ରେଳବଜେଟରେ ଓଡ଼ିଶା ପାଇଁ ୧୦,୫୯୯ କୋଟିର ବ୍ୟୟବରାଦ: ଅଶ୍ବିନୀ ବୈଷ୍ଣବ
ନୂଆଦିଲ୍ଲୀ: ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଦିଲ୍ଲୀରେ ସାମ୍ବାଦିକ ସମ୍ମିଳନୀରେ ସୂଚନା ପ୍ରଦାନ କରିଛନ୍ତି ଯେ, ଓଡ଼ିଶା ପାଇଁ ରେଳ ବଜେଟରେ ୧୦, ୫୯୯ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି। ଗତ ୧୦ ବର୍ଷ ଭିତରେ ଓଡିଶାରେ ୨ହଜାର୪୬ କିଲୋମିଟର ରେଲୱେ ଟ୍ରାକ୍ ତିଆରି ହୋଇଛି। ଯାହାକି ମ୍ୟାଲେସିଆ ଦେଶର ରେଳ ନେଟୱାର୍କଠାରୁ ଅଧିକ। ଆଗରୁ ଏତେ ରେଳ ନେଟୱାର୍କ ନ ଥିଲା ବୋଲି ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି । ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ୬ଟି […]
Read More Text.