ସାରସକଣାରେ ବିଭିନ୍ନ ପ୍ରକଳ୍ପ ଉଦଘାଟନ କଲେ ପଞ୍ଚାୟତିରାଜ ମନ୍ତ୍ରୀ

ବାରିପଦା : ଗ୍ରାମ୍ୟ ଉନ୍ନୟନ, ପଞ୍ଚାୟତିରାଜ ଓ ପାନୀୟଜଳ ବିଭାଗ ମନ୍ତ୍ରୀ ରବି ନାରାୟଣ ନାଏକ ଆଜି ମୟୂରଭଞ୍ଜ ଜିଲ୍ଲାର ସାରସକଣା ବ୍ଲକ ଅନ୍ତର୍ଗତ ଭୁରଶାଣୀ ଖେଳ ପଡ଼ିଆରେ ଆୟୋଜିତ ବିଶାଳ ଜନସମାବେଶ ଓ ଉଦଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭ ଉଦଘାଟନ କରିଛନ୍ତି। ଏହି ଅବସରରେ ସେ ୩୩ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ବ୍ୟୟରେ ନିର୍ମିତ ବୃହତ ପାନୀୟ ଜଳ ପ୍ରକଳ୍ପ, ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧୀନରେ ୨୨୩ […]

Read More Text.

ବାରିପଦାରେ ମହିଳା ଥାନା ପ୍ରତିଷ୍ଠା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାଵୀପତ୍ର 

ବାରିପଦା : ବାରିପଦା ସହରର ବୁଦ୍ଧିଜୀବୀ ଓ ମିଳିତ ବିରୋଧୀ ଦଳ କଂଗ୍ରେସ, ସିପିଆଈ, ସିପିଏମ ପକ୍ଷରୁ ଶ୍ରୀ ମୋହନ ଚରଣ ମାଝୀ  ମୁଖ୍ୟମନ୍ତ୍ରୀ ଙ୍କୁ  ମୟୂରଭଞ୍ଜ ଜିଲ୍ଲା ପୋଲିସ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଡୁପଲ୍ଲୀ ଙ୍କ ଜରିଆରେ  ମୟୂରଭଞ୍ଜ ଜିଲ୍ଲା ମୁଖ୍ୟାଳୟ ବାରିପଦା ଠାରେ ମହିଳା ଥାନା ପ୍ରତିଷ୍ଠା ନିମନ୍ତେ ଏକ ଦାଵୀପତ୍ର କଂଗ୍ରେସ ନେତା ଶାନ୍ତନୁ ପାଲ ଙ୍କ ନେତୃତ୍ୱରେ ପ୍ରଦାନ କରାଯାଇଛି।    ଜିଲ୍ଲା ପୋଲିସ ଅଧିକ୍ଷକ ଭାବେ ଆପଣ ଏବଂ ଆପଣଙ୍କ […]

Read More Text.

NEET UG ୨୦୨୬ ପରୀକ୍ଷା ବାତିଲ, ପ୍ରଶ୍ନପତ୍ର ଲିକ୍ ନେଇ NTAର ନିଷ୍ପତ୍ତି

ନୂଆଦିଲ୍ଲୀ : NEET UG ୨୦୨୬ ପରୀକ୍ଷା ବାତିଲ ହୋଇଛି । ପରୀକ୍ଷା ବାତିଲା କଲା ଏନଟିଏ । ପ୍ରଶ୍ନପତ୍ର ଲିକ୍ ନେଇ ଏନଟିଏ ଏଭଳି ନିଷ୍ପତ୍ତି ନେଇଛି । ପରୀକ୍ଷା ୩ ମଇ ୨୦୨୬ରୁ ଚାଲିଥିଲା । ପ୍ରଶ୍ନପତ୍ର ଲିକ୍ ମାମଲାର ତଦନ୍ତ କରିବ ସିବିଆଇ । ପରୀକ୍ଷାର୍ଥୀଙ୍କ ହିତ ଦୃଷ୍ଟିରୁ ଏନଟିଏ ଏଭଳି ନିଷ୍ପତ୍ତି ନେଇଛି । ପରୀକ୍ଷା ପୂର୍ବଦିନ ପ୍ରଶ୍ନପତ୍ର ବିକ୍ରି ହୋଇଥିବା ଅଭିଯୋଗ । ୩୦ ହଜାର ଟଙ୍କାରେ ପ୍ରଶ୍ନପତ୍ର ବିକ୍ରି ହୋଇଥିବା […]

Read More Text.

ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବଶର୍ମା

ଗୌହାଟୀ : ଆସାମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ହିମନ୍ତ ବିଶ୍ବଶର୍ମା । ହିମନ୍ତ ବିଶ୍ବଶର୍ମା ଦ୍ବିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ହୋଇଛନ୍ତି । ଗୌହାଟୀର ଖାନାପଡା ଭେଟନାରୀ କଲେଜ ଗ୍ରାଉଣ୍ଡରେ ଶପଥ ଗ୍ରହଣ ସମାରୋହ ଅନୁଷ୍ଠିତ ହୋଇଛି । ହିମନ୍ତ ବିଶ୍ବଶର୍ମାଙ୍କ ସହିତ ଅନ୍ୟ ୪ ଜଣ ମନ୍ତ୍ରୀ ମଧ୍ୟ ଶପଥ ନେଇଛନ୍ତି । ଶପଥ ଗ୍ରହଣ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅମିତ ଶାହ, ଯୋଗୀ ଆଦିତ୍ୟନାଥ, ଚିରାଗ ପାଶୱାନ, ନୀତିନ ଗଡକାରୀ, […]

Read More Text.

ପେଟ୍ରୋଲ ପମ୍ପରେ ଅଗ୍ନିକାଣ୍ଡ, ୧୨ ମୃତ

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶ ରାଜଗଢ ଜିଲ୍ଲାର ପଚୋରରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଗତକାଲି ରାତି ପ୍ରାୟ ୮ଟା ୩୦ ମିନିଟ ସମୟରେ ସହର ମଝିରେ ଥିବା ଏକ ଭାରତ ପେଟ୍ରୋଲିୟମ୍ ପମ୍ପରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିବା ଜଣାପଡିଛି । ଏହି ଦୁର୍ଘଟଣାରେ ୧୨ ଜଣ ଲୋକ ଗୁରୁତର ଭାବେ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି । ସେମାନଙ୍କ ଚିକିତ୍ସା ପାଇଁ ସେମାନଙ୍କୁ ଇନ୍ଦୋର ପଠାଯାଇଛି । ସୂଚନାନୁଯାୟୀ, ପେଟ୍ରୋଲ ପମ୍ପରେ ଏକ ଧାଡ଼ିରେ ଟ୍ରାକ୍ଟରରେ ଡିଜେଲ ଭର୍ତ୍ତି […]

Read More Text.

ଯୁଦ୍ଧ ପରିସ୍ଥିତିରେ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ: ‘ବର୍ଷେ ଯାଏଁ କିଣନି ସୁନା, ପେଟ୍ରୋଲ୍ ଡିଜେଲ୍ ସଞ୍ଚୟ କର’

ନୂଆଦିଲ୍ଲୀ: ବୈଦେଶିକ ମୁଦ୍ରା ସଞ୍ଚୟ ପାଇଁ ସୁନା, ଇନ୍ଧନ, ଖାଇବା ତେଲ, ସାର ଓ ବିଦେଶ ଯାତ୍ରା ଆଦି ବାବଦରେ ଖର୍ଚ୍ଚ କମ୍ କରିବାକୁ ପ୍ରଧାନମନ୍ତ୍ରୀଙ୍କ ନିବେଦନ । ଏହାପରେ, ବିଭିନ୍ନ ସ୍ଥାନରେ ଏହାର ପ୍ରଭାବ ପଡ଼ିବା ଆରମ୍ଭ ହୋଇଛି । କିଛି ସ୍ଥାନରେ ପେଟ୍ରୋଲ ବିକ୍ରି କାଣ୍ଟଛାଣ୍ଟ କରାଯାଇଥିବା ଦେଖିବାକୁ ମିଳିଛି । ସେପଟେ ଏଭଳି ଅପିଲ୍‌କୁ ସ୍ୱାଗତ କରିବା ସହ ଏହାକୁ ସକାରାତ୍ମକ ଭାବେ ନେବା ଉଚିତ ବୋଲି ମତ ରଖିଛନ୍ତି ଅର୍ଥନୀତି ବିଶେଷଜ୍ଞ । […]

Read More Text.

ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ: ୧୪ରେ ଡିଜି ଅଫିସ ଘେରାଉ କରିବ ବିଜେଡି

ଭୁବନେଶ୍ୱର : ଆସନ୍ତା ୧୪ ତାରିଖରେ ପୋଲିସ ମୁଖ୍ୟାଳୟ ଘେରାଉ କରିବ ବିଜେଡି ।  କଟକରେ ବିଜୁ ଜନତା ଦଳର ସାମ୍ବାଦିକ ସମ୍ମିଳନୀରେ ଏନେଇ ସୂଚନା ଦିଆଯାଇଛି ।  ସୌମ୍ୟରଞ୍ଜନ ସ୍ବାଇଁଙ୍କୁ ବୀଭତ୍ସ ହତ୍ୟା ଘଟଣାରୁ ରାଜ୍ୟର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଥିବା ବିଜେଡି ଅଭିଯୋଗ କରିଛି । ଦିନକୁ ଦିନ ରାଜ୍ୟର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହେବାରେ ଲାଗିଛି ।  ଢେଙ୍କାନାଳ ଭାପୁର, ପୁରୀ ବଳଙ୍ଗା, ଗଞ୍ଜାମ ହିଞ୍ଜଳି, ବାଲିଅନ୍ତା ଓ ନୟାଗଡ଼ ଘଟଣାକୁ ନେଇ ପୋଲିସ […]

Read More Text.

ସାଇକେଲରେ ୧୨ କିମି ବୋହି ଥାନାକୁ ମୃତଦେହ ଆଣିଲେ ପରିବାର ଲୋକେ

ସୋର : ନ୍ୟାୟ ଦାବିରେ ସାଇକେଲରେ ୧୨ କିମି ବୁହାହେଲା ମୃତଦେହ । ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ହରିପୁର ଗ୍ରାମରେ ଘର ଛାତ ପକେଇବାକୁ ନେଇ ଜମିବାଡ଼ି ବିବାଦକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଗଣ୍ଡଗୋଳରେ ମାନଶ ଜେନାଙ୍କ ପରିବାର ଲୋକ ସୁରେନ୍ଦ୍ର ସେଠୀଙ୍କ ପରିବାର ଲୋକଙ୍କୁ କୋଦାଳ ରେ ଆକ୍ରମଣ କରିଥିଲେ । ଫଳରେ ଘଟଣାସ୍ଥଳରେ ଆକ୍ରମଣରେ ସୁରେନ୍ଦ୍ରଙ୍କର ଭଉଣୀ କମଳା ସେଠୀଙ୍କ ମୃତ୍ୟୁ ହୋଇଥିଲା । ଏହି ଘଟଣାକୁ […]

Read More Text.

ସାମାନ୍ୟ ବଚସାରୁ କଲେଜ ଛାତ୍ରଙ୍କୁ ବିଭତ୍ସ ହତ୍ୟା

ଝାରସୁଗୁଡ଼ା: ସାମାନ୍ୟ ବଚସାରୁ କଲେଜ ଛାତ୍ରଙ୍କୁ ବିଭତ୍ସ ହତ୍ୟା । ଝାରସୁଗୁଡ଼ା ବେଲପାହାଡ଼ ଅଞ୍ଚଳରେ ଆତତାୟୀଙ୍କ ବର୍ବରତା । ଜୁନାଡିହି କଲେଜର ଜଣେ ଯୁବକଙ୍କୁ ଦିନ ଦ୍ୱିପ୍ରହରରେ ଛୁରାମାଡ଼ କରି ହତ୍ୟା କରିଛନ୍ତି ଆତତାୟୀ । ମୃତକଙ୍କ ସହ ଥିବା ତାଙ୍କ ସହଯୋଗୀ ଏବେ ମେଡିକାଲରେ ଜୀବନ ମରଣ ସହ ସଂଗ୍ରାମ କରୁଛନ୍ତି। ସୂଚନା ଅନୁଯାୟୀ, ଜୁନାଡିହି କଲେଜର ଦୁଇ ଛାତ୍ର ରାହୁଲ ମାହାତ ଏବଂ ଆକାଶ ସାହୁ କୌଣସି କାମରେ ସ୍କୁଟିରେ ଯାଉଥିଲେ । ବେଲପାହାଡ ଫାଟକ […]

Read More Text.

ସିଟିଜେନ୍ସ ହ୍ୟୁମାନ ରାଇଟ୍ସ କ୍ଲିନିକ, ବାରିପଦା ଶାଖାର ପ୍ରତିଷ୍ଠା ଦିବସ

ବାରିପଦା : ସ୍ଥାନୀୟ ରୋଟାରୀ କ୍ଲବ, ବାରିପଦା ପରିସରରେ ସିଟିଜେନ୍ସ ହ୍ୟୁମାନ ରାଇଟ୍ସ କ୍ଲିନିକ, ବାରିପଦା ଶାଖାର ପ୍ରତିଷ୍ଠା ଦିବସ ଓ ୧୭ ତମ ରାଷ୍ଟ୍ରୀୟ ମାନବାଧିକାର ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି I ଏହି ସମ୍ମିଳନୀରେ ” ମାନବିକ ଅଧିକାର ଓ ତାର ସୁରକ୍ଷା, ପ୍ରାଣୀ ଅଧିକାର ଓ ତାର ସୁରକ୍ଷା ଏବଂ ପରିବେଶ ଓ ତାର ସୁରକ୍ଷା ” ଉପରେ ଗୁରୁତ୍ୱାରୋପ କରାଯାଇଥିଲା I ଏହି ଅବସରରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବେ ମାନ୍ୟବର […]

Read More Text.