ପୁଣି ଖଣ୍ଡ ଖଣ୍ଡ ହେବ ପାକିସ୍ତାନ : ମୌଲାନା ଫଜଲୁର

ଇସଲାମାବାଦ: ଇସଲାମିକ ଧର୍ମଗୁରୁ ତଥା ପାକିସ୍ତାନୀ ସାଂସଦ ମୌଲାନା ଫଜଲୁର ରେହମାନ ପାକିସ୍ତାନକୁ ୧୯୭୧ ମସିହାର ବିଭାଜନ କଥା ମନେ ପକାଇ ଦେଇଛନ୍ତି, ଯେତେବେଳେ ପୂର୍ବ ପାକିସ୍ତାନ ଭାଙ୍ଗି ବାଂଲାଦେଶ ହୋଇଯାଇଥିଲା। ସେ କହିଛନ୍ତି ଯେ ବେଲୁଚିସ୍ତାନ ପାକିସ୍ତାନରୁ ଅଲଗା ହୋଇପାରେ । ମୌଲାନା ଫଜଲୁର ରେହମାନ ଦାବି କରିଛନ୍ତି ଯେ ବେଲୁଚିସ୍ତାନର ୫ରୁ ୭ଟି ଜିଲ୍ଲା ସ୍ୱାଧୀନତା ଘୋଷଣା କରିପାରନ୍ତି। ଭାରତ-ପାକିସ୍ତାନ ଯୁଦ୍ଧକୁ ଉଲ୍ଲେଖ କରି ସେ ଚେତାବନୀ ଦେଇଛନ୍ତି ଯେ ପୁଣି ଥରେ ସମାନ […]

Read More Text.

ରାଜ୍ୟ କଂଗ୍ରେସର ‘ସଂକଳ୍ପ ପଦଯାତ୍ରା

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ମଙ୍ଗଳବାର ଦିନ ଭୁବନେଶ୍ୱରରୁ ପୁରୀ ପର୍ଯ୍ୟନ୍ତ ଏକ ‘ସଂକଳ୍ପ ପଦଯାତ୍ରା’ ଆରମ୍ଭ କରିଛି। ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ଏହି ପଦଯାତ୍ରା ଆରମ୍ଭ ହୋଇଥିଲା ବେଳେ ତୃଣମୂଳ ସ୍ତରରେ ସଂଗଠନକୁ ମଜବୁତ କରିବା ଲକ୍ଷ୍ୟ ନେଇ ସମସ୍ତ ଦଳୀୟ ନେତା ଏବଂ କର୍ମୀ ସାମିଲ ହୋଇଛନ୍ତି। ଭକ୍ତ ଦାସଙ୍କ ଦିଲ୍ଲୀରୁ ଆସି ପହଞ୍ଚିବା ପରେ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ଆରମ୍ଭ ହୋଇଥିବା ସଂକଳ୍ପ ପଦଯାତ୍ରାରେ […]

Read More Text.

ପୁଅର ଶାବଳ ମାଡ଼ରେ ବାପାର ମୃତ୍ୟୁ

ବାସୁଦେବପୁର: ବୁଢ଼ା ବୟସରେ ମୋତେ ଏ କି ଯନ୍ତ୍ରଣା ଦେଲ ଭଗବାନ ? ମୁଁ ତ କିଛି ଭୁଲ କରି ନଥିଲି । ପୁଅ ଜନ୍ମ କରିଥିଲି । ପୁଅ ଜନ୍ମ କରିବା କଣ ପାପ ଥିଲା କି ମୋର ? ମୋତେ କାହିଁକି ଏ ମରଣ ଦେଲ । ଭାବିଥିଲି ବୁଢ଼ା ବୟସରେ ମୋ ପୁଅ ମୋର ଯତ୍ନ ନେବ କିନ୍ତୁ ମୋ ପୁଅ ହିଁ ମୋ ଜୀବନ ନେଇଗଲା । ପିଲାବେଳେ ଏଇ କାନ୍ଧରେ ବସେଇ […]

Read More Text.

୨ ଦଶନ୍ଧିରେ ଓଡ଼ିଶାରେ ଜଙ୍ଗଲ ଜମି ୪ ହଜାର ବର୍ଗ କିମିରୁ ଅଧିକ ବୃଦ୍ଧି ପାଇଛି

ଭୁବନେଶ୍ୱର: ଗତ ୨୦ ବର୍ଷରେ ଓଡ଼ିଶାର ଜଙ୍ଗଲ ଜମିର ପରିମାଣ ଏବଂ ସେହି ସମୟ ମଧ୍ୟରେ ବିକାଶ ଉଦ୍ଦେଶ୍ୟରେ ଏହାକୁ ବ୍ୟବହାର ସମ୍ପର୍କରେ ଆଜି ବିଧାନସଭାରେ ବିଜେପି ବିଧାୟକ ଅମରେନ୍ଦ୍ର ଦାସ ପ୍ରଶ୍ନ ପଚାରିଥିଲେ । ଏହାର ଉତ୍ତର ରଖି ଜଙ୍ଗଲ, ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ରାଷ୍ଟ୍ରମନ୍ତ୍ରୀ ଗଣେଶ ରାମ ସିଂହ ଖୁଣ୍ଟିଆ ସୂଚନା ଦେଇଛନ୍ତି ଯେ, ଭାରତୀୟ ବନ ସର୍ଭେ ରିପୋର୍ଟ ଅନୁଯାୟୀ ଗତ ଦୁଇ ଦଶନ୍ଧିରେ ଓଡ଼ିଶାରେ ଜଙ୍ଗଲ ଜମି ୪ ହଜାର […]

Read More Text.

କିଟ୍‌ ଛାତ୍ରୀ ଆତ୍ମହତ୍ୟା ମାମଲା: ନେପାଳରେ ବିକ୍ଷୋଭ

ଭୁବନେଶ୍ଵର: କିଟ୍‌ ବିଶ୍ଵବିଦ୍ୟାଳୟରେ ଛାତ୍ରୀ ଆତ୍ମହତ୍ୟା ମାମଲାକୁ ନେଇ ନେପାଳରେ ପ୍ରତିବାଦ କରାଯାଇଛି। କାଠମାଣ୍ଡୁରେ ନେପାଳି କଂଗ୍ରେସ ଛାତ୍ର ସଂଘ ପକ୍ଷରୁ ପ୍ରତିବାଦ କରାଯାଇଛି। ଆତ୍ମହତ୍ୟା କରିଥିବା ନେପାଳି ଛାତ୍ରୀଙ୍କୁ ନ୍ୟାୟ ଦାବି କରି ସଂଘ ବିକ୍ଷୋଭ ପ୍ରଦର୍ଶନ କରିଛି। ବିଶ୍ଵବିଦ୍ୟାଳୟର ଜଣେ ୩ୟ ବର୍ଷ ଛାତ୍ରର ନିର୍ଯାତନାରୁ ଛାତ୍ରୀଜଣକ ଆତ୍ମହତ୍ୟା କରିଥିବା ଅଭିଯୋଗ କରିଛି ନେପାଳି କଂଗ୍ରେସ ଛାତ୍ର ସଂଘ। ସୂଚନାଯୋଗ୍ୟ, ରବିବାର ଅପରାହ୍ନରେ କିଟ୍ ହଷ୍ଟେଲ ଛାତ୍ରୀ ଜଣକ ଆତ୍ମହତ୍ୟା କରିଥିଲେ। ଏକ ରୁମରୁ ନେପାଳୀ […]

Read More Text.

୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି: ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର: ୨୦୨୫-୨୬ ଆର୍ଥିକ ବର୍ଷର ବିଧାନସଭାରେ ଚାଲିଛି ବଜେଟ ଅଧିବେଶନ। ଏହିସମୟରେ ମଙ୍ଗଳବାର ଗୃହରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ଏକ ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ଯେ, ୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ବଡ଼ଧରଣର ଦୁର୍ନୀତି ହୋଇଛି। ସେ କହିଛନ୍ତି, ଦାରିଦ୍ର୍ୟ ଦୂରୀକରଣ ନାଁରେ ୨୮ କୋଟି ୨୫ ଲକ୍ଷ ୪୩ ହଜାର ହରିଲୁଟ୍ ହୋଇଛି। ଗୃହରେ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ଏପରି ଲିଖିତ ଉତ୍ତର ରଖିଛନ୍ତି। ୨୦୨୧-୨୨ରେ ୨୮୧୪ ମାମଲାରେ ୪ […]

Read More Text.

ଶିକ୍ଷା, ସ୍ୱାସ୍ଥ୍ୟ ଓ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଅତୁଳନୀୟ କାର୍ଯ୍ୟ ପାଇଁ ନୀତା ଅମ୍ବାନୀ ମାସାଚୁସେଟ୍ସର ଗଭର୍ଣ୍ଣରଙ୍କ ଦ୍ୱାରା ସମ୍ମାନିତ

ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ଅଧ୍ୟକ୍ଷା ନୀତା ଅମ୍ବାନୀଙ୍କୁ ଆମେରିକାର ମାସାଚୁସେଟ୍ସର ଗଭର୍ଣ୍ଣର ମୌରା ହେଲି ସମ୍ମାନଜନକ ଗଭର୍ଣ୍ଣର ପ୍ରଶଂସାପତ୍ରରେ ସମ୍ମାନିତ କରିଛନ୍ତି। ଏହି ପ୍ରଶଂସାପତ୍ରରେ ନୀତା ଅମ୍ବାନୀଙ୍କୁ ଜଣେ ଦୂରଦର୍ଶୀ ନେତ୍ରୀ, ସମାଜସେବୀ ଏବଂ ପ୍ରକୃତ ବିଶ୍ୱ ପରିବର୍ତ୍ତନକାରୀ ଭାବରେ ସ୍ୱୀକୃତି ଦିଆଯାଇଛି। ଶିକ୍ଷା, ସ୍ୱାସ୍ଥ୍ୟସେବା, କ୍ରୀଡ଼ା, କଳା, ସଂସ୍କୃତି ଏବଂ ମହିଳା ସଶକ୍ତୀକରଣ କ୍ଷେତ୍ରରେ ପରିବର୍ତନକାରୀ କାର୍ଯ୍ୟ ପାଇଁ ନୀତା ଅମ୍ବାନୀଙ୍କୁ ଆଜୀବନ ସମର୍ପଣ ପାଇଁ ଏହି ପ୍ରମାଣପତ୍ର ପ୍ରଦାନ କରାଯାଇଛି। ନୀତା ଅମ୍ବାନୀ ଭାରତ […]

Read More Text.

ମୋ ବିରୋଧରେ ଅଭିଯୋଗ ନାହିଁ, କାହିଁକି ଚଢାଉ ହେଲା: ଆଇଏଏସ୍ ବିଷ୍ଣୁପଦ ସେଠୀ

ଭୁବନେଶ୍ୱର: ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଇସ୍ତଫା ଚର୍ଚ୍ଚା ହେଉଛି। ସିବିଆଇ ରେଡ୍ ପ୍ରତିବାଦରେ ଇସ୍ତଫା ଦେଲେ IAS ବିଷ୍ଣୁପଦ ସେଠୀ। ମୁଖ୍ୟ ଶାସନ ସଚିବଙ୍କୁ ପଠାଇଲେ ଇସ୍ତଫା ପତ୍ର। ସେ ତାଙ୍କର ଇସ୍ତଫା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଆଜି ସକାଳେ ମୋ ସ୍ତ୍ରୀ ଏବଂ ଝିଅ ଥିବା ବେଳେ ସିବିଆଇ ଟିମ୍ ମୋ ଘର ଭିତରକୁ ପଶି ଆସିଥିଲେ। ମୋ ବିରୋଧରେ କୌଣସି ଏଫଆଇଆର ନଥିବା ସତ୍ତ୍ଵେ ଚଢାଉ କରିଥିଲେ। ଏଥିଯୋଗୁଁ ମୋର ମାନ ସମ୍ମାନ […]

Read More Text.

ଆସନ୍ତାକାଲି ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ଫାଲଗୁନ କୃଷ୍ଣ ଷଷ୍ଠୀ ତିଥି । ଏହି ତିଥିରେ ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଅପରାହ୍ନ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ବିପହର ଧୂପ ସରିବା ପରେ ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କର ଶ୍ରୀମୁଖ ଶୃଙ୍ଗାର କରିବେ । ପରମ୍ପରା ଅନୁଯାୟୀ ଦ୍ବିତୀୟ ଭୋଗମଣ୍ଡପ ନୀତି ପରେ ଭିତରୁ ଜୟବିଜୟ ଦ୍ବାର ବନ୍ଦ […]

Read More Text.

ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍

ଭୁବନେଶ୍ଵର: ବଡ ଖବର । ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଘରେ ରେଡ୍ । ବିଷ୍ଣୁପଦଙ୍କ ଭୁବନେଶ୍ବରରେ ଥିବା ସରକାରୀ କ୍ବାର୍ଟର୍ସରେ ଚାଲିଛି ରେଡ୍‌ । ସକାଳ ୮ଟାରୁ ସିବିଆଇର ୮ ଜଣିଆ ଟିମ୍ ବିଷ୍ଣୁପଦ ସେଠୀଙ୍କ ବାସଭବନରେ ରେଡ୍‌ ଜାରି ରଖିଛନ୍ତି । ବ୍ରିଜ୍‌ ଆଣ୍ଡ ରୁଫ୍‌ କମ୍ପାନୀରେ ହୋଇଥିବା କେଳେଙ୍କାରୀ ମାମଲାରେ ରେଡ୍‌ କରାଯାଉଥିବା ନେଇ ସୂଚନା ମିଳିଛି । ଅନ୍ୟପଟେ ସିବିଆଇ ରେଡ୍‌କୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଆଇଏଏସ୍ ବିଷ୍ଣୁପଦ ସେଠୀ । କହିଛନ୍ତି, […]

Read More Text.