୧୩ଜିଲ୍ଲାରେ ସଭାପତି ଘୋଷଣା କଲା ବିଜେପି
ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ଓଡ଼ିଶାର ୧୩ଟି ଜିଲ୍ଲାର ସଭାପତିଙ୍କ ନାଁ ରବିବାର ଘୋଷଣା କରିଛି। ଦଳ ଅନୁଗୁଳ ପାଇଁ ଯଯାତି କେଶରୀ ପଟ୍ଟନାୟକ, ଭଦ୍ରକ ପାଇଁ ଭଗବାନ ପଣ୍ଡା, ଭୁବନେଶ୍ୱର ପାଇଁ ନିରଞ୍ଜନ ମିଶ୍ର, ଗଜପତି ପାଇଁ ନବକିଶୋର ଶବର ଓ ଯାଜପୁର ପାଇଁ ଦେବଯାନୀ ପ୍ରଧାନଙ୍କୁ ସଭାପତି ଭାବେ ନାମ ଘୋଷଣା କରିଛି। ସେହିପରି ଝାରସୁଗୁଡ଼ା ପାଇଁ ରଘୁନନ୍ଦନ ପଣ୍ଡା, କନ୍ଧମାଳ ପାଇଁ ପଣ୍ଡିତ କୁମାର ବିସ୍ମାଝୀ, ଖୋର୍ଦ୍ଧା ପାଇଁ ବିଶ୍ବରଞ୍ଜନ ବଡ଼ଜେନା, […]
Read More Text.