ଉପଖଣ୍ଡ ସ୍ତରୀୟ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ
ମୋଟ ୧୦୮ ଟି ଅଭିଯୋଗ ର ହେଲା ଶୁଣାଣୀ ବାରିପଦା : ଆଜି ସୋମବାର ବାମନଘାଟୀ ଉପଖଣ୍ଡ ସଦର ମହକୁମା ରାଇରଙ୍ଗପୁର ଠାରେ ଉପଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷ ରେ ଏକ ଯୁଗ୍ମ ଜନ ଶୁଣାଣି ଅଭିଯୋଗ ଶିବିର ଅନୁଷ୍ଠିତ ହୋଇ ଯାଇଛି | ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ଉକ୍ତ ଶିବିରରେ ବାମନଘାଟି ଉପ ଜିଲ୍ଲାପାଳ ଶ୍ରୀ ସୌମ୍ୟରଞ୍ଜନ ପ୍ରଧାନ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଶ୍ରୀ ବରୁଣ ଗୁଣ୍ଟୁପାଲି, ରାଇରଙ୍ଗପୁର […]
Read More Text.