ମୋ ବସ୍ ଦୁର୍ଘଟଣା ମାମଲା: ପରିବା ବୋଝେଇ ଲୁନା ଚାଳକଙ୍କର ଭୁଲ ଥିବା କହିଲା କ୍ରୁଟ

କଟକ: ଶୁକ୍ରବାର ସକାଳେ କଟକ ଖାନନଗର ମଲାଚଣ୍ଡିଆ ଟ୍ରାଫିକ୍‌ ଛକରେ ମୋ ବସ ସହ ଏକ ପରିବା ବ୍ୟବସାୟର ଦୁର୍ଘଟଣା ଘଟିଥିଲା। ଦୁର୍ଘଟଣାରେ ପରିବା ବ୍ୟବସାୟୀ ଆହତ ହୋଇଥିବା ବେଳେ ତାଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏହି ଦୁର୍ଘଟଣା ପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ଦେଖାଦେଇଥିଲା। ଏହି ଘଟଣାକୁ ନେଇ କ୍ରୁଟ ପକ୍ଷରୁ ସ୍ପଷ୍ଟୀକରଣ ଦିଆଯାଇଛି। ସୋସିଆଲ ମିଡିଆରେ ଏକ୍ସରେ ପୋଷ୍ଟ କରି ମୋ ବସର କୌଣସି ଭୁଲ ନଥିବା କୁହାଯାଇଛି। କୃଟ ପକ୍ଷରୁ ପୋଷ୍ଟ […]

Read More Text.

ମହାକୁମ୍ଭ ଯାଉଥିବା କାରକୁ ଧକ୍କା ଦେଲା ବସ, ୮ ଯାତ୍ରୀ ମୃତ

ମହାକୁମ୍ଭ ଯାଉଥିବା ଏକ କାରକୁ ବସ ଧକ୍କା ଦେବାରୁ କାରରେ ଥିବା ସମସ୍ତ ୮ ଯାତ୍ରୀ ପ୍ରାଣ ହରାଇଛନ୍ତି। ରାଜସ୍ଥାନର ଜୟପୁର ନିକଟ ଡୁଡୁ ସହରର ମୋଖମପୁରା ଅଞ୍ଚଳରେ ଏହି ଦୁର୍ଘଟଣା ଘଟିଛି। ଡିଏସପି ଦୀପକ ଖଣ୍ଡେଲଓ୍ବାଲଙ୍କ ସୂଚନା ଅନୁସାରେ, ଜୟପୁର-ଆଜମେର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି। ବସଟି ଯାଉଥିବାବେଳେ ଟାୟାର ଫାଟିଯିବାରୁ ଭାରସାମ୍ୟ ହରାଇ ଏକ କାରକୁ ଧକ୍କା ଦେଇଥିଲା। ଫଳରେ କାରରେ ଥିବା ସମସ୍ତ ୮ ଯାତ୍ରୀ ଘଟଣାସ୍ଥଳରେ ହିଁ ପ୍ରାଣ ହରାଇଥିଲେ। […]

Read More Text.

‘ସତ୍ୟବାଦୀ ବକୁଳବନର ଐତିହ୍ୟକୁ ସୁରକ୍ଷିତ ରଖି ଏହାର ପୁନରୁଦ୍ଧାର ଓ ବିକାଶ କରାଯିବ’

ଭୁବନେଶ୍ୱର: ବକୁଳବନର ଐତିହ୍ୟ ଓ ପରମ୍ପରା ସଂପର୍କରେ ଆଜିର ଛାତ୍ରଛାତ୍ରୀମାନଙ୍କୁ ଅବଗତ କରାଇବା ପାଇଁ ଏହାର ମୌଳିକ ଢାଞ୍ଚା ଅନୁରୂପ ବିକାଶ କରିବା ସହିତ ପାରିପାର୍ଶ୍ୱିକ ଅଞ୍ଚଳର ବିକାଶ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି। ଲୋକସେବା ଭବନଠାରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବକୁଳବନ ଓ ସତ୍ୟବାଦୀ ବନ ବିଦ୍ୟାଳୟର ପୁନଃରୁଦ୍ଧାର ଓ ବିକାଶ ସଂପର୍କିତ ଏକ ଉପସ୍ଥାପନା ଅବସରରେ ମୁଖ୍ୟମନ୍ତ୍ରୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ଗୁରୁଶିଷ୍ୟ ପରମ୍ପରାର ଅନନ୍ୟ ନିଦର୍ଶନ […]

Read More Text.

ବାରବାଟୀ ଦିନିକିଆ: ସୁରକ୍ଷା ପାଇଁ ମୁତୟନ ହେବେ ୫୦ ପ୍ଲାଟୁନ ଫୋର୍ସ, ଷ୍ଟାଡିୟମ ଭିତରକୁ ବୋତଲ ମନା

କଟକ: ଫେବୃଆରୀ ୯ (ରବିବାର) ବାରବାଟୀ ଷ୍ଟାଡିୟମରେ ହେବ ମହାମୁକାବିଲା । ସୁପର ସଣ୍ଡେରେ ହେବ ସୁପର ଫାଇଟ୍‌ । ଇଣ୍ଡିଆ-ଇଂଲଣ୍ଡ ମଧ୍ୟରେ ହେବ କଡ଼ା ଟକ୍କର । ତେବେ ଏଥିପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ । ଏହି ମହାମୁକାବିଲା ପାଇଁ ଆଜି ସନ୍ଧ୍ୟାରେ ଭୁବନେଶ୍ବରରେ ଉଭୟ ଭାରତ- ଇଂଲଣ୍ଡ ଦଳର ଖେଳାଳିମାନେ ପହଞ୍ଚିବେ । ସ୍ବତନ୍ତ୍ର ବିମାନରେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଅବତରଣ କରିବେ । ଏହାପରେ ଉଭୟ ଦେଶର ଖେଳାଳିଙ୍କୁ କଡ଼ା […]

Read More Text.

ଟ୍ରମ୍ପ ଓ ମାକ୍ରନଙ୍କୁ ଭେଟିବେ ପ୍ରଧାନମନ୍ତ୍ରୀ ମୋଦୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆସନ୍ତା ୧୦ ତାରିଖରୁ ବିଦେଶ ଗସ୍ତରେ ଯିବେ। ଏହା ପ୍ରଧାନମନ୍ତ୍ରୀଙ୍କର ଏକ ହାଇପ୍ରୋଫାଇଲ ଗସ୍ତ ହେବ। କାରଣ ମୋଦୀ ପ୍ରଥମେ ଫ୍ରାନ୍ସ ଏବଂ ପରେ ପରେ ଆମେରିକା ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଆମେରିକା ଗସ୍ତ ସମୟରେ ସେ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସାକ୍ଷାତ କରିବା ସହିତ ଦ୍ଵିପାକ୍ଷିକ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ବୈଦେଶିକ ସଚିବ ବିକ୍ରମ ମିସ୍ରି କହିଛନ୍ତି ଯେ, ଫ୍ରାନ୍ସ ପ୍ରଧାନମନ୍ତ୍ରୀ ଏମାନୁଏଲ ମାକ୍ରନଙ୍କ ଆମନ୍ତ୍ରଣ କ୍ରମେ ଫେବୃୟାରୀ […]

Read More Text.

ଭାରତ ଇଂଲଣ୍ତ ଦିନିକିଆ ମ୍ୟାଚରେ ଟିକେଟ୍ ବ୍ଲାକରେ ବିକ୍ରି କରି ୭ ଗିରଫ, ୨୫ ଟିକେଟ୍ ଜବତ

କଟକ: ଓଡ଼ିଶାକୁ ଚଢିଲାଣି କ୍ରିକେଟ ଫିଭର। ସୁପର ସଣ୍ଡେରେ ସୁପର ସୋ । ଆଜି ଭୁବନେଶ୍ବର ଆସିବ ଟିମ ଇଣ୍ଡିଆ। ମେନ ଇନ୍ ବ୍ଲ୍ୟୁ କୁ ଭବ୍ୟ ସ୍ବାଗତ ଜଣାଇବ ଓଡ଼ିଶା। ରବିବାର ବାରବାଟୀ ଷ୍ଟାଡିୟମରେ ଖେଳାଯିବ ଦିନିକିଆ ମ୍ୟାଚ। ସେହି ମ୍ୟାଚରେ ଟିକେଟ ନେବା ନେଇଁ ପ୍ରବଳ ଭିଡ ଦେଖିବାକୁ ମିଳିଥିଲା। କିନ୍ତୁ ଟିକେଟ ନେବା ପରେ ସେହି ଟିକେଟ ଏବେ ବଜାରରେ କଳାବଜାରୀ କରାଯାଉଥିବା ଦେଖିବାକୁ ମିଳିଛି। ଏହି ଘଟଣା ସାମ୍ନାକୁ ଆସିବା ପରେ […]

Read More Text.

‘ଅଣଛାତ୍ର କଲେଜରେ ପଶି ବିଶୃଙ୍ଖଳା କଲେ ହେବ କାର୍ଯ୍ୟାନୁଷ୍ଠାନ’

ପାରାଦୀପ: ପାରାଦୀପ କଲେଜର ସୁବର୍ଣ୍ଣ ଜୟନ୍ତୀ ଅବସରରେ ଯୋଗଦେଇ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ କହିଛନ୍ତି ଯେ ଅଣଛାତ୍ର କଲେଜରେ ପଶି ବିଶୃଙ୍ଖଳା କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ସେମାନଙ୍କ ଅବସ୍ଥା ହିନ୍ଦୀ ଚଳଚ୍ଚିତ୍ର ‘ସତ୍ୟା’ର ଭିକୁ ମାତ୍ରେ ଭଳି କରିଦିଆଯିବ। ପାରାଦୀପ କଲେଜରେ ଛାତ୍ର ଥିବା ସମୟରେ ଅଣଛାତ୍ରଙ୍କ ଉପଦ୍ରବ କଥା ପ୍ରକାଶ କରିବା ସହିତ ଆଗକୁ ଛାତ୍ର ସଂସଦ ନିର୍ବାଚନ କରାଯିବାକୁ ଥିବାରୁ ଅଣଛାତ୍ରଙ୍କ ପ୍ରତି ସଚେତନ ରହିବାକୁ ଛାତ୍ରଛାତ୍ରୀମାନଙ୍କୁ ମନ୍ତ୍ରୀ ଶ୍ରୀ […]

Read More Text.

ଘରୋଇ ହିଂସାରେ କୌଣସି ସମ୍ପର୍କୀୟଙ୍କୁ ଫସାଇବା ଭୁଲ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ସ୍ୱାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ବିବାଦରେ ସ୍ୱାମୀଙ୍କ ସମ୍ପର୍କୀୟମାନଙ୍କୁ ମଧ୍ୟ ଅନାବଶ୍ୟକ ଭାବରେ ପକ୍ଷଭୁକ୍ତ କରାଯାଇପାରିବ ନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ଯଦି ଜଣେ ସମ୍ପର୍କୀୟ ଘରୋଇ ହିଂସା ମାମଲାରେ ହସ୍ତକ୍ଷେପ କରନ୍ତି ନାହିଁ, ତେବେ ତାଙ୍କୁ ଫୌଜଦାରୀ ମାମଲାରେ ଅଭିଯୁକ୍ତ କରିବାର ଆଧାର ହୋଇପାରିବ ନାହିଁ। ତେଲେଙ୍ଗାନାର ଏକ ମାମଲାରେ ସ୍ୱାମୀଙ୍କ ମାଉସୀ ଏବଂ ତାଙ୍କ ଝିଅକୁ ଆଶ୍ୱସ୍ତି ଦେବା ସମୟରେ ସୁପ୍ରିମକୋର୍ଟ କହିଛନ୍ତି ଯେ ସମ୍ପୂର୍ଣ୍ଣ ମାମଲାରେ ସେମାନଙ୍କର କୌଣସି ଦୋଷ ନାହିଁ। […]

Read More Text.

ମୋ ବସ୍ ସ୍ପିଡ୍ ରେ ଲାଗିବ ବ୍ରେକ୍; ୪୦ କିମି ବେଗରୁ ଅଧିକ ସ୍ପିଡ୍‌ରେ ଯିବନି ଗାଡି

ଭୁବନେଶ୍ବର: ବର୍ତ୍ତମାନ ଅନେକ ସମୟରେ ଲଗାତାର ଭାବେ ରାଜଧାନୀ ରାଜ ରାସ୍ତାରେ ମୋ ବସ୍ ଦୁର୍ଘଟଣାର ଶିକାର ହେଉଛନ୍ତି ଲୋକେ । ମୋ ବସ ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା କାରଣରୁ ନିକଟରେ ଏକ ୧୩ ବର୍ଷ ନାବାଳିକାର ଜୀବନ ଯାଇଥିଲା । ନନ୍ଦନକାନନ ରାସ୍ତା ରଘୁନାଥପୁର ନିକଟରେ ଘଟିଥିଲା ଦୁର୍ଘଟଣା । ଯାହାକୁ ନେଇ ଦୀର୍ଘ ସମୟ ପର୍ଯ୍ୟନ୍ତ ନନ୍ଦନକାନନ-ଜୟଦେବବିହାର ମୁଖ୍ୟ ରାସ୍ତା ଅବରୋଧ କରିଥିଲେ ଉତ୍ୟକ୍ତ ଲୋକ । ଏହାକୁ ନଜରରେ ରଖି ବର୍ତ୍ତମାନ […]

Read More Text.

ସାଇବର ଠକେଇ ରୋକିବାକୁ ରିଜର୍ଭ ବ୍ୟାଙ୍କର ନୂଆ ଉପାୟ

ମୁମ୍ବାଇ : ଦେଶରେ ସାଇବର ଠକେଇ ମାମଲା ବଢିଚାଲିଛି । ବ୍ୟାଙ୍କମାନେ ଯେତେ ସୁରକ୍ଷା ବ୍ୟବସ୍ଥା କଲେ ବି ଚୋରମାନେ ଅଭିନବ ଉପାୟ ବାହାର କରି ଲୋକମାନଙ୍କୁ ଠକିବାରେ ଲାଗିଛନ୍ତି । ଏବେ ସାଇବର ଠକେଇ ରୋକିବାକୁ ରିଜର୍ଭ ବ୍ୟାଙ୍କ କେତେକ ନୂଆ ପଦକ୍ଷେପ ଘୋଷଣା କରିଛି । ଶୁକ୍ରବାର ରିଜର୍ଭ ବ୍ୟାଙ୍କର ଦ୍ବିମାସିକ ଋଣନୀତି ସମୀକ୍ଷା ଘୋଷଣା ସମୟରେ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ସଂଜୟ ମାଲହୋତ୍ରା ଏସବୁ ପଦକ୍ଷେପ ସମ୍ପର୍କରେ ଘୋଷଣା କରିଛନ୍ତି । ପ୍ରଥମ […]

Read More Text.