ରାଇରଙ୍ଗପୁର ନୂତନ ପୁଲିସ ଜିଲ୍ଲାରେ ପୁଲିସ ଫୋର୍ସଙ୍କ ଯୋଗଦାନ, ସ୍ୱାଗତ କଲେ ଆରକ୍ଷୀ ଅଧିକ୍ଷକ
ବାରିପଦା : ରାଇରଙ୍ଗପୁରରେ ନୂତନ ପୁଲିସ ଜିଲ୍ଲା ପାଇଁ ଗତ ୧୯ ତାରିଖ ମହାମହିମ ରାଷ୍ଟ୍ରପତିଙ୍କ କରକମଳରେ ଆରକ୍ଷୀ ଅଧିକ୍ଷକଙ୍କ ନୂତନ କାର୍ଯ୍ୟାଳୟ ଗୃହ ଉଦଘାଟିତ ହେବାପରେ ଇତି ମଧ୍ୟରେ ଜିଲ୍ଲାରେ ପ୍ରଥମ ଆରକ୍ଷୀ ଅଧିକ୍ଷକ ଭାବେ ଶ୍ରୀ ସୁରେଶ ଚନ୍ଦ୍ର ପାତ୍ର ଯୋଗଦାନ କରିଛନ୍ତି। ନୂତନ ପୁଲିସ ଜିଲ୍ଲାକୁ ଅଧିକ କ୍ରିୟାଶୀଳ କରିବା ପାଇଁ ଆଜି ପ୍ରଥମ ପର୍ଯ୍ୟାୟରେ ୧୦୦ ଜଣିଆ ପୋଲିସ ଫୋର୍ସ ଏଠାରେ କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହି ଉପଲକ୍ଷେ ଜିଲ୍ଲା ପୁଲିସ […]
Read More Text.