ଜ୍ଞାନେଶ କୁମାର ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର
ଜ୍ଞାନେଶ କୁମାର ଦେଶର ନୂଆ ମୁଖ୍ୟ ନିର୍ବାଚନ କମିଶନର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ବାଧୀନ ଚୟନ କମିଟି ବୈଠକରେ ପରବର୍ତ୍ତୀ ମୁଖ୍ୟ ନିର୍ବାଚନ କମିଶନର ଭାବେ ଜ୍ଞାନେଶ କୁମାରଙ୍କୁ ନିଯୁକ୍ତି ମିଳିଛି । ଏନେଇ ଆଇନ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୮୮ ବ୍ୟାଚର କେରଳ କ୍ୟାଡର IAS ହେଉଛନ୍ତି ଜ୍ଞାନେଶ କୁମାର । ସେ ବର୍ତ୍ତମାନର ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ସ୍ଥାନ ନେବେ । ଆଜି ମୁଖ୍ୟ ନିର୍ବାଚନ […]
Read More Text.