ଓମ୍ବାଡସି ସହାୟତାରେ ଟିଟିଆଇ, ତକତପୁରର ଆଧୁନିକୀକରଣ
ବୈଷୟିକ ଶିକ୍ଷା ଓ ତାଲିମ ନେଇ ଦେଶ ବିଦେଶର ଶିଳ୍ପ ସଂସ୍ଥା ପାଇଁ ପ୍ରସ୍ତୁତ ହେଉଛନ୍ତି ଯୁବପିଢ଼ି ଅତ୍ୟାଧୁନିକ ୱେଲ୍ଡିଂରେ ଉତ୍କର୍ଷ କେନ୍ଦ୍ର ରୋବୋଟିକ୍ ଏବଂ ଭର୍ଚୁଆଲ ୱେଲ୍ଡିଂ ସିମୁଲେଟର୍ସ ବ୍ୟବସ୍ଥା ଅତ୍ୟାଧୁନିକ ସିଏନସି ମିଲିଂ ଓ ଟର୍ଣ୍ଣିଂ ଲ୍ୟାବ୍ ଛାତ୍ରଛାତ୍ରୀଙ୍କ ପାଇଁ ହ୍ୟାଣ୍ଡ୍ସ-ଅନ୍-ପ୍ରାକ୍ଟିସ୍ ସୁବିଧା ବାରିପଦା: ଦେଶ ବିଦେଶର ପ୍ରମୁଖ ଶିଳ୍ପ ସଂସ୍ଥା ପାଇଁ ଦକ୍ଷ ମାନବ ସମ୍ବଳର ଆବଶ୍ୟକତା ରହିଛି। ଏଥିପାଇଁ ଓଡ଼ିଶାର ଯୁବପିଢ଼ିଙ୍କୁ ପ୍ରସ୍ତୁତ କରିବା ଲାଗି ବିଭିନ୍ନ ଆଇଟିଆଇ ଏବଂ ପଲିଟେକନିକ୍ […]
Read More Text.