ଓଡ଼ିଶା ଟୁର୍ ରେ ଆସିବ ଆଇପିଏଲ ଟ୍ରଫି

ଭୁବନେଶ୍ୱର : ଓଡ଼ିଶା ଟୁର୍ ରେ ଆସିବାକୁ ଯାଉଛି ଟାଟା ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ) ଟ୍ରଫି । ଆଇପିଏଲ ମ୍ୟାଚ୍ ଅନୁଷ୍ଠିତ ହୋଇ ନ ଥିଲା ବେଳେ ଏବେ ଏହାର ଟ୍ରଫି ଆସିବାକୁ ଯାଉଛି । ଆଇପିଏଲ ୨୦୨୪ରେ ଏକ ସ୍ମରଣୀୟ ଅଭିଯାନ ପରେ ଡିଫେଣ୍ଡିଂ ଚାମ୍ପିଅନ୍ସ କୋଲକାତା ନାଇଟ୍ ରାଇଡର୍ସ (କେକେଆର) ଦେଶର ବିଭିନ୍ନ ରାଜ୍ୟରେ ପ୍ରଥମ ଥର ପାଇଁ ଟ୍ରଫି ଟୁର୍ ସହିତ ଇତିହାସ ରଚିବାକୁ ଯାଉଛି। ସେମାନଙ୍କର ଚାମ୍ପିଅନସିପ୍ ପାଳନର ଏକ […]

Read More Text.

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବଲିଉଡ୍ ଅଭିନେତା ବୋନି କପୁର ଓ ଅର୍ଜୁନ କପୁର

ଭୁବନେଶ୍ୱର,୧୨ା୨: ସେଲିବ୍ରିଟି କ୍ରିକେଟ୍ ଲିଗ୍ (CCL)ର ୧୧ତମ ସଂସ୍କରଣ ଆରମ୍ଭ ହେବାକୁ ଯାଉଛି। ଓଡ଼ିଶାର ବାରବାଟୀ ଷ୍ଟାଡିୟମରେ ଲିଗ ପର୍ଯ୍ୟାୟ ମ୍ୟାଚ୍ ଆୟୋଜନ ହେବାକୁ ଥିବା ବେଳେ ଏହା ପୂର୍ବରୁ ବଲିଉଡ ପ୍ରଯୋଜକ ବୋନି କପୁର ଏବଂ ବଲିଉଡ ଅଭିନେତା ଅର୍ଜୁନ କପୁର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କୁ ଭେଟିଛନ୍ତି। ସୌଜନ୍ୟମୂଳକ ସାକ୍ଷାତ ସହ ମୁଖ୍ୟମନ୍ତ୍ରୀଙ୍କୁ ମ୍ୟାଚ୍ ପାଇଁ ଦେଲେ ନିମନ୍ତ୍ରଣ ଦେଇଛନ୍ତି। ଚଳିତବର୍ଷ ସାତଟି ଦଳକୁ ନେଇ ଟୁର୍ନାମେଣ୍ଟ ଆୟୋଜନ […]

Read More Text.

ନୋଡାଲ ସେଣ୍ଟରରେ ମାଟ୍ରିକ୍ ପ୍ରଶ୍ନପତ୍ର

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ(ବିଏସଇ)ର ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ମାଟ୍ରିକ ପରୀକ୍ଷା ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହେବାକୁ ଯାଉଛି। ପରୀକ୍ଷା କର୍ତ୍ତୃପକ୍ଷ ଏବଂ ଛାତ୍ରଛାତ୍ରୀ ଉଭୟଙ୍କ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ବୋର୍ଡ ମୁଖ୍ୟାଳୟରୁ ପ୍ରଶ୍ନପତ୍ର ନୋଡାଲ କେନ୍ଦ୍ରଗୁଡ଼ିକରେ ପହଞ୍ଚିଛି। ଓଡ଼ିଶାର ୩୦ଟି ଜିଲ୍ଲାର ୩୧୪ଟି ନୋଡାଲ୍ ସେଣ୍ଟର ସ୍ଥାପନ କରାଯାଇଛି। କଡ଼ା ସୁରକ୍ଷା ମଧ୍ୟରେ ୪୪ଟି ରୁଟ୍ ଦେଇ ପ୍ରଶ୍ନପତ୍ର ପଠାଯାଇଥିଲା। ଅନ୍ୟପକ୍ଷରେ, ପରୀକ୍ଷା କେନ୍ଦ୍ରଗୁଡ଼ିକର ଲିକ୍‌କୁ ଯାଞ୍ଚ କରିବା ପାଇଁ […]

Read More Text.

ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ

କଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି । ଗତ ଫେବ୍ରୁଆରି ପହିଲାରେ ବିଭାଗ ପକ୍ଷରୁ ଏହି ବିଜ୍ଞପ୍ତି ଜାରି କରାଯାଇଥିଲା । ବିଜ୍ଞପ୍ତି ଅନୁସାରେ ୨୦୧୭ ମସିହା ପୂର୍ବରୁ ନିର୍ମାଣ ସରିଥିବା ଆପାର୍ଟମେଣ୍ଟ ଗୁଡ଼ିକର ପଞ୍ଜିକରଣ ହେବ । ବିନା ଆପାର୍ଟମେଣ୍ଟ ଆଇନ୍‌ ଅନୁଯାୟୀ ଏହା କରିହେବ ବୋଲି […]

Read More Text.

ଶିକ୍ଷିତ ପତ୍ନୀ ରୋଜଗାର ନ କରି ଭରଣପୋଷଣ ଦାବି କରିପାରିବେ ନାହିଁ: ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର,୧୨।୨: ନିକଟରେ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ଉପଯୁକ୍ତ ଲାଭଦାୟକ ଚାକିରିରେ ଅଭିଜ୍ଞତା ଥିବା ଜଣେ ସୁଶିକ୍ଷିତ ପତ୍ନୀ କେବଳ ତାଙ୍କ ସ୍ୱାମୀଙ୍କଠାରୁ ଭରଣପୋଷଣ ଦାବି କରିବା ପାଇଁ ବେରୋଜଗାର ରହିପାରିବେ ନାହିଁ। ଏକ ମାମଲାର ଶୁଣାଣି କରି, ହାଇକୋର୍ଟ ଏକ ଛାଡପତ୍ର ମାମଲାରେ ପରିବାର କୋର୍ଟ ଦ୍ୱାରା ନିର୍ଦ୍ଦେଶିତ ଭରଣପୋଷଣ ପରିମାଣକୁ ପ୍ରତିମାସ ୮,୦୦୦ ଟଙ୍କାରୁ ହ୍ରାସ କରି ୫,୦୦୦ ଟଙ୍କାକୁ ହ୍ରାସ କରିଛନ୍ତି। “ଆଇନ କେବେବି ସେହି ସ୍ତ୍ରୀମାନଙ୍କୁ ପ୍ରଶଂସା କରେ ନାହିଁ, […]

Read More Text.

ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ୧୦୪ କୋଟି ଟଙ୍କା ଅନୁମୋଦନ

ଭୁବନେଶ୍ୱର,୧୨।୨: ରାଜ୍ୟର ୯୦ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର (ଏଡ଼େଡ଼ କେଲଜ) ଭିତ୍ତିଭୂମି ବିକାଶ ପ୍ରକଳ୍ପ ନିମନ୍ତେ ସରକାରଙ୍କ ତରଫରୁ ୧୦୪ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପରେ ରାଜ୍ୟର ୯୦ଟି ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିକୁ ସୁଦୃଢ଼ କରିବା ନିମନ୍ତେ ବିଭିନ୍ନ କାର୍ଯ୍ୟ କରାଯିବ। ଛାତ୍ରଛାତ୍ରୀମାନଙ୍କ ନିମନ୍ତେ ଛାତ୍ରାବାସ, କଲେଜରେ ଅତିରିକ୍ତ ଶ୍ରେଣୀ ଗୃହ, କମନ ରୁମ୍, ଲାଇବ୍ରେରୀ, ଲାବ୍ରୋଟୋରୀ, କମ୍ପ୍ୟୁଟର ଲବ୍ରୋଟୋରୀ, ମଲ୍‌ଟି ପରପସ୍‌ ହଲ୍‌, ଆଡମିନିଷ୍ଟ୍ରେଟିଭ ବିଲଡ଼ିଙ୍ଗ, ଶୌଚାଳୟ […]

Read More Text.

ନବ ଦାସ ହତ୍ୟା: ଜନସ୍ବାର୍ଥ ମାମଲାକୁ ଗୁରୁତ୍ବର ସହ ଗ୍ରହଣ କଲେ ହାଇକୋର୍ଟ

କଟକ: ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ ନେଇ ଦାୟର ଜନସ୍ବାର୍ଥ ମାମଲାକୁ ହାଇକୋର୍ଟ ଗୁରୁତ୍ବର ସହିତ ଗ୍ରହଣ କରିଛନ୍ତି। ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା ଓ ତଦନ୍ତର ସ୍ଥିତି ନେଇ ଅବଗତ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏ ସଂପର୍କିତ ତଥ୍ୟ ଲିଖିତ ଆକାରରେ ଦାଖଲ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଫେବ୍ରୁଆରି ୧୯କୁ ମାମଲାର […]

Read More Text.

ଭାରତ-ବାଂଲାଦେଶ ସୀମାରେ ଅସମ୍ପୂର୍ଣ୍ଣ ଫେନସିଂ

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଲୋକସଭାରେ କହିଛନ୍ତି ଯେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ସୀମାର ପରିସର ୪୦୯୬.୭ କିଲୋମିଟର ଥିବାବେଳେ ଏପର୍ଯ୍ୟନ୍ତ ୮୬୪.୫ କିଲୋମିଟର ପରିସରରେ ତାର ବାଡ଼ ଲଗାଯାଇପାରିନାହିଁ | ଏଥିମଧ୍ୟରୁ ୧୭୪.୧୫ କିଲୋମିଟର ଅଞ୍ଚଳ ଖାଲରେ ପରିପୂର୍ଣ୍ଣ | ତୃଣମୂଳ କଂଗ୍ରେସ ସାଂସଦ ଦୀପକ ଅଧିକାରୀଙ୍କ ପ୍ରଶ୍ନର ଲିଖିତ ଉତ୍ତରରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ବାସ୍ତବରେ, ପଶ୍ଚିମବଙ୍ଗର ସାଂସଦ ବାଂଲାଦେଶ ସହିତ ସୀମା ସହ ଭାରତର ସୀମାକୁ ସହ ବାଂଲାଦେଶ […]

Read More Text.

ଭାରତରୁ ପିନାକ ରକେଟ ଲଂଚର କିଣିବ ଫ୍ରାନ୍ସ

ନୂଆଦିଲ୍ଲୀ: ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ୍ ମାକ୍ରୋନ୍ ଦୁଇ ଦେଶ ମଧ୍ୟରେ ବାଣିଜ୍ୟ ଏବଂ ପୁଞ୍ଜି ବିନିଯୋଗକୁ ପ୍ରୋତ୍ସାହିତ କରିବାକୁ ଆହ୍ୱାନ ଦେଇଛନ୍ତି। ଭାରତ-ପ୍ରଶାନ୍ତ ମହାସାଗରୀୟ ତଥା ବିଭିନ୍ନ ବିଶ୍ୱସ୍ତରୀୟ ଫୋରମରେ ସେମାନଙ୍କର ଯୋଗଦାନକୁ ବ୍ୟାପକ କରିବାକୁ ଉଭୟ ନେତା ପ୍ରତିଶ୍ରୁତି ଦେଇଥିଲେ। ସେମାନଙ୍କର ବ୍ୟାପକ ଆଲୋଚନା ପରେ ଦୁଇ ନେତା ମଧ୍ୟ ଠୋସ୍ ପଦକ୍ଷେପ ଗ୍ରହଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ଯେ ବିଶ୍ୱର ଏଆଇ କ୍ଷେତ୍ର ଜନସାଧାରଣଙ୍କ ସ୍ୱାର୍ଥରେ ଲାଭଦାୟକ […]

Read More Text.

ଆଖି ବୁଜିଲେ ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକ: ୮୫ ବର୍ଷ ବୟସରେ ଦେହାନ୍ତ

ଲକ୍ଷ୍ନୌ: ଆଉ ନାହାନ୍ତି ଅଯୋଧ୍ୟା ରାମ ମନ୍ଦିରର ମୁଖ୍ୟ ପୂଜକ । ୮୫ ବର୍ଷ ବୟସରେ ପୂଜକ ସତୈନ୍ଦ୍ର ଦାସଙ୍କ ପରଲୋକ । ବ୍ରେନ ଷ୍ଟ୍ରୋକ ପରେ ଫେବ୍ରୁଆରୀ ୩ ତାରିଖରୁ ଲକ୍ଷ୍ନୌ ପିଜିଆଇ ହସ୍ପିଟାଲରେ ସତୈନ୍ଦ୍ରଙ୍କ ଚିକିତ୍ସା ଚାଲିଥିଲା । ସ୍ବାସ୍ଥ୍ୟବସ୍ଥା ଗୁରୁତର ହେବା ପରେ ତାଙ୍କୁ ନ୍ୟୁରୋଲୋଜି ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ଆଉ ଶେଷରେ ଶେଷ ନିଶ୍ବାସ ତ୍ୟାଗ କରିଛନ୍ତି ସତୈନ୍ଦ୍ର ଦାସ । ତାଙ୍କ ବିୟୋଗରେ ଉତ୍ତରପ୍ରଦେଶ ସରକାର ଶୋକ ବ୍ୟକ୍ତ […]

Read More Text.