ଭକ୍ତ ଚରଣ ଦାସ ହେଲେ PCC ସଭାପତି
ଭୁବନେଶ୍ବର: ଓଡ଼ିଶା ରାଜନୀତିର ଅନ୍ୟତମ ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଭକ୍ତ ଚରଣ ଦାସ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି)ର ସଭାପତି ଭାବେ ନିଯୁକ୍ତ ହୋଇଛନ୍ତି। ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି)ର ସଭାପତିଙ୍କ ଅନୁମୋଦନ ପରେ ସାଧାରଣ ସଂପାଦକ କେସି ବେଣୁଗୋପାଳ ମଙ୍ଗଳବାର ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ଏହି ସୂଚନା ଦେଇଛନ୍ତି। ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି(ପିସିସି)ର ସଭାପତି ପଦବିରୁ ଶରତ ପଟ୍ଟନାୟକ ଇସ୍ତଫା ଦେଲା ପରେ ଏହି ପଦ ଦୀର୍ଘ […]
Read More Text.