ଦେଇଛନ୍ତି । ଅଟୋମୋବାଇଲ, ସେମିକଣ୍ଡକ୍ଟର ଓ ଫାର୍ମ ସେକ୍ଟର ଉପରେ ୨୫ ପ୍ରତିଶତ ଆମଦାନୀ କର ଲଗାଇବାକୁ ଧମକ ଦେଇଛନ୍ତି । ହେଲେ ଏହି ଟାରିଫ୍ କେଉଁ କେଉଁ ଦେଶ ଉପରେ ଲାଗିବ ତାହା ଟ୍ରମ୍ପ ସ୍ପଷ୍ଟ କରିନାହାଁନ୍ତି । ମାତ୍ର ଏହାର ପ୍ରଭାବ ଏବେ ଭାରତୀୟ […]

Read More Text.

ମୁଦା ଦୁର୍ନୀତି: ସିଦ୍ଦରମୈୟାଙ୍କ ବିରୋଧରେ ପ୍ରମାଣ ପାଇଲେନି ଲୋକାୟୁକ୍ତ

ବେଙ୍ଗାଲୁରୁ : କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟାଙ୍କୁ ମିଳିଛି ବଡ଼ ଆଶ୍ୱସ୍ତି। ମହୀଶୂର ଅର୍ବାନ ଡେଭଲପମେଣ୍ଟ ଅଥୋରିଟୀ (ମୁଦା) ଜମି ଦୁର୍ନୀତି ମାମଲାରେ ତାଙ୍କ ବିରୋଧରେ ତଦନ୍ତ କରିବା ପାଇଁ ପ୍ରମାଣ ନାହିଁ ବୋଲି କହିଛନ୍ତି ଲୋକାୟୁକ୍ତ। ଏହା ସହିତ ଲୋକାୟୁକ୍ତ କହିଛନ୍ତି ଯେ ସିଦ୍ଦରମୈୟାଙ୍କ ବିରୋଧରେ ଯେଉଁ ଅଭିଯୋଗ ଆସିଛି ତାହା ଦେୱାନୀ ପ୍ରକୃତିର ଏବଂ ଏହା ଫୌଜଦାରୀ ମାମଲା ପାଇଁ ଉପଯୁକ୍ତ ନୁହେଁ। ଯେଉଁ ତିନି ଜଣ ସାମାଜିକ କର୍ମୀ ଗତ ବର୍ଷ କର୍ଣ୍ଣାଟକା ରାଜ୍ୟପାଳଙ୍କୁ ଚିଠି ଲେଖି […]

Read More Text.

ରେଖା ଗୁପ୍ତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀ ପାଇଲା ନୂଆ ମୁଖ୍ୟମନ୍ତ୍ରୀ । ରେଖା ଗୁପ୍ତା ହେଲେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ । ବିଧାୟକ ଦଳ ବୈଠକରେ ନାମ ଘୋଷଣା । ନାଁ ଘୋଷଣା ପରେ ରେଖା ଗୁପ୍ତାଙ୍କ ହାତରେ ରହିବ ଦିଲ୍ଲୀର ଶାସନ ଭାର । ବହୁ କଳ୍ପନା ଜଳ୍ପନା ପରେ ଶେଷରେ ରେଖାଙ୍କ ନାଁରେ ବାଜିଲା ମୁଖ୍ୟମନ୍ତ୍ରୀ ମୋହର । ରେଖା ଗୁପ୍ତା ଦିଲ୍ଲୀ ବିଜେପିର ମହାସଚିବ ଥିବା ବେଳେ ଏଥର ଶାଲିମାର ବାଗରୁ ନିର୍ବାଚନ ଜିତିଛନ୍ତି। ସେ ପ୍ରଥମ ଥର […]

Read More Text.

ରାହୁଲ ଗାନ୍ଧୀଙ୍କୁ ପରାମର୍ଶ ଦେଲେ ସେନାମୁଖ୍ୟ – ସେନାକୁ ରାଜନୀତିରେ ଟାଣିବା ଉଚିତ୍ ନୁହେଁ

ନୂଆଦିଲ୍ଲୀ,୧୯।୨: ସେନା ମୁଖ୍ୟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ଭାରତ-ଚୀନ ସୀମା ବିବାଦ ଏବଂ ଦେଶ ଭିତରେ ସେନାକୁ ନେଇ ଚାଲିଥିବା ରାଜନୀତି ଉପରେ ଏକ ବିବୃତ୍ତି ଦେଇଛନ୍ତି। ଲୋକସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ପରାମର୍ଶ ଦେବା ସମୟରେ ସେ କହିଥିଲେ ଯେ ସେନାକୁ ରାଜନୀତିରେ ଟାଣିବା ଉଚିତ୍ ନୁହେଁ। କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ନିକଟରେ ଦାବି କରିଥିଲେ ଯେ ସେନାମୁଖ୍ୟ କହିଥିଲେ ଯେ ଲଦାଖ ସେକ୍ଟରରେ ଅନୁପ୍ରବେଶ ହୋଇଛି। ଏହା ଉପରେ ସେନା ମୁଖ୍ୟ […]

Read More Text.