ଅକ୍ଟୋବର ୧୨ରେ ରାଇରଙ୍ଗପୁରରେ ଅନୁଷ୍ଠିତ ହେବ ଯୁଗ୍ମ ଜନ ଶୁଣାଣି ଶିବିର

ବାରିପଦା : ଜିଲ୍ଲା କାର୍ଯ୍ୟାଳୟର ନିର୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଚଳିତ ଅକ୍ଟୋବର ମାସ ଦ୍ଵିତୀୟ ସୋମବାର ତା ୧୨-୧୦-୨୦୨୬ ରିଖ ରାଇରଙ୍ଗପୁର ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହେବ. କାର୍ଯ୍ୟ ସୂଚୀ ଅନୁଯାୟୀ ଉକ୍ତ ଦିନ ଜନ ଶୁଣାଣି ଶିବିର ପୂର୍ବାହ୍ନ ୧୦ ଘଟିକା ସମୟରେ ଆରମ୍ଭ ହୋଇ ଜନସାଧାରଣଙ୍କ ଆପତ୍ତି /ଅଭିଯୋଗ ଗୁଡିକର ଶୁଣାଣି କରାଯିବ। ଜିଲ୍ଲା ପ୍ରଶାସନ ପକ୍ଷରୁ ଅନୁଷ୍ଠିତ ହେବାକୁ ଥିବା ଉକ୍ତ ଜନ […]

Read More Text.
IMG 20261006 WA0393

ଆସନ୍ତା ୮ରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଓଡ଼ିଶା ବନ୍ଦ ପାଇଁ ପଥପ୍ରାନ୍ତ ସଭା 

ବାରିପଦା: ଏମ ଏମ୍ ଡି ଆର୍ ସଂଶୋଧନ ଆଇନ୍,୨୦୨୬ ରଦ୍ଦ, ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କୁ ବହିଷ୍କାର, ରାଜ୍ୟର ଅପାରଗ ଶିକ୍ଷା ମନ୍ତ୍ରୀ ଶ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ଇସ୍ତଫା ଓ ବନ୍ୟା ପ୍ରଭାବିତ ଜନଗଣଙ୍କୁ କ୍ଷତି ପୂରଣ ଓ ସହାୟତା ପ୍ରଦାନ ଦାବିରେ ଇଣ୍ଡିଆ ମେଣ୍ଟ ପକ୍ଷରୁ ଆସନ୍ତା ୮ ତାରିଖ ଗୁରୁବାର ସକାଳ ୬ ରୁ ସନ୍ଧ୍ୟା ୬ ଘଟିକା ୧୨ ଘଣ୍ଟିଆ ଶାନ୍ତିପୂର୍ଣ୍ଣ ଓଡ଼ିଶା ବନ୍ଦର ଡାକରା ଦିଆଯାଇଛି। ଏହାର ସଫଳତା ପାଇଁ […]

Read More Text.
IMG 20261006 WA0403

ଜିଲ୍ଲାସ୍ତରୀୟ ଶିଶୁ ମହୋତ୍ସବ ‘ଉତ୍ସାହ’ ଅନୁଷ୍ଠିତ

ବାରିପଦା: ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ଉତ୍ସାହ’ ବାରିପଦାସ୍ଥିତ ଷ୍ଟାଡିୟମ୍‌ଠାରେ ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ୍, ମୟୂରଭଞ୍ଜ ପକ୍ଷରୁ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାର ୮ଟି ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ଅନ୍ତେବାସୀ ଶିଶୁମାନେ ଏଥିରେ ଅଂଶଗ୍ରହଣ କରି ବିଭିନ୍ନ କ୍ରୀଡ଼ାରେ ନିଜର ପ୍ରତିଭା ପ୍ରଦର୍ଶନ କରିଥିଲେ । ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା ଶିଶୁମାନଙ୍କ ସାମଗ୍ରିକ ବିକାଶ, ପ୍ରତିଭାର ପରିପ୍ରକାଶ ଓ କ୍ରୀଡ଼ା ପ୍ରତି ଆଗ୍ରହ ବୃଦ୍ଧି ଉଦ୍ଦେଶ୍ୟରେ ପ୍ରତିବର୍ଷ ‘ଉତ୍ସାହ’ ମହୋତ୍ସବ ଆୟୋଜିତ ହୋଇଆସୁଛି […]

Read More Text.
IMG 20261006 WA0000

CECଙ୍କ ଇସ୍ତଫା ଦାବିରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ବହୁ ନେତା ଅଟକ

ନୂଆଦିଲ୍ଲୀ: ଭୋଟର ତାଲିକାରେ ଚାଲିଥିବା ସ୍ପେସିଆଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR)କୁ ନେଇ ଦିଲ୍ଲୀରେ ବିରୋଧୀ ଦଳଗୁଡ଼ିକର ବଡ଼ ବିକ୍ଷୋଭ ଦେଖିବାକୁ ମିଳିଛି। ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ INDIA ମେଣ୍ଟର ଅନେକ ସାଂସଦ ସଂସଦ ଭବନରୁ ନିର୍ବାଚନ ଆୟୋଗ କାର୍ଯ୍ୟାଳୟ ଅଭିମୁଖେ ମାର୍ଚ୍ଚ କରିଥିଲେ। ଏହି ସମୟରେ ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀ ଭଦ୍ରା, ଅଖିଳେଶ ଯାଦବଙ୍କ ସମେତ ଅନେକ ନେତାଙ୍କୁ ପୋଲିସ ଅଟକ ରଖିଥିଲା। ବିରୋଧୀ ନେତାମାନେ ମୁଖ୍ୟ ନିର୍ବାଚନ କମିଶନର […]

Read More Text.
Oplus

ନାଇଜେରିଆରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୩୨ ମୃତ

ନାଇଜିରିୟା: ନାଇଜିରିୟାର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଏକ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି । ନାଇଜେରିୟାର ବାୟୁ ସେନାର ବିମାନ ଦୁର୍ଘଟଣାରେ ୩୨ ଜଣଙ୍କର ମୃତ୍ୟୁ ହୋଇଛି । ବିମାନଟି ନିୟମିତ ମିଶନରେ ଥିବା ସମୟରେ ଏହି ଘଟଣା ଘଟିଛି । ସୂଚନାନୁଯାୟୀ, ନାଇଜେରିଆର ବେନିନ୍ ସିଟିରୁ ଲାଗୋସ ଅଭିମୁଖେ ଉଡ଼ାଣ ଭରିଥିଲା ନାଇଜେରୀୟ ବାୟୁସେନାର ଏକ ATR-42 ବିମାନ । ହଠାତ୍ ଏୟାର ଟ୍ରାଫିକ୍ କଣ୍ଟ୍ରୋଲ ସହ ବିମାନର ଯୋଗାଯୋଗ ବିଚ୍ଛିନ୍ନ ହୋଇଥିଲା । ଏହାପରେ ବିମାନର ସନ୍ଧାନ […]

Read More Text.
Police on student election 1024x682

ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର

ଭୁବନେଶ୍ୱର : ଛାତ୍ର ସଂସଦ ନିର୍ବାଚନ ପାଇଁ ପୋଲିସର ବଡ଼ ପ୍ରସ୍ତୁତି ।  SP-DCPଙ୍କ ସହ DGPଙ୍କ ସମୀକ୍ଷା ।  କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର । ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟକୁ ଫେରୁଛି ଛାତ୍ର ସଂସଦ ନିର୍ବାଚନ। ଅକ୍ଟୋବର ୧୫ରେ ମତଦାନ ହେବାକୁ ଥିବାବେଳେ କ୍ୟାମ୍ପସରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ ପୋଲିସ ପ୍ରସ୍ତୁତିକୁ ଜୋରଦାର କରିଛି।  ଆଜି ପୋଲିସ ମୁଖ୍ୟାଳୟରେ DGP ବିନୟତୋଷ ମିଶ୍ର ବିଭିନ୍ନ […]

Read More Text.
Arrest

ବନ୍ଧା ହେଲେ ବେତନଟୀ R&B ନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତି

ଭୁବନେଶ୍ୱର : ବନ୍ଧା ହେଲେ କୋଟିପତି ଯନ୍ତ୍ରୀ । ବେତନଟୀ R&B ନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତି ଗିରଫ । ଆୟ ବହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି ବାଲେଶ୍ୱର ଭିଜିଲାନ୍ସ ଡିଭିଜନ । ତାଙ୍କ ନାଁରେ ୨୩ରୁ ଅଧିକ ପ୍ଲଟ୍ ରହିଛି । ଘରେ ରଖିଥିଲେ ୩୦୦ ଗ୍ରାମର ସୁନା ଗହଣା । ଦୁଇଟି ସ୍ଥାନରେ ସୁଉଚ୍ଚ କୋଠା ସହ ୫ ଏକର ଜାଗାରେ ଫାର୍ମ ହାଉସ୍ ରହିଛି । ୬୯ଲକ୍ଷରୁ ଅଧିକ ନଗଦ ଟଙ୍କା […]

Read More Text.
MixCollage 06 Oct 2026 05 26 PM 8269 750x430

HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ ଉଦ୍‌ଘାଟନ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

କୋରାପୁଟ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଙ୍ଗଳବାର କୋରାପୁଟସ୍ଥିତ ସୁନାବେଡ଼ା ‘ହାଲ୍‌’ରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥସ ସିଂଙ୍କ ସହ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ଏହି ଅତ୍ୟାଧୁନିକ ପ୍ରକଳ୍ପ, ପ୍ରତିରକ୍ଷା କ୍ଷେତ୍ରରେ ଭାରତର ଆତ୍ମନିର୍ଭରତାକୁ ଆହୁରି ମଜବୁତ କରିବ ଏବଂ ବିଶ୍ୱସ୍ତରରେ ଦେଶର ସାମର୍ଥ୍ୟକୁ ନୂତନ ପରିଚୟ ଦେବ। ଏହି ସଫଳତା ପାଇଁ HALର ସମସ୍ତ ବୈଜ୍ଞାନିକ, ଇଞ୍ଜିନିୟର […]

Read More Text.
Rain 658x430

ଆସନ୍ତାକାଲିଠୁ ୩ ଦିନ ରାଜ୍ୟରେ ବର୍ଷା ସମ୍ଭାବନା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏନେଇ ମଙ୍ଗଳବାର ଦିନ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି। ଏହି ଜିଲ୍ଲା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ରହିଛି। ଏସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଅକ୍ଟୋବର ୭ […]

Read More Text.
IMG 20261005 WA0225

ଜାତୀୟ ନାଟ୍ୟ ମହୋତ୍ସବରେ ଚମକିଲେ ୩ ପ୍ରତିଭା 

ବାରିପଦା: ବାରିପଦାର ଅଗ୍ରଣୀ ଅନୁଷ୍ଠାନ ଆମେ,  ବାରିପଦା ଆନୁକୂଲ୍ୟରେ ଆୟୋଜିତ ୨ୟ ବାର୍ଷିକ ନାଟ୍ୟ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ପ୍ରାଥମିକ ବିଦ୍ୟାଳୟ ଠାରୁ ମହାବିଦ୍ୟାଳୟ ପର୍ଯ୍ୟନ୍ତ ଜିଲ୍ଲା ସ୍ତରୀୟ ଏକକ ଅଭିନୟ, ନୃତ୍ୟ, କୌତୁକ ପୋଷାକ, ଏଙ୍କୋରିଙ୍ଗ, ମୁକ ଅଭିନୟ ଓ ମ୍ୟୁଜିକ ଚେୟାର ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା I ସମସ୍ତ ପ୍ରତିଯୋଗିତାରେ ଅଂଶଗ୍ରହଣ କରି କୃତିତ୍ୱ ହାସଲ କରିଥିବା ସରକାରୀ ମହିଳା ମହାବିଦ୍ୟାଳୟ, ବାରିପଦାର ସୁଦେସ୍ନା ବିଶୋଇ ଚମ୍ପିୟାନ ଓ ଏମ […]

Read More Text.