ଭିଜିଲାନ୍ସ ଜାଲରେ ତହସିଲଦାର, ୭ଟି ସ୍ଥାନରେ ଚାଲିଛି ଚଢାଉ

ଭୁବନେଶ୍ୱର : ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ । ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କ ଘରେ ରେଡ୍ ହୋଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଭିଯୋଗରେ ଭୁବନେଶ୍ବର ଓ ବାଲେଶ୍ବରର ୭ଟି ସ୍ଥାନରେ ଚାଲିଛି ଚଢାଉ । ରେଡ୍ ରେ ୬ DSP, ୩ ଇନ୍ସପେକ୍ଟର, ୧୦ ASIସାମିଲ ଅଛନ୍ତି । ସ୍ପେଶାଲ ଜଜଙ୍କ ନିର୍ଦ୍ଦେଶରେ ଭିଜିଲାନ୍ସର ଚଢ଼ାଉ କରାଯାଉଛି । ରେମୁଣା କାର୍ଯ୍ୟାଳୟ, ବାଲେଶ୍ବର ଭଡ଼ାଘର , ଭୁବନେଶ୍ବରର ଶୈଳଶ୍ରୀବିହାର, ରୁଦ୍ରପୁର ଫ୍ଲାଟ, […]

Read More Text.

ଇଭିଏମ୍ ତଥ୍ୟ ଡିଲିଟ୍ କରନାହିଁ : ନିର୍ବାଚନ କମିସନଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ : ଇଭିଏମ୍ ଯାଞ୍ଚ ସଂକ୍ରାନ୍ତ ଏକ ପିଟିସନ୍ ଉପରେ ଜବାବ ଦାଖଲ କରିବାକୁ ସୁପ୍ରିମକୋର୍ଟ ନିର୍ବାଚନ କମିଶନଙ୍କୁ କହିଛନ୍ତି। ଏହା ସହିତ ନିକଟରେ ହୋଇଥିବା ନିର୍ବାଚନ ସଂପର୍କିତ ତଥ୍ୟ ଇଭିଏମରୁ ନ ଲିଭାଇବାକୁ ନିର୍ଦ୍ଦେଶ ଦେଇଛନ୍ତି । ଆସୋସିଏସନ୍ ଫର୍ ଡେମୋକ୍ରାଟିକ୍ ରିଫର୍ମସ୍ (ଏଡିଆର) ପକ୍ଷରୁ ଦାଖଲ କରାଯାଇଥିବା ଆବେଦନରେ ଦାବି କରାଯାଇଛି ଯେ ଇଭିଏମର ବର୍ନଟ୍ ମେମୋରି ଯାଞ୍ଚ ପାଇଁ ଏକ ସ୍ପଷ୍ଟ ପ୍ରୋଟୋକଲ୍ ପ୍ରସ୍ତୁତ କରିବାକୁ ସୁପ୍ରିମ୍ କୋର୍ଟ ନିର୍ବାଚନ କମିସନଙ୍କୁ ନିର୍ଦ୍ଦେଶ […]

Read More Text.

ସ୍କର୍ପିଓ- ଅଟୋ ମୁହାଁ ମୁହିଁ ଧକ୍କା, ଘଟଣାସ୍ଥଳରେ ଦୁଇ ମୃତ

ବାରିପଦା: ସ୍କର୍ପିଓ- ଅଟୋ ମୁହାଁ ମୁହିଁ ଧକ୍କା, ଦୁଇ ମୃତ । ବାରିପଦା ୧୮ ନମ୍ବର ଜାତୀୟ ରାଜପଥ ମଞ୍ଚାବନ୍ଧା ଠାରେ ଘଟିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ବ୍ୟାଟେରୀ ଚାଳିତ ଅଟୋକୁ ସ୍କର୍ପିଓ ଧକ୍କା ଦେଇଛି । ଘଟଣାସ୍ଥଳରେ ଅଟୋ ଚାଳକ ସହିତ ଅନ୍ୟଜଣଙ୍କ ମୃତ୍ୟ ହୋଇଛି । ପୋଲିସ ପହଞ୍ଚି ମୃତଦେହକୁ ବାରିପଦା ମେଡିକାଲ ପଠାଇ ଘଟଣାର ତଦନ୍ତ କରୁଛି। ଖବର ଅନୁଯାୟୀ, ବାରିପଦା ୧୮ ନମ୍ବର ଜାତୀୟ ରାଜପଥ ମଞ୍ଚାବନ୍ଧା ନିକଟରେ […]

Read More Text.

AI ଠାରୁ ସତର୍କ ରହିବା ଜରୁରୀ : ପ୍ରଧାନମନ୍ତ୍ରୀ ମୋଦୀ

ପ୍ୟାରିସ : ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ସହ ବହୁ ପ୍ରତୀକ୍ଷିତ ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ମିଳିତ ଭାବେ ଅଧ୍ୟକ୍ଷତା କରିଛନ୍ତି। ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରି ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ଏଆଇ ଅନ୍ୟ ଟେକ୍ନୋଲୋଜିଠାରୁ ସମ୍ପୂର୍ଣ୍ଣ ଭିନ୍ନ ଏବଂ ଏଥିପାଇଁ ସତର୍କ ରହିବାର ଆବଶ୍ୟକତା ରହିଛି। ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ)ର ବିକାଶ ଦ୍ରୁତ ଗତିରେ ଚାଲିଛି ବୋଲି ସେ କହିଛନ୍ତି। ଏହାକୁ ଆହୁରି ଶୀଘ୍ର ନିୟୋଜିତ କରାଯାଉଛି। […]

Read More Text.

ଓଡ଼ିଶା ସ୍ୱାସ୍ଥ୍ୟସେବା ନିୟମରେ ହେବ ପରିବର୍ତ୍ତନ, ଜାରି ହେଲା ବିଜ୍ଞପ୍ତି

ଭୁବନେଶ୍ୱର: ଓଡ଼ିଶା ମେଡିକାଲ ହେଲ୍‌ଥ ସର୍ଭିସେସ (ମେଥଡ୍‌ ଅଫ୍‌ ରିକ୍ୟୁଟ୍‌ମେଣ୍ଟ ଆଣ୍ଡ କଣ୍ଡିସନ୍‌ସ ଅଫ୍‌ ସର୍ଭିସେସ) ଆମେଣ୍ଡମେଣ୍ଟ ରୁଲସ୍‌-୨୦୨୫ କରାଯିବ। ଅର୍ଥାତ ଓଡ଼ିଶା ମେଡିକାଲ ହେଲ୍‌ଥ ସର୍ଭିସେସ ଆମେଣ୍ଡମେଣ୍ଟ ରୁଲସ୍‌ ୨୦୧୭ରେ ପରିବର୍ତ୍ତନ ଅଣାଯିବ। ଏହାଦ୍ୱାରା ଡାକ୍ତରଙ୍କ ନିଯୁକ୍ତିଠାରୁ ଆରମ୍ଭ କରି ପଦୋନ୍ନତି ପାଇଁ ସ୍ୱତନ୍ତ୍ର ନିୟମ ରହିବ। ରାଜ୍ୟରେ ସ୍ୱାସ୍ଥ୍ୟସେବା ନିୟମରେ ବଦଳିଠାରୁ ଚାକିରି କ୍ଷେତ୍ରରେ କଡ଼ା ଆଭିମୁଖ୍ୟ ଗ୍ରହଣ କରାଯିବ। କହିବାକୁ ଗଲେ ଡାକ୍ତର ଚାକିରି କ୍ଷେତ୍ରରେ ସଂସ୍କାର ଅଣାଯିବ। ଏନେଇ ସୋମବାର ସ୍ୱାସ୍ଥ୍ୟ […]

Read More Text.

କଟକରେ ଖୋଲିଲା ସର୍ବ ବୃହତ ବିଜୁ ପଟ୍ଟନାୟକ ପାର୍କ, ଅଛି ଦେଢ଼ କିଲୋମିଟରର ସିନ୍ଥେଟିକ୍ ରନିଂ ଟ୍ରାକ୍

କଟକ: କଟକରେ ଖୋଲିଲା ସର୍ଵ ବୃହତ ବିଜୁ ପଟ୍ଟନାୟକ ପାର୍କ । ୨୬ କୋଟି ଟଙ୍କା ବ୍ୟୟରେ ପୁନଃନିର୍ମାଣ ପରେ ସୋମବାର ଦିନ ଏହି ପାର୍କକୁ ଲୋକାର୍ପିତ କରିଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ମନ୍ତ୍ରୀ କହିଛନ୍ତି ଯେ ଏହି ପାର୍କ କଟକବାସୀଙ୍କ ପାଇଁ ଏକ ଉପହାର ।  ଆମେ ଫିଟନେସ୍, ସୁସ୍ଥତା ଏବଂ ପରିବେଶଗତ ସ୍ଥାୟୀତ୍ୱକୁ ପ୍ରୋତ୍ସାହିତ କରୁଥିବା ବିଶ୍ୱସ୍ତରୀୟ ସହରାଞ୍ଚଳ ସ୍ଥାନ ବିକାଶ କରିବାକୁ ପ୍ରତିବଦ୍ଧ । ପାର୍କର ପ୍ରମୁଖ ଆକର୍ଷଣ ମଧ୍ୟରୁ […]

Read More Text.

ବାଲାଟ୍ ପେପର ବ୍ୟବହାର କଲେ ବିଜେପି କୌଣସି ସ୍ଥାନରେ ଜିତିପାରିବ ନାହିଁ: ସଞ୍ଜୟ ରାଉତ

ମୁମ୍ବାଇ: ଦିଲ୍ଲୀ ବିଧାନସଭା ନିର୍ବାଚନର ଫଳାଫଳ ଆମ ଆଦମୀ ପାର୍ଟିକୁ ଝଟକା ଦେଇଥିବା ବେଳେ ଦେଶର ଅନ୍ୟାନ୍ୟ ଅଞ୍ଚଳର ବିରୋଧୀ ଦଳଗୁଡ଼ିକ ମଧ୍ୟ ଏହାକୁ ନେଇ ଆଶ୍ଚର୍ଯ୍ୟ ହୋଇଛନ୍ତି। ଉଦ୍ଧବ ଠାକରେଙ୍କ ନେତୃତ୍ୱାଧୀନ ଶିବସେନା ୟୁବିଟି ନେତା ଏବଂ ରାଜ୍ୟସଭା ସାଂସଦ ସଞ୍ଜୟ ରାଉତ ଫେବ୍ରୁଆରି ୮ ତାରିଖର ଫଳାଫଳ ଉପରେ ନିରନ୍ତର ମନ୍ତବ୍ୟ ଦେଇ ଆସୁଛନ୍ତି। ଏବେ ସଞ୍ଜୟ ରାଉତ ଦିଲ୍ଲୀ ବିଧାନସଭା ନିର୍ବାଚନରେ ​​ଏକ ଭିନ୍ନ ଏବଂ ଆକର୍ଷଣୀୟ ସଂଯୋଗ ଆବିଷ୍କାର କରିଛନ୍ତି। ଦିଲ୍ଲୀ […]

Read More Text.

୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ, ଗଜଉଦ୍ଧାରଣ ନୀତି ପାଇଁ କାର୍ଯ୍ୟ ସ୍ଥଗିତ

ପୁରୀ : ୨ ଦିନ ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ । ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ସମ୍ପର୍କିତ ବିଶେଷ ନୀତି ଥିବାରୁ ଦୁଇ ଦିନ ପାଇଁ ରତ୍ନଭଣ୍ଡାର ମରାମତି କାର୍ଯ୍ଯ ବନ୍ଦ ରହିବ । ଠିକ ସମୟରେ ଶ୍ରୀମନ୍ଦିରରେ ଗଜଉଦ୍ଧାରଣ ବେଶ ନୀତିକାନ୍ତି ସମ୍ପାଦନ ଏବଂ ଶ୍ରଦ୍ଧାଳୁଙ୍କ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା କରିବା ଉଦ୍ଦେଶ୍ୟରେ ଆସନ୍ତା ୧୨ ଏବଂ ୧୩ ତାରିଖ ଦୁଇଦିନ ରତ୍ନଭଣ୍ଡାର ମରାମତି କାର୍ଯ୍ୟ ସ୍ଥଗିତ ରଖାଯାଇଛି । ଏହପରି ପୁନର୍ବାର ମରାମତି କାର୍ଯ୍ୟ […]

Read More Text.

ଉତ୍ତମ ମହାନ୍ତିଙ୍କୁ ଭେଟିଲେ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ଵର: ସୁଧୁରୁଛି ଓଲିଉଡ ସୁପରଷ୍ଟାର ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟବସ୍ଥା । ଅନେକ କଳାକାରଙ୍କ ସମେତ ରାଜନେତା ମାନେ ମଧ୍ୟ ଉତ୍ତମଙ୍କୁ ଭେଟିବାକୁ ହସ୍ପିଟାଲରେ ପହଞ୍ଚିଛନ୍ତି । ଏଥିସହ ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛନ୍ତି । ଏହରି ଭିତରେ ବର୍ଷିୟାନ ଅଭିନେତା ଉତ୍ତମ ମହାନ୍ତିଙ୍କୁ ଭେଟିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲରେ ଉତ୍ତମଙ୍କ ଚିକିତ୍ସା ସମ୍ପର୍କରେ ଡାକ୍ତରଙ୍କ ପାଖରୁ ବୁଝିଛନ୍ତି କେନ୍ଦ୍ରମନ୍ତ୍ରୀ। ଏଥିସହ ଉତ୍ତମ ମହାନ୍ତିଙ୍କ ପୁଅ ବାବୁସାନଙ୍କ ସହ କଥା ହୋଇଛନ୍ତି କେନ୍ଦ୍ରମନ୍ତ୍ରୀ […]

Read More Text.

କବି ସନ୍ତୋଷଙ୍କ ୧୦ମ ତିରୋଧାନ ଦିବସ ପାଳିତ

ଓଡିଆ କାବ୍ୟ ସାହିତ୍ୟକୁ କବି ସନ୍ତୋଷ ଚୌଧୁରୀଙ୍କ ଅବଦାନ ଅତୁଳନୀୟ ସଂଘର୍ଷ ଓ ସଂଘାତ ଭିତରେ ବି ତାଙ୍କ ଲେଖନୀ ଥିଲା ଚଳଚଞ୍ଚଳ ବାରିପଦା : ଓଡିଆ କାବ୍ୟ ଜଗତକୁ କବି ସନ୍ତୋଷ ଚୌଧୁରୀଙ୍କ ଅବଦାନ ଅତୁଳନୀୟ । ସେ ଥିଲେ ଏକ ଅମ୍ଳାନ ପ୍ରତିଭା । ସେ ପ୍ରତିଭାର କେବେ ଅନ୍ତ ନାହିଁ । ସର୍ବଦା ସଂଘର୍ଷ ଓ ସଂଘାତ ଭିତରେ ତାଙ୍କ ଲେଖନୀ ଚଳଚଞ୍ଚଳ ଥିଲା ବେଳେ ଜଣେ ନିରଳସ ସାହିତ୍ୟ ସାଧକ ଭାବେ […]

Read More Text.