ରାଜ୍ୟରେ ଲାଗୁ ହେବ ଅନ୍ତୋଦୟ ଗୃହ ଯୋଜନା, ୧୧ଟି ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ ମୋହର
ଭୁବନେଶ୍ୱର: ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ବସିଥିବା କ୍ୟାବିନେଟ୍ ବୈଠକରେ ୧୧ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତିରେ ମୋହର ବାଜିଛି । ଏନେଇ ଗଣମାଧ୍ୟମକୁ ସୁଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ସମାଜର ଦୁର୍ବଳ ବର୍ଗର ଲୋକମାନଙ୍କୁ ପକ୍କାଘର ଯୋଗାଇ ଦେଇ ସେମାନଙ୍କ ଜୀବନ ଧାରଣର ମାନ ପରିବର୍ତ୍ତନ କରିବା ଉଦ୍ଦେଶ୍ୟରେ ରାଜ୍ୟରେ ଲାଗୁ ହେଲା ଅନ୍ତୋଦୟ ଗୃହ ଯୋଜନା । ଅନ୍ତୋଦୟ ଗୃହ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । […]
Read More Text.