ନେପାଳ ବିପର୍ଯ୍ୟୟ ପରେ ଚୀନ୍ର ମେଗା ଡ୍ୟାମ୍କୁ ନେଇ ଭାରତ ପାଇଁ ବଢ଼ିଲା ଚିନ୍ତା
ନୂଆଦିଲ୍ଲୀ: ନେପାଳ-ତିବ୍ଦତ ସୀମାରେ ଭୟଙ୍କର ବନ୍ୟା ଓ ବିପୁଳ ଧନଜୀବନ କ୍ଷୟକ୍ଷତି ପରେ ଭାରତ ସୀମା ନିକଟରେ ଚୀନ୍ ନିର୍ମାଣ କରୁଥିବା ବିଶାଳ ମେଡୋଗ୍ ଜଳବିଦ୍ୟୁତ୍ ପ୍ରକଳ୍ପକୁ ନେଇ ନୂଆ ଆଶଙ୍କା ସୃଷ୍ଟି ହୋଇଛି। ଭୂକମ୍ପପ୍ରବଣ ହିମାଳୟ ଅଞ୍ଚଳରେ ଏତେ ବଡ଼ ଡ୍ୟାମ୍ ନିର୍ମାଣ ଭାରତର ଉତ୍ତର-ପୂର୍ବାଞ୍ଚଳ ପାଇଁ ଭବିଷ୍ୟତରେ ବଡ଼ ବିପଦ ସୃଷ୍ଟି କରିପାରେ ବୋଲି ବିଶେଷଜ୍ଞମାନେ ସତର୍କ କରାଇଛନ୍ତି। ତିବ୍ଦତର ୟାରଲୁଙ୍ଗ ସାଙ୍ଗପୋ ନଦୀ ଉପରେ ଚୀନ୍ ୬୦ ହଜାର ମେଗାୱାଟ୍ କ୍ଷମତା ବିଶିଷ୍ଟ […]
Read More Text.