୫୯୪ କିମି ଲମ୍ବା ଗଙ୍ଗା ଏକ୍ସପ୍ରେସ ୱେ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି
ବାରାଣସୀ : ଉତ୍ତରପ୍ରଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫୯୪ କିମି ଦୀର୍ଘ ଗଙ୍ଗା ଏକ୍ସପ୍ରେସ୍ ୱେକୁ ଉଦଘାଟନ କରିଛନ୍ତି । ପ୍ରାୟ ୩୬୨୩୦ କୋଟି ଟଙ୍କା ବ୍ୟୟ ଅଟକଳରେ ନିର୍ମିତ ଗଙ୍ଗା ଏକ୍ସପ୍ରେସ ୱେ ହେଉଛି ଉତ୍ତର ପ୍ରଦେଶର ସବୁଠାରୁ ଲମ୍ବା ଏକ୍ସପ୍ରେସ ୱେ । ପ୍ରାୟ ୧ ହଜାର ୫୦ କୋଟି ଟଙ୍କାର ୪୮ଟି ପ୍ରକଳ୍ପର ଉଦଘାଟନ ହୋଇଥିବା ବେଳେ ପ୍ରାୟ ୫ ହଜାର ୩୦୦ କୋଟି ମୂଲ୍ୟର ୧୧୨ଟି ନୂତନ ପ୍ରକଳ୍ପର ଶିଳାନ୍ୟାସ ହୋଇଛି । […]
Read More Text.