ଫ୍ରାନ୍ସ ଓ ଆମେରିକା ଗସ୍ତ ପୂର୍ବରୁ ଏପରି କହିଲେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ଫ୍ରାନ୍ସ ଗସ୍ତରେ ଯାଇଛନ୍ତି। ଏହାପରେ ଫ୍ରାନ୍ସରୁ ସେ ଆମେରିକା ଗସ୍ତରେ ଯିବେ। ଫ୍ରାନ୍ସ ଓ ଆମେରିକା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କ ପ୍ରସ୍ଥାନକାଳୀନ ମନ୍ତବ୍ୟ ରଖିଛନ୍ତି। ଗସ୍ତ ପୂର୍ବରୁ ସେ କହିଛନ୍ତି, ‘‘ଫ୍ରାନ୍ସର ରାଷ୍ଟ୍ରପତି ମାକ୍ରୋନଙ୍କ ନିମନ୍ତ୍ରଣ ଅନୁଯାୟୀ ମୁଁ ଫେବୃଆରୀ ୧୦ରୁ ୧୨ ତାରିଖ ପର୍ଯ୍ୟନ୍ତ ଫ୍ରାନ୍ସ ଗସ୍ତରେ ଯାଉଛି। ପ୍ୟାରିସରେ ମୁଁ ଏଆଇ ଆକ୍ସନ ଶିଖର ସମ୍ମିଳନୀରେ ଯୋଗଦେବି, ଯାହା ବିଶ୍ୱନେତା ଏବଂ ବିଶ୍ବର ବୈଷୟିକ […]
Read More Text.