ମେ’ ୧୫ରୁ ସିବିଏସଇ ଦଶମ ଶ୍ରେଣୀ ୨ୟ ବୋର୍ଡ଼ ପରୀକ୍ଷା

ଭୁବନେଶ୍ୱର: ପ୍ରକାଶ ପାଇଲା ସିବିଏସଇ ଦଶମ ଶ୍ରେଣୀ ଦ୍ଵିତୀୟ ବୋର୍ଡ଼ ପରୀକ୍ଷା ତାରିଖ। ମେ’ ୧୫ରୁ ୨୧ ତାରିଖ ଯାଏଁ ଚାଲିବ ପରୀକ୍ଷା। ସକାଳ ୧୦ଟା ୩୦ରୁ ୧ଟା ୩୦ ଯାଏଁ ଚାଲିବ ପରୀକ୍ଷା। ଚଳିତ ବର୍ଷ ପ୍ରଥମ ଥର ସିବିଏସଇ ପକ୍ଷରୁ ଦ୍ଵିତୀୟ ବୋର୍ଡ଼ ପରୀକ୍ଷା ନିଷ୍ପତ୍ତି ନିଆଯାଇଛି। ଏହା ପୂର୍ବରୁ ବୋର୍ଡ ପ୍ରଥମ ପରୀକ୍ଷା ଶେଷ ହେଇଯାଇଛି। ଯାହାର ଫଳାଫଳ ମଧ୍ୟ ପ୍ରକାଶ ପାଇ ସାରିଛ। ଚଳିତ ବର୍ଷ ଅନେକ ଭଲ ରେଜଲ୍ଟ କରିଛନ୍ତି […]

Read More Text.

IRS ଅଧିକାରୀଙ୍କ ଝିଅକୁ ଦୁଷ୍କର୍ମ ପରେ ତଣ୍ଟି ଚିପି ହତ୍ୟା

ନୂଆଦିଲ୍ଲୀ : ଆଇଆରଏସ ଅଧିକାରୀଙ୍କ ଝିଅକୁ ହତ୍ୟା । ଦୁଷ୍କର୍ମ ପରେ ଚାର୍ଜର କେବୁଲରେ ତଣ୍ଟି ଚିପି ହତ୍ୟା । ଏଭଳି ଏକ ଘଟଣା ରାଜଧାନୀ ଦିଲ୍ଲୀର ଦକ୍ଷିଣ-ପୂର୍ବ ଅଞ୍ଚଳରେ ଥିବା ଅମର କଲୋନୀରେ ଘଟିଛି । ପୋଲିସ ତଦନ୍ତ ଜାରି ରଖିଥିବା ବେଳେ ପ୍ରାରମ୍ଭିକ ତଦନ୍ତ ଅନୁସାରେ, ଚାକର ଉପରେ ସନ୍ଦେହ ପ୍ରକାଶ କରିଛି । ଦିଲ୍ଲୀର ଜଣେ ବରିଷ୍ଠ ରାଜସ୍ୱ ସେବା ଅଧିକାରୀଙ୍କ ୨୨ ବର୍ଷୀୟା ଝିଅଙ୍କୁ ତାଙ୍କ ବାସଭବନରେ ଅତି ନିର୍ମମ ଭାବେ ହତ୍ୟା […]

Read More Text.

ଭାରତ ଆସୁଥିବା ଜାହାଜକୁ ଗୁଳିମାଡ଼ ସହ ଜବତ କରି ନେଲା ଇରାନ ସେନା

ନୂଆଦିଲ୍ଲୀ :  ଇରାନ ରିଭୋଲ୍ୟୁଶନରୀ ଗାର୍ଡ କପର୍ସ (IRGC) ଦୁଇଟି ଜାହାଜ ଉପରେ ଗୁଳିମାଡ଼ କରିବା ସହିତ ନିଜ କବଜା କରିଛି । ଏଥିରୁ ଗୋଟିଏ ଜାହାଜ ଭାରତକୁ ଆସୁଥିଲା ବୋଲି ଜଣାପଡିଛି । ଦୁବାଇରୁ ଗୁଜରାଟର ମୁନ୍ଦ୍ରା ବନ୍ଦରକୁ ଆସୁଥିଲା । ହର୍ମୁଜ ପ୍ରଣାଳୀ ଅତିକ୍ରମ କରିବା ପରେ ଗୁଳିମାଡ଼ ହୋଇଛି । ଗୁଳିମାଡ଼ କରିବା ପରେ ୨ଟି ଜାହାଜକୁ ନିଜ ଅକ୍ତିଆରକୁ ନେଇଛି IRGC । ଖବର ମୁତାବକ, ଇରାନ ଜବତ କରିଥିବା ଜାହାଜ MSC […]

Read More Text.
Republican presidential nominee Donald Trump points at the media as he speaks at a campaign rally in Colorado Springs

ବଢ଼ିଲା ଅସ୍ତ୍ରବିରତି ଅବଧି, ବିମାନ ଆକ୍ରମଣ ଓ ମିସାଇଲ ମାଡ଼ ବନ୍ଦ

ନୂଆଦିଲ୍ଲୀ: ବଢ଼ିଲା ଅସ୍ତ୍ର ବିରତି ସମୟ ସୀମା । ଅନିର୍ଦ୍ଦିଷ୍ଟ କାଳ ପାଇଁ ଅସ୍ତ୍ରବିରତି ସମୟ ସୀମା ବଢ଼ାଇଲେ ଡୋନାଲ୍ଡ ଟ୍ରମ୍ପ । ଇରାନ ସହିତ ଚାଲିଥିବା ଅସ୍ତ୍ରବିରତି ଅବଧିକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବଢ଼ାଇଛନ୍ତି । ଆଜି ସନ୍ଧ୍ୟାରେ ଶେଷ ହେବାର ଥିଲା ୨ ସପ୍ତାହର ଅସ୍ତ୍ର ବିରତି । ଏହାଦ୍ୱାରା ବର୍ତ୍ତମାନ ପାଇଁ ବିମାନ ଆକ୍ରମଣ ଓ ମିସାଇଲ ମାଡ଼ ବନ୍ଦ ରହିବ । କିନ୍ତୁ ସାମୁଦ୍ରିକ ନାକାବନ୍ଦୀ ଜାରି ରହିବ । ପାକିସ୍ତାନ ପ୍ରଧାନମନ୍ତ୍ରୀ […]

Read More Text.

ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ, ୪ ଆହତ

କାମାକ୍ଷାନଗର: ଜନଗଣନା କର୍ମଚାରୀଙ୍କୁ ଆକ୍ରମଣ । ସାରା ରାଜ୍ୟରେ ଜନଗଣନା କାର୍ଯ୍ୟ ଚାଲୁରହିଥିବା ବେଳେ କାମାକ୍ଷାନଗରରେ ଜନଗଣନା କରିବାକୁ ଯାଇଥିବା କର୍ମଚାରୀଙ୍କୁ ମରଣାତ୍ମକ ଆକ୍ରମଣ ଅଭିଯୋଗ । ଆକ୍ରମଣରେ ୪ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୨ଜଣ ମହିଳା କର୍ମଚାରୀ ଅଛିନ୍ତି। ସେମାନଙ୍କ ମୁହଁରେ ଗଭୀର ଆଘାତ ଲାଗିଛି । କାମାକ୍ଷାନଗର ଏନଏସି ତିନି ନମ୍ବର ୱାର୍ଡ ମହିମାନଗର ସାହିରେ ଆଟାକ ହୋଇଛି । କର୍ମଚାରୀଙ୍କୁ ମାଡ଼ ମାରିବା ସହ ଜନଗଣନା କରୁଥିବା ଦିଦିଙ୍କ ଗାଡି ଭାଙ୍ଗି […]

Read More Text.

ଏଥର ଖରା ଛୁଟିରେ ହ୍ବାଟ୍ସଆପ୍ ମାଧ୍ୟମରେ “ସମର ଲର୍ଣ୍ଣିଂ” କାର୍ଯ୍ୟକ୍ରମରେ ଚାଲିବ ଶିକ୍ଷାଦାନ

ଭୁବନେଶ୍ୱର : ଏଥର ଖରାଛୁଟିରେ ପାଠପଢା । ଘରେ ରହି ପାଠ ପଢିବେ ଛାତ୍ରଛାତ୍ରୀ । ଖରା ଛୁଟି ସମୟରେ ପିଲାଙ୍କୁ ପାଠପଢ଼ାରୁ ନଦୁରେଇବା ପାଇଁ ନୂଆ ବ୍ୟବସ୍ଥା କରିଛି ଓଡ଼ିଶା ବିଦ୍ୟାଳୟ ଶିକ୍ଷା କାର୍ଯ୍ୟକ୍ରମ ପ୍ରାଧିକରଣ । ହ୍ବାଟ୍ସଆପ୍ ମାଧ୍ୟମରେ “ସମର ଲର୍ଣ୍ଣିଂ” କାର୍ଯ୍ୟକ୍ରମରେ ଶିକ୍ଷାଦାନ ଚାଲିବ । କାର୍ଯ୍ୟକ୍ରମ ମାଧ୍ୟମରେ ଶିଶୁ ବାଟିକାଠାରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ଶିକ୍ଷାଦାନ କରାଯିବ । ସବୁ ବିଦ୍ୟାଳୟରେ ଶ୍ରେଣୀଭିତ୍ତିକ ଅଭିଭାବକ ହ୍ବାଟସଆପ୍ ଗ୍ରୁପ୍ ଖୋଲାଯିବ । ଏନେଇ […]

Read More Text.

OCAC ଭର୍ଚୁଆଲ୍ କ୍ଲାସରୁମ୍ ସେଟଅପରେ ଘୋଟାଲା, ୭ ଦିନ ସୁଦ୍ଧା ରିପୋର୍ଟ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ୱର : OCACରେ ଦୁର୍ନୀତି ଅଭିଯୋଗ ମାମଲାରେ ରିପୋର୍ଟ ତଲବ । ଭର୍ଚୁଆଲ୍ କ୍ଲାସରୁମ୍ ସେଟଅପରେ ଘୋଟାଲା ଅଭିଯୋଗ ମାମଲାରେ ରିପୋର୍ଟ ମାଗିଲେ ବଭାଗୀୟ ମନ୍ତ୍ରୀ । ୭ଦିନ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ । ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, OCACରେ ‘ଭର୍ଚୁଆଲ୍ କ୍ଲାସରୁମ୍’ ପ୍ରସ୍ତୁତିରେ ଆସିଥିବା ଦୁର୍ନୀତି ଅଭିଯୋଗ ନେଇ କଣ କାର୍ଯ୍ୟାନୁଷ୍ଠାନ ନିଆଯାଇଛି, ସେ ସମ୍ପର୍କରେ ବିଭାଗୀୟ ସଚିବଙ୍କୁ ଆସନ୍ତା ୭ ଦିନ ମଧ୍ୟରେ ରିପୋର୍ଟ ଦେବାକୁ କୁହାଯାଇଛି । ବର୍ତ୍ତମାନ ଯେଉଁ ସବୁ […]

Read More Text.

ଓସିଏ ଆନ୍ତଃଜିଲ୍ଲା ମହିଳା କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ମୟୁରଭଞ୍ଜ ଦଳ 

ବାରିପଦା : ଓଡିଶା କ୍ରିକେଟ ଏସୋସିଏସନ ଆନୁକୂଲ୍ୟରେ କଟକ ଠାରେ ଅନୁଷ୍ଠିତ ହେବାକୁ ଥିବା ଆନ୍ତଃଜିଲ୍ଲା ମହିଳା କ୍ରିକେଟ ଟୁର୍ଣ୍ଣାମେଣ୍ଟରେ ଅଂଶଗ୍ରହଣ କରିବା ପାଇଁ ମୟୁରଭଞ୍ଜ ଦଳ ଘୋଷିତ ହୋଇଯାଇଛି I ଦଳରେ ଅଧିନାୟିକା ସଂଜିତା ଦାସ, ଉପ ଅଧିନାୟିକା ସୁନିଧି କାଶ୍ୟପ ଜେନା ସମେତ ଶୁଭସ୍ମିତା ବେହେରା, ସୋନିଆ ରାଜ, ଲକ୍ଷ୍ମୀପ୍ରିୟା ମହାନ୍ତ, ପଦ୍ମା ମିର୍ଦ୍ଧା, ଲକ୍ଷ୍ମୀ ଭଗତ, ମାନସୀ ମହାନ୍ତ, ସାଇ ଆରାଧ୍ୟା, ଚନ୍ଦ୍ରକାନ୍ତି ବେହେରା, ରଶ୍ମିରେଖା ନାୟକ, ଶୁଭଶ୍ରୀ ନାଥ, ଦିବ୍ୟାଂଶୀ ମହାନ୍ତି, […]

Read More Text.

ରାଷ୍ଟ୍ରୀୟ ପ୍ରଶାସନିକ ସେବା ଦିବସରେ ଜିଲ୍ଲାପାଳଙ୍କୁ ସମ୍ବର୍ଦ୍ଧନା 

ବାରିପଦା : ପ୍ରତିବର୍ଷ ଏପ୍ରିଲ ୨୧ ତାରିଖରେ ସାରାଦେଶରେ ରାଷ୍ଟ୍ରୀୟ ପ୍ରଶାସନିକ ସେବା ଦିବସ ଭାବେ ପାଳନ କରାଯାଇଥାଏ I ସରକାରଙ୍କ ସମାଜ କଲ୍ୟାଣ ଯୋଜନାକୁ ତୃଣମୂଳ ସ୍ତରରେ ସଫଳ କରିବା ସହ ଦେଶର ପ୍ରଗତିରେ ଜଣେ ଭାରତୀୟ ପ୍ରଶାସନିକ ସେବା ଅଧିକାରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ହୋଇଥାଏ I ଏହି ଅବସରରେ ମୟୁରଭଞ୍ଜ ଏଥଲେଟିକ ଏସୋସିଏସନ ତରଫରୁ ସାଧାରଣ ସମ୍ପାଦକ ବିଜୟ କୁମାର ଦାସ, ସହ ସମ୍ପାଦକ ବୈଦ୍ୟନାଥ ରଥ, ଅଶୋକ ପଟ୍ଟନାୟକ, ଅମର କୁମାର ସେଠି […]

Read More Text.

ରାଇରଙ୍ଗପୁରର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ ଅଜିତ କୁମାରଙ୍କ ଯୋଗଦାନ

ରାଇରଙ୍ଗପୁର ::ଆଜି  ରାଇରଙ୍ଗପୁରର ନୂତନ ଅତିରିକ୍ତ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗଦେଇଛନ୍ତି ଭାରତୀୟ ପ୍ରଶାସନିକ ସେବା (୨୦୨୨ବ୍ୟାଚ)ର ଅଧିକାରୀ ଶ୍ରୀ ଅଜିତ କୁମାର. ନାଗାଲ୍ୟାଣ୍ଡ କ୍ୟାଡ଼ରରୁ ଆନ୍ତଃ କ୍ୟାଡର ସ୍ଥାନାନ୍ତର ହୋଇ ଓଡିଶା ସରକାରରେ ଯୋଗଦେବାପରେ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ୧୭ ଏପ୍ରିଲ ୨୦୨୬ ରିଖ ଅଧିସୂଚନା ସଂଖ୍ୟା -୧୧୯୧୧ ଅନୁଯାୟୀ  ଶ୍ରୀ ଅଜିତ କୁମାର, ଆଇ.ଏ.ଏସ.ଙ୍କୁ  ରାଇରଙ୍ଗପୁରର ଅତିରିକ୍ତ ଜିଲ୍ଲାପାଳ ଭାବେ ନିଯୁକ୍ତି ଦିଆଯାଇଛି. ଗତକାଲି ସେ ଜିଲ୍ଲାପାଳଙ୍କ ଠାରେ […]

Read More Text.