ଦୁଇ ବର୍ଷର ସଫଳତା ଓ ଜନକଲ୍ୟାଣ ଯୋଜନା ବିଷୟରେ ଉଲ୍ଲେଖ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ତାଙ୍କର ୬୮ତମ ଜନ୍ମଦିନର ଶୁଭେଚ୍ଛା ଜଣାଇଥିଲେ । ମୟୂରଭଞ୍ଜର ଏକ ଆଦିବାସୀ ଗାଁରୁ ଦେଶର ସର୍ବୋଚ୍ଚ ସାମ୍ବିଧାନିକ ପଦବୀ ପର୍ଯ୍ୟନ୍ତ ତାଙ୍କର ସଂଘର୍ଷମୟ ଯାତ୍ରାକୁ ଦେଶର ସମସ୍ତ ମହିଳାଙ୍କ ପାଇଁ ଏକ ବଡ଼ ପ୍ରେରଣା ବୋଲି ନିଜର ଉଦବୋଧନରେ ବର୍ଣ୍ଣନା କରିଥିଲେ। ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଉପସ୍ଥିତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କୁ ଗଭୀର ଧନ୍ୟବାଦ ଜଣାଇଛନ୍ତି। ‘ଡବଲ୍ […]
Read More Text.