ଇସ୍ତଫା ଦେଲେ ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ

ମଣିପୁର ମୁଖ୍ୟମନ୍ତ୍ରୀ ଏନ୍ ବିରେନ ସିଂହ ରବିବାର ରାଜଭବନରେ ରାଜ୍ୟପାଳ ଅଜୟ କୁମାର ଭଲ୍ଲାଙ୍କୁ ତାଙ୍କ ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି। ଶ୍ରୀ ସିଂହଙ୍କ ସହ ବିଜେପି ଓ ଏନପିଏଫର ୧୪ ଜଣ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ଏହି ପ୍ରତିନିଧି ଦଳରେ ରାଜ୍ୟ ବିଜେପି ସଭାପତି ଏ ଶାରଦା ଓ ବରିଷ୍ଠ ନେତା ସମ୍ବିତ ପାତ୍ର ମଧ୍ୟ ସାମିଲ ଥିଲେ। ରାଜ୍ୟପାଳଙ୍କୁ ଭେଟିବା ପରେ ଶ୍ରୀ ସିଂହ ମୁଖ୍ୟମନ୍ତ୍ରୀଙ୍କ ସଚିବାଳୟକୁ ଯାଇଥିଲେ। ରାଜ୍ୟପାଳଙ୍କୁ ଲେଖିଥିବା ଚିଠିରେ […]

Read More Text.

ସୁଧ ଟଙ୍କା ପାଇଁ ୯ବର୍ଷର ନାବାଳକ ପୁଅକୁ ଅପହରଣ !

କାକଟପୁର: ଥାନା ସମ୍ମୁଖରେ କାନ୍ଦି କାନ୍ଦି ଗୁହାରୀ କରୁଛନ୍ତି ବାପା ମାଆ । କହୁଛନ୍ତି ଆମ ପୁଅକୁ ଫେରାଇ ଆଣ । ସେ ସକାଳୁ କିଛି ଖାଇନି । ତାକୁ ଭାରି ଡର ଲାଗୁଥିବ । ହେଲେ କୁଆଡେ ଯାଇଛି ୟାଙ୍କ ପୁଅ । କିଏ ନେଇଛି ତାକୁ? ବୁଝୁ ବୁଝୁ ସାମ୍ନାକୁ ଆସିଲା ଏମିତି ଘଟଣା । କୁଆଡେ ଉଧାର ଆଣିଥିବା ଟଙ୍କା ନଫେରାଇବାରୁ ୯ ବର୍ଷର ନାବାଳକ ପୁଅକୁ ଅପହରଣ କରି ରଖିଛନ୍ତି ସୁଧ ଦେଇଥିବା […]

Read More Text.

BCAC ଦ୍ୱାରା ଗୋଲ୍ଡେନ ଟ୍ରାଙ୍ଗେଲ୍ ସାଇକିଲିଂ ଚାମ୍ପିଅନଶିପ୍ ଅନୁଷ୍ଠିତ

ଭୁବନେଶ୍ୱର: ଭୁବନେଶ୍ୱର ସାଇକିଲିଂ ଆଣ୍ଡ ଆଡଭେଞ୍ଚର କ୍ଲବ୍ (ବିସିଏସି)ର ଗୋଲ୍ଡେନ ଟ୍ରାଙ୍ଗେଲ୍ ସାଇକିଲିଂ ଚାମ୍ପିଅନଶିପର ସପ୍ତମ ସଂସ୍କରଣ ସଫଳତାର ସହ ଶେଷ ହୋଇଛି । ପ୍ରତିଯୋଗିତାରେ ଭାଗ ନେଇଥିବା ପ୍ରତିଯୋଗୀମାନେ ଭୁବନେଶ୍ୱରରୁ ସାଇକଲେ ଚଲାଇ ପୁରୀ ଯାଇଥିଲେ ଏବଂ ସେଠାରୁ ଫେରିଥିଲେ । ଏହା ମୋଟ ୧୧୪ କିଲୋମିଟର ସାଇକିଲିଂ ପ୍ରତିଯୋଗିତା ଥିଲା । ରାଜ୍ୟରେ ସାଇକେଲ୍ ଚାଳକଙ୍କ ମଧ୍ୟରେ ପ୍ରତିଯୋଗିତାମୂଳକ ମନୋଭାବ ବଢାଇବା ଏହି ଚାମ୍ପିଅନଶିପ୍ ଆୟୋଜନ ପଛର ବଡ଼ ଉଦ୍ଦେଶ୍ୟ । ଜିଟିସିସିର ସପ୍ତମ […]

Read More Text.

ଫ୍ଲଡ ଲାଇଟରେ ଗୁରୁତର ସମସ୍ୟା, ପ୍ୟାଭିଲିୟନକୁ ଫେରିଲେ ଉଭୟ ଦଳର ଖେଳାଳି

କଟକ: ଭାରତ ଓ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ଦ୍ବିତୀୟ ଦିନିକିଆରେ ବାରବାଟୀ ଷ୍ଟାଡିୟମର ଅବ୍ୟବସ୍ଥା ସାମ୍ନାକୁ ଆସିଛି। ମ୍ୟାଚର ଦ୍ବିତୀୟ ଇନିଂସରେ ଭାରତ ବ୍ୟାଟିଂ କରୁଥିବା ବେଳେ ଏଭଳି ଘଟଣା ଦେଖିବାକୁ ମିଳିଥିଲା। ୩୦୫ ରନ ଲକ୍ଷ୍ୟର ପିଛା କରୁଥିବା ଭାରତୀୟ ଇନିଂସର ସପ୍ତମ ଓଭରରେ ଏଭଳି ଘଟଣା ଦେଖିବାକୁ ମିଳିଥିଲା। ୬.୧ ଓଭରରେ ଭାରତର ସ୍କୋର ବିନା କ୍ଷତିରେ ୪୮ ରନ ହୋଇଥିବା ବେଳେ ଫ୍ଲଡ ଲାଇଟରେ ତ୍ରୁଟି ଦେଖା ଦେଇଥିଲା। ପ୍ରଥମେ ଷ୍ଟାଣ୍ଡର କିଛି […]

Read More Text.

ଏଏମୟୁ ମଧ୍ୟାହ୍ନଭୋଜନ ତାଲିକାରେ ଗୋମାଂସ ବିରିୟାନୀକୁ ନେଇ ବିବାଦ

ଆଲିଗଡ଼ ମୁସଲିମ ବିଶ୍ଵବିଦ୍ୟାଳୟ(ଏଏମୟୁ)ର ମଧ୍ୟାହ୍ନଭୋଜନ ମେନ୍ୟୁ ବା ତାଲିକାରେ ଗୋମାଂସ ବିରିୟାନୀ ପରସାଯିବା ନେଇ ଏକ ନୋଟିସକୁ କେନ୍ଦ୍ର କରି ବିବାଦ ସୃଷ୍ଟି ହୋଇଛି। ଏହାକୁ ନେଇ ଛାତ୍ରଛାତ୍ରୀମାନେ ସାମାଜିକ ଗଣମାଧ୍ୟମରେ ତୀବ୍ର ପ୍ରତିବାଦ କରିଛନ୍ତି। ରବିବାର ମଧ୍ୟାହ୍ନଭୋଜନ ମେନ୍ୟୁରେ ପ୍ରଥମେ ଚିକେନ ବିରିୟାନୀ ଦିଆଯିବ ବୋଲି ନୋଟିସ ଲାଗିଥିଲା। କିନ୍ତୁ ପରବର୍ତ୍ତୀ ସମୟରେ ଦୁଇ ଜଣ ଅଧିକାରୀ ଉକ୍ତ ନୋଟିସକୁ ବଦଳାଇ ଚିକେନ ବିରିୟାନୀ ପରିବତ୍ତେ ଗୋମାଂସ ବିରିୟାନୀ ଦିଆଯିବା ନେଇ ନୋଟିସ ଲଗାଇଥିଲେ। କିଛି […]

Read More Text.

ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ, ଶାଶୁଘର ଲୋକ ଫେରାର

ଖଲ୍ଲିକୋଟ: ଗଞ୍ଜାମ ଖଲ୍ଲିକୋଟ ଥାନା ଅନ୍ତର୍ଗତ ନୂତନ ଗୁରୁଣ୍ଠି ଗ୍ରାମରେ ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ । ଗତକାଲି ରାତିରେ ବୋହୁର ମୃତଦେହ ଉଦ୍ଧାର କରିଛି ପୋଲିସ । ଝିଅ ପରିବାର ଲୋକେ ଶ୍ୱଶୁର ଘର ଆଗରେ ଧାରଣାରେ ବସିଛନ୍ତି । ସେପଟେ ଶାଶୁ, ଶ୍ୱଶୁର, ନଣନ୍ଦ ଫେରାର ହୋଇଯାଇଛନ୍ତି । ଖଲ୍ଲିକୋଟ ଥାନା ଅନ୍ତର୍ଗତ ଡ଼ିମିରିଆ ଗ୍ରାମର ନାରାୟଣ କୋଚିଆରୀଙ୍କ ଝିଅ ଆରତୀଙ୍କ ସହ ନୂତନ ଗୁରୁଣ୍ଠି ଗ୍ରାମ ନବୀନ ସାହୁଙ୍କ ପୁଅ ଭାଗ୍ୟଧର ସାହୁଙ୍କ […]

Read More Text.

ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ନିଆଁ

ଜଗତସିଂହପୁର: ଜଗତସିଂହପୁର ସହର ଦୁର୍ଗା ବଜାରରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କରେ ଅଗ୍ନିକାଣ୍ଡ। ଆଜି ସକାଳୁ ବ୍ୟାଙ୍କର ସଟର ବାଟଦେଇ ଧୂଆଁ ବାହାରୁଥିବାର ଦେଖି ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ। ଏହା ପରେ ତୁରନ୍ତ ପୁଲିସ ଓ ଅଗ୍ନିଶମ ବାହିନୀ ପହଞ୍ଚି ସଟର ଭାଙ୍ଗିବା ସହିତ ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରିଥିଲେ। ନିଆଁ ଲାଗି ବ୍ୟାଙ୍କର ଆସବାବ ପତ୍ର, ଏସି , କମ୍ପ୍ୟୁଟର ଆଦି ପୋଡି ନଷ୍ଟ ହୋଇଯାଇଛି। ସେପଟେ ଷ୍ଟ୍ରଙ୍ଗ ରୁମ୍ ସୁରକ୍ଷିତ […]

Read More Text.

ମାଘ ପୂର୍ଣ୍ଣିମା ପୂର୍ବରୁ ମହାକୁମ୍ଭରେ ପ୍ରବଳ ଭିଡ଼ : ପ୍ରୟାଗରାଜ ସଙ୍ଗମ ଷ୍ଟେସନକୁ ବନ୍ଦ କରାଗଲା

ପ୍ରୟାଗରାଜ : ମାଘ ପୂର୍ଣ୍ଣିମା ପୂର୍ବରୁ କୁମ୍ଭମେଳାକୁ ଶ୍ରଦ୍ଧାଳୁଙ୍କ ଛୁଅ ଛୁଟିବାରେ ଲାଗିଛି । ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପ୍ରୟାଗରାଜ ସଙ୍ଗମ ଷ୍ଟେସନକୁ ରବିବାର (ଫେବ୍ରୁଆରି ୯) ଅପରାହ୍ନ ୧ଟା ୩୦ରୁ ବନ୍ଦ ରଖାଯାଇଛି। ଅତୀତରେ ମଧ୍ୟ ଭିଡ଼ ନିୟନ୍ତ୍ରଣ ପାଇଁ ସ୍ନାନ ପର୍ବ ସମୟରେ ଷ୍ଟେସନକୁ ବନ୍ଦ ରଖାଯାଇଥିଲା। ଫେବ୍ରୁଆରି ୧୨ ତାରିଖରେ ପୂର୍ଣ୍ଣିମା ଥିବା ବେଳେ ୧୧ ତାରିଖରୁ ଏହା ବନ୍ଦ ହେବାର ଥିଲା। ତେବେ ଅତ୍ୟଧିକ ଭିଡ଼ ଯୋଗୁଁ ଆଜିଠାରୁ ଏହାକୁ […]

Read More Text.

ଆରମ୍ଭ ହେଲା ଦେବରକୁଣ୍ଡ ମେଳା, ଦେବରକୁଣ୍ଡରେ ବୁଡ଼ ପକାଇ ଆଶିଷ ଲାଭ କରୁଛନ୍ତି ଶ୍ରଦ୍ଧାଳୁ

ଭଦ୍ରକ: ଆରମ୍ଭ ହୋଇଛି ଭଦ୍ରକର ପ୍ରସିଦ୍ଧ ଦେବରକୁଣ୍ଡ ମେଳା । କାଉପୁର ସ୍ଥିତ ଥିବା ଦେବରକୁଣ୍ଡଠାରେ ପବିତ୍ର ଭୈମୀ ଏକାଦଶୀରୁ ଆରମ୍ଭ ହୋଇଛି ଏହି ମେଳା। ଧାର୍ମିକ ଦୃଷ୍ଟି କୋଣରୁ ଏହି ମେଳା ବହନ କରୁଛି ସ୍ବତନ୍ତ୍ର ମାହାତ୍ମ୍ୟ। କିମ୍ବଦନ୍ତୀ କହେ ପ୍ରଭୁ ରାମଚନ୍ଦ୍ର ଓ ମାତା ସୀତା ବନବାସରେ ଥିବା ସମୟରେ ଲକ୍ଷ୍ମଣ ଶର ମୁନରେ ତିଆରି କରିଥିଲେ ଏହି କୁଣ୍ଡ। କୁଣ୍ଡଟି ପୂଣ୍ୟତୋୟା ସାଳନ୍ଦୀ ନଦୀର ମଧ୍ୟସ୍ଥଳୀର ରହିଛି। ଏହି କୁଣ୍ଡର ପାଣିକୁ ମା’ […]

Read More Text.

ଛତିଶଗଡ଼ରେ ୩୧ ନକ୍ସଲ ନିପାତ ଘଟଣା ଏକ ବଡ଼ ସଫଳତା: ଅମିତ ଶାହ

ଭୁବନେଶ୍ୱର: ଛତିଶଗଡ଼ର ବିଜାପୁରରେ ରବିବାର ସକାଳୁ ସୁରକ୍ଷାକର୍ମୀ ଏବଂ ନକ୍ସଲଙ୍କ ମଧ୍ୟରେ ଗୁଳିବିନିମୟ ହୋଇଥିଲା। ଏହି ଏନକାଉଣ୍ଟରରେ ୩୧ ଜଣ ନକ୍ସଲ ନିହତ ହୋଇଥିବା ବେଳେ ୨ଜଣ ଯବାନ ସହିଦ ହୋଇଥିଲେ। ନକ୍ସଲ ନିପାତ ଘଟଣାକୁ ଏକ ବଡ଼ ସଫଳତା ବୋଲି କହିଛନ୍ତି ଗୃହ ମନ୍ତ୍ରୀ ଅମିତ ଶାହ। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ ଯୋଗେ ସୂଚନା ଦେଇ ଶାହ କହିଛନ୍ତି ଯେ, ନକ୍ସଲମୁକ୍ତ ଭାରତ ଗଠନ ନେଇ ଯବାନଙ୍କୁ ବଡ଼ ସଫଳତା ମିଳିଛି। ୨୦୨୬ ମାର୍ଚ୍ଚ […]

Read More Text.