ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ଵାରା ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ
ବାରିପଦା : ଜିଲ୍ଲା ଆଇନ ସେବା ପ୍ରାଧିକରଣ ଦ୍ଵାରା ଆଜି ବାରିପଦା ଜିଲ୍ଲା ଆଇନ ସେବା ପ୍ରାଧିକରଣ କାର୍ଯ୍ୟାଳୟର ସମ୍ମିଳନୀ କକ୍ଷ ପରିସରରେ ଆନ୍ତର୍ଜାତିକ ଶ୍ରମିକ ଦିବସ ପାଳିତ ହୋଇ ଯାଇଛି। ଉକ୍ତ କାର୍ଯ୍ୟକ୍ରମ ରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ର ଅଧ୍ୟକ୍ଷ ତଥା ଜିଲ୍ଲା ଓ ଦୌରା ଜଜ ଶ୍ରୀ ସୁଦୀପ୍ତ ଆଚାର୍ଯ୍ୟଙ୍କ ତ୍ୟତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରେ ଜିଲ୍ଲା ଶ୍ରମ ବିଭାଗ ଦ୍ଵାରା ଶ୍ରମିକ ହିତାଧିକାରୀ ମାନଙ୍କ ମଧ୍ୟରେ ବିଭିନ୍ନ […]
Read More Text.