ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ଆତିଶୀ
ନୂଆଦିଲ୍ଲୀ: ଇସ୍ତଫା ଦେଲେ ଆତିଶୀ। ଆଜି ରାଜଭବନରେ ପହଞ୍ଚି ଉପରାଜ୍ୟପାଳଙ୍କୁ ଭେଟି ବିଧିବଦ୍ଧ ଭାବେ ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ଆତିଶୀ ମାର୍ଲେନା। ଦିଲ୍ଲୀରେ ଆପ୍ର ପରାଜୟ ପରେ ସେ ଇସ୍ତଫା ଦେଇଛନ୍ତି। ଆତିଶୀ କାଲକାଜୀ ବିଧାନସଭା ଆସନରୁ ବିଜୟ ଲାଭ କରିଛନ୍ତି। ଆପ୍ ରୁ ଅନେକ ବରିଷ୍ଠ ନେତାମାନେ ହାରିଛନ୍ତି। ଆତିଶୀ ରମେଶ ବିଧୁରିଙ୍କୁ ୩୫୦୦ରୁ ଅଧିକ ଭୋଟରେ ହରାଇଛନ୍ତି। ଦିଲ୍ଲୀରେ ବିଜେପି ମୋଟ୍ ୪୮ଟି ସିଟ୍ ପାଇଥିବାବେଳେ ୧୦ ବର୍ଷ ମଧ୍ୟରେ ପ୍ରଥମଥର ପାଇଁ ଆମ୍ […]
Read More Text.