ରାଜ୍ୟରେ ଖାଲିପଡିଛି ଆଇଏଏସ୍ ଏବଂ ଆଇପିଏସ୍ ପଦବୀ
ଭୁବନେଶ୍ବର: ରାଜ୍ୟରେ ଆଇଏଏସ୍ ଏବଂ ଆଇପିଏସ୍ ଅଧିକାରୀଙ୍କ ମରୁଡି । ଖାଲି ପଡିଛି ପଦବୀ ୬୬ ଆଇଏଏସ୍ ପଦବୀ ଓ ୬୯ ଆଇପିଏସ୍ । ବିଧାୟକ ଅରୁଣ ସାହୁଙ୍କ ପ୍ରଶ୍ନରେ ଆଜି ଗୃହରେ ଏହି ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ଏବେ ମୋଟ ୨୪୮ ଆଇଏଏସ୍ ମଧ୍ୟରୁ ୧୮୨ ଜଣ କାର୍ଯ୍ୟରତ ଅଛନ୍ତି । ଦୁଇ ଜଣ ଆଇଏଏସ୍ ଅଧିକାରୀ ଆନ୍ତଃ-କ୍ୟାଡର ଡେପୁଟେସନରେ କାମ କରୁଥିବା ବେଳେ ୨୨ ଜଣ ଆଇଏଏସ୍ ଅଧିକାରୀ […]
Read More Text.