ବଲୁଚିସ୍ତାନରେ ବିସ୍ଫୋରଣ; ୩୦ ପାକିସ୍ତାନୀ ସୁରକ୍ଷାକର୍ମୀ ମୃତ
ଇସଲାମାବାଦ୍: ପାକିସ୍ତାନ ଅନ୍ତର୍ଗତ ବଲୁଚିସ୍ତାନରେ ସକ୍ରିୟ ବଲୁଚିସ୍ତାନ ଲିବରେସନ ଆର୍ମି(ବିଏଲଏ)ଗ୍ୱାଦରରେ ପାକିସ୍ତାନୀ ସୁରକ୍ଷା ବାହିନୀ ଉପରେ ଆତ୍ମଘାତୀ ଆକ୍ରମଣ କରିଛି। ଏହି ଆତ୍ମଘାତୀ ଆକ୍ରମଣରେ ପାକିସ୍ତାନ ସୁରକ୍ଷା ବାହିନୀର ୩୦ ଜଣ ସୈନିକ ନିହତ ହୋଇଥିବା ଏକ ବିଏଲଏ ତରଫରୁ ଜାରି ଏକ ବିବୃତିରେ ଦର୍ଶାଯାଇଛି। ବିଏଲଏ ଦାବି କରିଛି, ୩୦ ରୁ ଅଧିକ ପାକିସ୍ତାନୀ ସୁରକ୍ଷା ବାହିନୀ କର୍ମଚାରୀଙ୍କ ମୃତ୍ୟୁ ହୋଇଛି ଏବଂ ଅନେକ ଆହତ ହୋଇଛନ୍ତି। ବିଏଲଏ ଏକ ବିବୃତିରେ କହିଛି, ଏକ ବିସ୍ଫୋରକ […]
Read More Text.