ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟ, ଗ୍ରୁପ ବି ର ୪ର୍ଥ ମ୍ୟାଚ ରେ ଡି ଆର କେ (ବି ) ବିଜୟୀ
ବାରିପଦା : ସ୍ଥାନୀୟ ବାରିପଦା ଷ୍ଟାଡିୟମ ପଡିଆରେ ଓଡିଶା କ୍ରିକେଟ ଏସୋସିଏସନ ଓ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନର ମିଳିତ ଆନୁକୂଲ୍ୟରେ ଆୟୋଜିତ ମୟୁରଭଞ୍ଜ ଜିଲ୍ଲାସ୍ତରୀୟ ସିନିୟର ପୁରୁଷ ଆନ୍ତଃ କ୍ଲବ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଗ୍ରୁପ ବି ର ୪ର୍ଥ ମ୍ୟାଚରେ ଡି ଆର କେ (ବି ) ଜେ କେ ସି ସି କୁ ୨୯ ରନରେ ପରାସ୍ତ କରିଥିଲା I ପ୍ରଥମେ ବ୍ୟାଟିଂ କରି ଡି ଆର କେ (ବି ) ୩୫ ଓଭରରେ ୬ […]
Read More Text.