Zzzzz

ବଜେଟ ଅଧିବେଶନରେ ରାଜ୍ୟପାଳଙ୍କ ଅଭିଭାଷଣ

ଭୁବନେଶ୍ବର: ଆଜିଠାରୁ ସପ୍ତଦଶ ବିଧାନସଭାର ଷଷ୍ଠ ଅଧିବେଶନ ବା ବଜେଟ୍ ଅଧିବେଶନ ଆରମ୍ଭ ହୋଇଛି। ଦୁଇଟି ପର୍ଯ୍ୟାୟରେ ଏପ୍ରିଲ ୮ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଏହି ଅଧିବେଶନରେ ମୋଟ୍ ୨୮ଟି କାର୍ଯ୍ୟ ଦିବସ ରହିଛି। ତେବେ ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ଅଭିଭାଷଣରୁ ଆଜି ପ୍ରଥମ ପର୍ଯ୍ୟାୟ ଅଧିବେଶନ ଆରମ୍ଭ ହୋଇଥିବାବେଳେ ଏହା ଫେବ୍ରୁଆରି ୨୪ ଯାଏଁ ଚାଲିବ। ଫେବ୍ରୁଆରି ୨୦ରେ ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ […]

Read More Text.
Zzz

ତାରିକ ରହମାନ ହେଲେ ବାଂଲାଦେଶ ପ୍ରଧାନମନ୍ତ୍ରୀ; ୨୫ ମନ୍ତ୍ରୀ ଓ ୨୪ରାଜ୍ୟମନ୍ତ୍ରୀ ନେଲେ ଶପଥ

ଢାକା: ବାଂଲାଦେଶରେ ଆଜିଠୁ ତାରିକ ରହମାନଙ୍କ ଶାସନ ଆରମ୍ଭ । ଦେଶର ନୂତନ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି ତାରିକ ରହମାନ । ସେ ଦେଶର ୧୧ତମ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ ଶାସନ ଭାର ଗ୍ରହଣ କରିଛନ୍ତି । ସାଧାରଣ ନିର୍ବାଚନରେ ଏକ ବିରାଟ ବିଜୟ ସହିତ, ସେ ମଧ୍ୟବର୍ତ୍ତୀକାଳୀନ ସରକାରର ମୁଖ୍ୟ ମହମ୍ମଦ ୟୁନୁସଙ୍କ ସ୍ଥାନରେ କାର୍ଯ୍ୟ କରିବେ। ଶପଥ ଗ୍ରହଣ ସମାରୋହ ଆଜି ଅପରାହ୍ନ ୪ଟାରେ ଢାକାର ସଂସଦ ଭବନର ଦକ୍ଷିଣ […]

Read More Text.
Images

ଟି୨୦ ବିଶ୍ୱକପରୁ ଅଷ୍ଟ୍ରେଲିଆ ଆଉଟ୍‌

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆ ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିଛି। ଅଷ୍ଟ୍ରେଲିଆ ଭଳି ଟିମ୍‌ ସୁପର ୮ ରାଉଣ୍ଡରେ ପ୍ରବେଶ କରିନପାରିବା ସତରେ ଲଜ୍ଜାଜନକ । ଭାଗ୍ୟ ମଧ୍ୟ ଅଷ୍ଟ୍ରେଲିଆ ଦଳର ସାତ୍‌ ଦେଇନାହିଁ। ଆଜି ବର୍ଷା ଯୋଗୁଁ ଆୟରଲ୍ୟାଣ୍ଡ-ଜିମ୍ବାୱେ ମ୍ୟାଚ୍ ବାତିଲ ହେବା ପରେ ଅଷ୍ଟ୍ରେଲିଆ ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିଛି । ଜିମ୍ବାୱେ ଏବେ ତିନୋଟି ମ୍ୟାଚ୍ ରୁ ପାଞ୍ଚ ପଏଣ୍ଟ ପାଇଛି, ଯଦିଓ ଅଷ୍ଟ୍ରେଲିଆ ପରବର୍ତ୍ତୀ ମ୍ୟାଚ୍ ଜିତିଯାଏ, ତଥାପି ଏହାର […]

Read More Text.
3

ଓଡ଼ିଆ ସାହିତ୍ୟ ଜଗତର ନିରଳସ ସାରସ୍ବତ ସାଧକଥିଲେ ଡ. ସାତକଡ଼ି ହୋତା

ଭୁବନେଶ୍ୱର (୧୭।୨): ଓଡ଼ିଆ ସାହିତ୍ୟ ଜଗତର ଜଣେ ଅଜାତଶତ୍ରୁ ତଥା ନିରଳସ ସାରସ୍ବତ ସାଧକ ଭାବେ ଡ. ସାତକଡ଼ି ହୋତା ସର୍ବଦା ସ୍ମରଣୀୟ ହୋଇ ରହିବେ। ନିଜର ପ୍ରାରମ୍ଭିକ ଜୀବନରେ ନାନା ଘାତପ୍ରତିଘାତ ଓ ଦୁଃଖକଷ୍ଟ ସହି ସେ ପରବର୍ତ୍ତୀ ସମୟରେ ଭାରତୀୟ ରେଳବାଇର ସର୍ବୋଚ୍ଚ ପଦବୀ ମଣ୍ଡନ କରିଥିଲେ ହେଁ ସାହିତ୍ୟ ସାଧନାରୁ କେବେ ହେଲେ ବିଚ୍ୟୁତ ହୋଇନଥିଲେ। ଓଡ଼ିଆ ସାହିତ୍ୟ ଭଣ୍ଡାରକୁ ୨୫ଟି କାଳଜୟୀ ଉପନ୍ୟାସ ସହିତ ଶହ ଶହ ଗଳ୍ପ ଓ ପ୍ରବନ୍ଧ […]

Read More Text.
099

ପାଇକା ନଦୀର ସୁରକ୍ଷା ଓ ଐତିହ୍ୟର ରକ୍ଷା ଆମ ସମସ୍ତଙ୍କର କର୍ତ୍ତବ୍ୟ: ବାମରାରେ ଅନୁଷ୍ଠିତ ହେଲା ଆଞ୍ଚଳିକ ପାଇକା ମହୋତ୍ସବ

ଗରଦପୁର (କେନ୍ଦ୍ରାପଡ଼ା): କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ଅନ୍ତର୍ଗତ ବାମରା ଅଞ୍ଚଳର ଜୀବନରେଖା ପାଇକା ନଦୀର ସୁରକ୍ଷା, ଏହାର ମହାନ ସଂସ୍କୃତି ଓ ପରମ୍ପରାକୁ ବଞ୍ଚାଇ ରଖିବା ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ତିନି ଦିନିଆ ‘ଆଞ୍ଚଳିକ ପାଇକା ମହୋତ୍ସବ-୨୦୨୬’ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ନଦୀର ସୁରକ୍ଷା ସମ୍ପର୍କରେ ଜନସାଧାରଣଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଏହି ମହୋତ୍ସବର ମୁଖ୍ୟ ଲକ୍ଷ୍ୟ ଥିବାବେଳେ, ଚଳିତ ବର୍ଷ ଏହି ଦ୍ୱିତୀୟ ବାର୍ଷିକ ଉତ୍ସବକୁ ନଦୀକୂଳବର୍ତ୍ତୀ ବାସିନ୍ଦା ବେଶ୍ ଉତ୍ସାହର ସହ […]

Read More Text.
IMG 20260216 WA0106

ଜାତୀୟସ୍ତରୀୟ ଗୋଶାଳା କପ ଦିବାରାତ୍ର କ୍ରିକେଟ ଟୁର୍ଣ୍ଣାମେଣ୍ଟ ଉଦଘାଟିତ 

ବାରିପଦା : ସ୍ଥାନୀୟ ତୁଳସୀଚଉରା ଦୁର୍ଗାପୂଜା ପଡିଆରେ ଫ୍ରେଣ୍ଡସ ୟୁନିୟନ ଓ ଶ୍ରୀଦୁର୍ଗା ସ୍ପୋର୍ଟିଂ କ୍ଲବ ଆନୁକୂଲ୍ୟରେ ଆୟୋଜିତ ଜାତୀୟ ସ୍ତରୀୟ ଗୋଶାଳା କପ ଦିବାରାତ୍ର କ୍ରିକେଟ ଟୁର୍ଣ୍ଣାମେଣ୍ଟ ନିଆରା ଢଙ୍ଗରେ ଉଦଘାଟିତ ହୋଇଯାଇଛି I କ୍ଲବର ସଦସ୍ୟ ମାନେ ଅପରାହ୍ନରେ ମା ଅମ୍ବିକାଙ୍କ ନିକଟରେ ପୂଜା ଅର୍ଚ୍ଚନା କରି ଏକ ମଶାଲ ରେଲିରେ ଷ୍ଟେସନ ବଜାର ନିକଟରେ ପହଞ୍ଚିଥିଲେ I ଉକ୍ତ ସ୍ଥାନରୁ ଶଗଡ଼ ଗାଡି ଶୋଭାଯାତ୍ରାରେ ପ୍ରତ୍ୟେକ ଦଳର ମାଲିକ ଓ ଆଇକନ ଖେଳାଳି […]

Read More Text.

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ନୂତନ କାର୍ଯ୍ୟସୂଚୀ

ବାରିପଦା : ଜିଲ୍ଲା ପ୍ରଶାସନ ତତ୍ୱାବଧାନରେ ଜିଲ୍ଲା ସାମାଜିକ ସୁରକ୍ଷା କାର୍ଯ୍ୟାଳୟ ଦ୍ୱାରା  ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଆୟୋଜନ ହେବାକୁ ଯାଉଛି । ଏଥିରେ ଫେବୃଆରୀ ୧୮ ତାରିଖରେ ବାରିପଦା ବ୍ଲକ କାର୍ଯ୍ୟାଳୟ ପରିସରରେ, କୁସୁମୀ  ବ୍ଲକରେ ନିମନ୍ତେ ଫେବୃଆରୀ ୨୪ ତାରିଖ ବାଦାମପାହାଡ ୟୂ.ଜି.ଏମ.ଇ. ବିଦ୍ୟାଳୟ ପରିସରରେ ଓ ଫେବୃଆରୀ ୨୬ ତାରିଖ ବଡ଼ସାହି ବ୍ଲକ କାର୍ଯ୍ୟାଳୟ ପରିସରରେ ଆୟୋଜିତ ହେବ । ତେଣୁ ହିତାଧିକାରୀ ମାନେ ଉକ୍ତ ଶିବିରର ସୁଯୋଗ […]

Read More Text.
Eci sets stage for bypolls rajya sabha contests before bihar vote 1024x576

ପଶ୍ଚିମବଙ୍ଗର ୭ ଅଧିକାରୀ ନିଲମ୍ବିତ

ନୂଆଦିଲ୍ଲୀ: ଭାରତୀୟ ନିର୍ବାଚନ କମିଶନ ପଶ୍ଚିମବଙ୍ଗର ସାତ ଜଣ ଅଧିକାରୀଙ୍କୁ ନିଲମ୍ବିତ କରିଛନ୍ତି। ଏହି ଅଧିକାରୀଙ୍କ ବିରୁଦ୍ଧରେ ଏସଆଇଆରରେ ଗୁରୁତର ଅବହେଳା, କର୍ତ୍ତବ୍ୟରେ ଅବହେଳା ଏବଂ କ୍ଷମତାର ଅପବ୍ୟବହାର ଅଭିଯୋଗ ହୋଇଥିଲା । ନିର୍ବାଚନ କମିଶନ ପଶ୍ଚିମବଙ୍ଗର ମୁଖ୍ୟ ସଚିବଙ୍କୁ ନିଲମ୍ବିତ ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ନିର୍ବାଚନ କମିଶନ କହିଛନ୍ତି ଯେ ଭୋଟର ତାଲିକା କାର୍ଯ୍ୟ ଅତ୍ୟନ୍ତ ସମ୍ବେଦନଶୀଳ। ଯେକୌଣସି ଅବହେଳା କିମ୍ବା କ୍ଷମତାର ଅପବ୍ୟବହାରକୁ ବରଦାସ୍ତ କରାଯିବ ନାହିଁ। ଭବିଷ୍ୟତରେ […]

Read More Text.
3 accused

୧୧ ମାସରେ ଆସିଲା ହାମ୍ପି ହରର ରାୟ, ୩ ଦୋଷୀଙ୍କୁ ମୃତ୍ୟୁ ଦଣ୍ଡାଦେଶ

ନୂଆଦିଲ୍ଲୀ: ୧୧ ମାସରେ ଆସିଲା ହାମ୍ପି ହରର ରାୟ ।  ଓଡ଼ିଆ ଯୁବକଙ୍କ ହତ୍ୟାକାରୀଙ୍କୁ ମିଳିଲା ମୃତ୍ୟୁ ଦଣ୍ଡ  ।  ୨ ଜଣ ଯୁବତୀଙ୍କୁ ଗଣ ଦୁଷ୍କର୍ମ ଓ ଜଣଙ୍କୁ ହତ୍ୟା ମାମଲାରେ ୩ ଜଣଙ୍କୁ ମୃତ୍ୟୁଦଣ୍ଡ ମିଳିଛି ।  କର୍ଣ୍ଣାଟକର ସେସନ୍ସ କୋର୍ଟ ମୃତ୍ୟୁ ଦଣ୍ଡାଦେଶ ଶୁଣାଇଛନ୍ତି ।  ତିନି ଅଭିଯୁକ୍ତ ହେଲେ ମାଲେଶ, ସାଇ ଓ ସରନପ୍ପା ।  କର୍ଣ୍ଣାଟକ ହାମ୍ପି ନିକଟ ସନପୁରାରେ ତୁଙ୍ଗଭଦ୍ରା କେନାଲ ନିକଟରେ ଦୁଷ୍କର୍ମ ଓ ହତ୍ୟା ଘଟଣା […]

Read More Text.
Rajasthan

ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ : ୭ ମୃତ

ରାଜସ୍ଥାନ : ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ । ନିଆଁରେ ସାତ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ସେମାନଙ୍କ ମୃତଦେହ ଉଦ୍ଧାର କରାଯାଇଛି ହେଲେ ଦୁଇଜଣ ଶ୍ରମିକ ଏବେ ବି ଭିତରେ ଫସି ରହିଛନ୍ତି । ଘଟଣା ସମୟରେ କାରଖାନାରେ ପ୍ରାୟ ୨୫ ଜଣ ଶ୍ରମିକ କାମ କରୁଥିଲେ । ସୋମବାର ସକାଳ ପ୍ରାୟ ୯:୨୨ ମିନିଟ ସମୟରେ ଖୁଶଖେଡା କରାଉଲି ଶିଳ୍ପାଞ୍ଚଳରେ ଏହି ଦୁର୍ଘଟଣା ଘଟିଥିଲା । ତେବେ ଆଗକୁ ମୃତକଙ୍କ ସଂଖ୍ୟା […]

Read More Text.