ଅନାଉ ଅନାଉ ସରିଗଲା ୪ ହଜାର ଟିକେଟ୍, ୫ ଓ ୬ରେ ଅଫଲାଇନ ବିକ୍ରି

କଟକ: ଆସନ୍ତା ୯ ତାରିଖରେ ବାରବାଟୀ ରେ ହେବାକୁ ଥିବା ଭାରତ-ଇଂଲଣ୍ଡ ଏକ ଦିବସୀୟ ମ୍ୟାଚ ପାଇଁ ଅନଲାଇନରେ ବିକ୍ରି ହୋଇଛି ଚାରି ହଜାର ଟିକେଟ। ହେଲେ ଅନଲାଇନରେ ସର୍ଭର୍ ଡାଉନ୍ ରହିବାରୁ କିଛି ଲୋକ ଟିକେଟ କିଣିବାରୁ ବଞ୍ଚିତ ହୋଇଛନ୍ତି। କେବଳ ସେତିକି ବେଳକୁ ନୁହେଁ ବାରବାଟୀରେ ଚାହିଦା ଥିବା ଏକ ନମ୍ବର,୩ ନମ୍ବର ଓ ପାଞ୍ଚ ନମ୍ବର ଗ୍ୟାଲେରୀ ଟିକେଟ ମିଳୁନଥିବାରୁ ଅସନ୍ତୋଷ ଜାହିର କରିଛନ୍ତି କ୍ରିକେଟ ଲଭର୍ ମାନେ। ଅନ୍ୟପଟେ ଆସନ୍ତା ୫ ତାରିଖ […]

Read More Text.

ଠକ ହଂସିତା ଓ ଅନିଲକୁ ଜେରା କରିବ ଆୟକର ବିଭାଗ

ଭୁବନେଶ୍ବର : ରାଜଧାନୀରୁ ଗିରଫ ହାଇପ୍ରୋଫାଇଲ ଠକ ହଂସିତା ଅଭିଲିପ୍ସା ଓ ଅନିଲକୁ ଜେରା କରିବ ଆୟକର ବିଭାଗ । ସୋମବାର ଝାରପଡ଼ା ଜେଲ୍‌ରେ ଉଭୟଙ୍କୁ ଜେରା କରିବ ଆୟକର  ବିଭାଗ । ଏନେଇ ତଦନ୍ତକାରୀ ଟିମ୍‌କୁ  ୬ଘଣ୍ଟା ପଚରାଉଚରା ପାଇଁ ମିଳିଲା ଅନୁମତି । ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ଆୟକର ବିଭାଗର ଟିମ୍ ପର୍ଯ୍ୟାୟ କ୍ରମେ ଏହି ଠକ ଯୋଡ଼ିଙ୍କୁ ଜେରା କରିବେ । ଏନେଇ କୋର୍ଟରୁ ଅନୁମତି ମିଳିବା ପରେ ଆୟକର ବିଭାଗର ଅଧିକାରୀମାନେ ସ୍ୱତନ୍ତ୍ର ପ୍ରଶ୍ନ ପ୍ରସ୍ତୁତ କରିଛନ୍ତି ।  ପ୍ରଥମେ ଅଲଗା ଅଲଗା, […]

Read More Text.

ଭୁବନେଶ୍ବରରେ ତାପମାତ୍ରା ୩୪ ଡିଗ୍ରୀ ଟପିଲା

ଭୁବନେଶ୍ୱର : ମାଘରେ ୩୪ ଟପିଲା ଭୁବନେଶ୍ୱର ତାପମାତ୍ରା  । ଦିନ ୨ଟା ସୁଦ୍ଧା ଭୁବନେଶ୍ୱର ପାରଦ ୩୪.୪ ଡିଗ୍ରୀ ରେକର୍ଡ କରାଯାଇଛି  । ପେବୃୟାରୀ ଆରମ୍ଭରୁ ତାତି ଅସମ୍ଭାଳ  ।  ଆଗକୁ କଣ ହେବ ଏଇଥିରୁ ଆଶଙ୍କା କରାଯାଇପାରେ  ।  ଏଥର ତାତି ଜୋର ହେବ ବୋଲି ଅସ୍ବୀକାର କରା ଯାଇନପାରେ  । କଲବଲ କଲାଣି ତାତି ।  ରାଜ୍ୟରେ ଧୀରେ ଧୀରେ ବଢୁଛି ପାରଦ ।  ଟାଇଁ ଟାଇଁ ଖରା ସହ ଅସ୍ୱାଭାବିକ ଗରମ ଅନୁଭୂତ […]

Read More Text.

ପ୍ରଧାନମନ୍ତ୍ରୀ କହୁଛନ୍ତି ପୂର୍ବୋଦୟ ହେବ, ହେଲେ ଓଡ଼ିଶାକୁ ଅସ୍ତ କରାଯାଉଛି : ପ୍ରସନ୍ନ ଆଚାର୍ଯ୍ୟ

ଭୁବନେଶ୍ବର : ଚଳିତ ବଜେଟ୍‌ରେ ଓଡ଼ିଶା ପ୍ରତି ଅନ୍ୟାୟ ହୋଇଛି । ଏଭଳି ପ୍ରତିକ୍ରିୟା ରଖିଛନ୍ତି ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି, ପ୍ରଧାନମନ୍ତ୍ରୀ କହୁଛନ୍ତି ପୂର୍ବୋଦୟ ହେବ ଓଡ଼ିଶା । ହେଲେ ଓଡ଼ିଶାକୁ ଅସ୍ତ କରାଯାଉଛି । ରାଜନୈତିକ ଉଦ୍ଦେଶ୍ୟରେ ବିହାରକୁ ଦେଇ ଓଡ଼ିଶାକୁ ଅବହେଳା କରାଯାଇଛି । ଅନ୍ୟ ରାଜ୍ୟ ତୁଳନାରେ କ’ଣ ଓଡ଼ିଶା ଅଧିକ ପାଇଛି କି ବୋଲି ପ୍ରସନ୍ନ ଆଚାର୍ଯ୍ୟ କହିଛନ୍ତି । ଏହା ଓଡ଼ିଶା ପ୍ରତି ଅନ୍ୟାୟ […]

Read More Text.

ବର୍ଣ୍ଣବୋଧର ନୂଆ ଶୋଭନ ସଂସ୍କରଣକୁ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଭକ୍ତକବି ମଧୁସୂଦନ ରାଓଙ୍କ ଜୟନ୍ତୀ ଅବସରରେ ତାଙ୍କ ରଚିତ ‘ବର୍ଣ୍ଣବୋଧ’ର ପୁନଃମୁଦ୍ରିତ ସଂସ୍କରଣ ଓ ଏହାର ଡ଼ିଜିଟାଲ କପି ଉନ୍ମୋଚିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍‌ଣରେ ଏହାକୁ ଉନ୍ମୋଚନ କରିଛନ୍ତି। ଆଜି ପବିତ୍ର ଶ୍ରୀପଞ୍ଚମୀ ଓ ସରସ୍ଵତୀ ପୂଜା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଯେତେବେଳେ ଭାରତ ସ୍ଵାଧୀନତା ଲାଭ କରିଥିଲା ସାକ୍ଷରତା ହାର ଥିଲା ମାତ୍ର ୧୨ ପ୍ରତିଶତ, ଅର୍ଥାତ ୧୯୦୦ ମସିହା ବେଳକୁ ଏହା ଏକକ-ଅଙ୍କ ବିଶିଷ୍ଟ […]

Read More Text.

ମାଘ ସପ୍ତମୀ ପାଇଁ ପୁରୀରେ ଟ୍ରାଫିକ କଟକଣା

ପୁରୀ : ମାଘ ସପ୍ତମୀ ବୁଡ଼ ପାଇଁ ଚନ୍ଦ୍ରଭାଗାରେ ହେବ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ । ଏନେଇ ପୁରୀ ପୋଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି  । ମୁତୟନ ହେବେ ୩୩ ପ୍ଲାଟୁନ ପୋଲିସ ଫୋର୍ସ । ୬ ଜଣ ଅତିରିକ୍ତ ଏସପିଙ୍କ ସହ ୧୩ ଡିଏସପି, ୩୯ ଇନ୍ସପେକ୍ଟର ନିୟୋଜିତ ହେବେ । ବୁଡ଼ ସ୍ଥାନ ଓ ସମୁଦ୍ର କୂଳରେ ଲାଇଫ ଗାର୍ଡ ମୁତୟନ ରହିବେ । ପୋଲିସ ପକ୍ଷରୁ ସ୍ବତନ୍ତ୍ର ଟ୍ରାଫିକ ବ୍ୟବସ୍ଥା […]

Read More Text.

ଦିଲ୍ଲୀରେ ଉଚ୍ଛେଦ ହେବନି ବସ୍ତି, ଆପ୍ ମିଛ କହୁଛି: ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଦିଲ୍ଲୀରେ ବିଧାନସଭା ନିର୍ବାଚନରେ ଥିବାରୁ ବସ୍ତିବାସିନ୍ଦାଙ୍କୁ ଖୁସି କରିବାକୁ ବଡ଼ ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଦିଲ୍ଲୀରେ ବସ୍ତି ଉଚ୍ଛେଦ ହେବ ନାହିଁ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ରବିବାର ଦିଲ୍ଲୀରେ ନିର୍ବାଚନ ପ୍ରଚାର କରି ମୋଦୀ କହିଛନ୍ତି ଯେ ଯଦି ଦିଲ୍ଲୀରେ ବିଜେପି କ୍ଷମତାକୁ ଆସିବ ତେବେ ବସ୍ତି ଉଚ୍ଛେଦ କରାଯିବ ନାହିଁ। ନିକଟରେ ଆମ ଆଦ୍‌ମୀ ପାର୍ଟି ମୁଖ୍ୟ ଅରବିନ୍ଦ କେଜରିୱାଲ୍ ବସ୍ତି କଥା କହି ବିଜେପିକୁ ଟାର୍ଗେଟ୍ କରିଥିଲେ। ବିଜେପି କ୍ଷମତାକୁ […]

Read More Text.

ମହୁ ମାଛି ଆକ୍ରମଣରେ ୨୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ

କଳାହାଣ୍ଡି: ମହୁ ମାଛି ଆକ୍ରମଣରେ ୨୦ ଉର୍ଦ୍ଧ୍ବ ଛାତ୍ର ଛାତ୍ରୀ ଆହତ ହୋଇ ଥିବା ଜଣାପଡିଛି । ଏଭଳି ଖବର ଆସିଛି କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସହର ଉପକଣ୍ଠ ଦୁଆରଶୁଣି ଗ୍ରାମରୁ । ଏକ ଘରୋଇ ସ୍କୁଲରେ ହଠାତ୍ ଛାତ୍ର ଛାତ୍ରୀ ମାନଙ୍କୁ ମହୁ ମାଛି ଆକ୍ରମଣ କରି ଥିଲା । ଆଜି ବସନ୍ତ ପଞ୍ଚମୀ ଅବସରରେ ଆଜି ସରସ୍ଵତୀ ପୂଜା ଚାଲି ଥିବା ସମୟରେ ମହୁ ମାଛି ଛାତ୍ର ଛାତ୍ରୀ ମାନଙ୍କୁ ଆକ୍ରମଣ କରିବା ସହିତ […]

Read More Text.

ଅଣ୍ଡର-୧୯ ମହିଳା ଟି-ଟ୍ବେଣ୍ଟି ବିଶ୍ବକପ୍‌ ଟ୍ରଫି ଜିତିଲା ଭାରତ

କୁଆଲାଲମ୍ପୁର: ସାତ ମାସ ମଧ୍ୟରେ ଭାରତ ଦ୍ୱିତୀୟ ବିଶ୍ୱକପ ଜିତିଛି। ଭାରତୀୟ ଅଣ୍ଡର -୧୯ ମହିଳା ଦଳ କ୍ରମାଗତ ଦ୍ୱିତୀୟ ଥର ପାଇଁ ଚାମ୍ପିଅନ ହୋଇ ଫାଇନାଲରେ ପ୍ରବେଶ କରି ଦକ୍ଷିଣ ଆଫ୍ରିକାକୁ ୯ ୱିକେଟରେ ପରାସ୍ତ କରି ଇତିହାସ ରଚିଛନ୍ତି। ଭାରତୀୟ ବୋଲରମାନେ ଫାଇନାଲରେ ଚମତ୍କାର ବୋଲିଂ କରିଥିଲେ। ଭାରତୀୟ ବୋଲରମାନେ ଦକ୍ଷିଣ ଆଫ୍ରିକା ଦଳକୁ ୨୦ ଓଭରରେ ୮୨ ରନ୍ ସଂଗ୍ରହ କରିବାର ସୁଯୋଗ ଦେଇଥିଲେ। ଏହା ପରେ ଗୋଙ୍ଗାଡି ତ୍ରିସାଙ୍କର ବିସ୍ଫୋରକ ଇନିଂସ […]

Read More Text.

ଖେଳିବା ବେଳେ ଫୁଟିଗଲା ମୋବାଇଲ ବ୍ୟାଟେରୀ, ଦୁଇ ଶିଶୁ ଗୁରୁତର

ପାଟଣାଗଡ଼ : ଖେଳିବା ବେଳେ ଫୁଟିଗଲା ମୋବାଇଲ ବ୍ୟାଟେରୀ । ବିସ୍ଫୋରଣରେ ଦୁଇ ଶିଶୁ ଗୁରୁତର । ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ଥାନା ପାଢ଼େଲ ଗାଁରେ ଘଟିଛି ଏହି ଅଘଟଣ  । ଦୁଇ ଶିଶୁ ମୋବାଇଲ ବ୍ୟାଟେରୀ ଧରି ଖେଳୁଥବା ବେଳେ ବିସ୍ପୋରଣ ହୋଇଥିଲା ।  ପ୍ରଥମେ ଦୁଇ ଶିଶୁଙ୍କୁ ପାଟଣାଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା  ।  ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସାପାଇଁ ବଲାଙ୍ଗିର ମେଡିକାଲକୁ ନିଆଯାଇଛି । ପାଟଣାଗଡ଼ ପୋଲିସ ଡାକ୍ତରଖାନା ଓ ଘଟଣାସ୍ଥଳରେ ପହଞ୍ଚି […]

Read More Text.